ଏହି ଜିଲାକୁ ୪ ଦିନ ପାଇଁ ଶଟ୍‌ଡାଉନ ଘୋଷଣା କଲେ ଜିଲାପାଳ

ବଲାଙ୍ଗୀର ଅଫିସ,୨୯।୭-ବଲାଙ୍ଗୀର ଜିଲାକୁ ୪ ଦିନ ପାଇଁ ଶଟ୍‌ଡାଉନ ଘୋଷଣା କରାଯାଇଛି। ଜୁଲାଇ ୩୧ରୁ ଅଗଷ୍ଟ ୩ ତାରିଖ ପର୍ଯ୍ୟନ୍ତ ସମଗ୍ର ଜିଲା ଶଟ୍‌ଡାଉନ ରହିବ। ବୁଧବାର…

ପେଟ ଚିରି ସ୍ତ୍ରୀଙ୍କୁ ଜୀବନ୍ତ ଜାଳିଦେଲେ ସ୍ବାମୀ

ସୀତାପୁର, ୨୯।୭: ଉତ୍ତର ପ୍ରଦେଶର ସୀତାପୁର ଜିଲାରୁ ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟଣା ସାମ୍ନାକୁ ଆସିଛି। ସୀତାପୁର ହରଗ୍ରାମ ପୋଲିସ ଷ୍ଟେସନ ଅନ୍ତର୍ଗତ ମୋହାଲ ମିଲ୍‌ ବାଗିଆ…

୩୪ ବର୍ଷ ପରେ ବଦଳିଲା ଭାରତର ଶିକ୍ଷାନୀତି: ସ୍କୁଲ, କଲେଜ ବ୍ୟବସ୍ଥାରେ ହେଲା ବଡ଼ ପରିବର୍ତ୍ତନ

ନୂଆଦିଲ୍ଲୀ,୨୯।୭: ଭାରତରେ ପ୍ରଥମ ଥର ପାଇଁ ୩୪ ବର୍ଷ ପରେ  ଶିକ୍ଷାନୀତିରେ ପରିବର୍ତ୍ତନ ଅଣାଯାଇଛି। ମୋଦି ସରକାର ଏହି ନୂଆ ଶିକ୍ଷାନୀତିକୁ ମଞ୍ଜୁରୀ ପ୍ରଦାନ କରିଛନ୍ତି। ବୁଧବାର…

ସୌରଭ କଳାହାଣ୍ଡି ଜିଲା ଟପ୍ପର

ଜୁନାଗଡ,୨୯।୭(ଡି.ଏନ୍‌.ଏ)-ଚଳିତ ବର୍ଷ ମାଟ୍ରିକ ପରୀକ୍ଷାରେ କଳାହାଣ୍ଡି ଜିଲା ଜୁନାଗଡ ବ୍ଲକ ହାବସପୁରସ୍ଥିତ କୃପାସିନ୍ଦୁ ସରକାରୀ ଉଚ୍ଚ ବିଦ୍ୟାଳୟର ଛାତ୍ର ସୌରଭ କୁମାର ସର୍ବାଧିକ ନମ୍ବର ରଖି ଜିଲା…

ଗାଧୋଇବା ହେଲା କାଳ: କେନାଲରେ ବୁଡି ଗଲେ ୨ ସାଙ୍ଗ

ଅନୁଗୋଳ ଅଫିସ, ୨୯।୭-ଅନୁଗୋଳ ସହରର ହେମସୁରପଡା ଅଞ୍ଚଳରେ ବୁଧବାର ଏକ ଅଭାବନୀୟ ଘଟଣା ଘଟିଛି। କେନାଲ ପାଣିରେ ବୁଡି ୨ ସାଙ୍ଗ ପ୍ରାଣ ହରାଇଛନ୍ତି। ମୃତକ ହେଲେ…

ରାଜକୁମାରୀଙ୍କୁ ବିବାହ କରିଛନ୍ତି ଏହି ଭାରତୀୟ କ୍ରିକେଟର୍‌

ନୂଆଦିଲ୍ଲୀ, ୨୯।୭: ବହୁଚର୍ଚ୍ଚିତ ଆଇପିଏଲ୍‌ ସ୍ପଟ୍‌ ଫିକ୍ସିଂ ମାମଲରେ ଜଡ଼ିତ ହୋଇ ୭ ବର୍ଷ କାଳ କ୍ରିକେଟ୍‌ରୁ ବାସନ୍ଦ ହୋଇଥିବା ଭାରତୀୟ ଦଳର ଦ୍ରୁତ ବୋଲର ଏସ୍‌.…

ପ୍ଲାଜମା ଦାନ କଲେ ରାଜ୍ୟର ପ୍ରଥମ ମହିଳା

ଭୁବନେଶ୍ୱର,୨୯।୭(ବ୍ୟୁରୋ)-କରୋନାକୁ ହରାଇବା ପରେ କଟକ ଏସ୍‌ସିବି ମେଡିକାଲ କଲେଜ ଆଣ୍ଡ ହସ୍ପିଟାଲର ଜଣେ ଛାତ୍ରୀ ବୁଧବାର ପ୍ଲାଜମା ଦାନ କରିଛନ୍ତି। ଏଥିପାଇଁ ତାଙ୍କୁ ଶୁଭେଚ୍ଛା ଜଣାଯାଇଛି। ଏ…

କରୋନା ପ୍ରଭାବ: ଅଗଷ୍ଟ ୧୫ ଯାଏଁ କ୍ୱାରାଣ୍ଟାଇନ୍‌ରେ ରହିବେ ଅଧିକାରୀ

ନୂଆଦିଲ୍ଲୀ,୨୯।୭: ସମଗ୍ର ଦେଶରେ କରୋନା ମାମଲା ଦ୍ରୁତଗତିରେ ବ୍ୟାପିବାରେ ଲାଗିଛି। ଏଭଳି ସ୍ଥିତିରେ ଅଗଷ୍ଟ ୧୫କୁ ନେଇ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। କରୋନା ଯୋଗୁ ସ୍ବାଧୀନତା ଦିବସ…

ରାଜଧାନୀରେ ମାଡି ଚାଲିଛି କରୋନା: ଆଉ ୧୩୭ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୨୯।୭(ବ୍ୟୁରୋ)-ରାଜଧାନୀ ଭୁବନେଶ୍ୱରରେ ମାଡି ଚାଲିଛି କରୋନା। ବୁଧବାର ଆଉ ୧୩୭ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ୯୮ ଜଣ କ୍ୱାରାଣ୍ଟାଇନରୁ ଥିବାବେଳେ ୩୯ ଲୋକାଲ କେସ। ୟୁନିଟ-୧ରୁ…

ନିଆରା ଢ଼ଙ୍ଗରେ ରାଫାଲକୁ ସ୍ବାଗତ ଜଣାଇଲେ ମୋଦି

ନୂଆଦିଲ୍ଲୀ,୨୯।୮: ବିଶ୍ୱର ସବୁଠାରୁ ଶକ୍ତିଶାଳୀ ଯୁଦ୍ଧ ବିମାନ ମଧ୍ୟରୁ ଗୋଟିଏ ହେଉଛି ରାଫାଲ। ବୁଧବାର ରାଫାଲ ଯୁଦ୍ଧ ବିମାନ ଭାରତ ମାଟିରେ ପାଦ ରଖିଛି। ଅପରାହ୍ନରେ ହରିୟାଣାର…