ଛିଣ୍ଡିଯାଇଛି ସମ୍ପର୍କର ରିଲ୍‌

ଢେଙ୍କାନାଳ ଅଫିସ, ୨୯।୭ ସଞ୍ଜ ଗଡ଼ିଲେ ଗଁ।ରେ ଜମୁଥିଲା ଆସର। ଲାଗୁଥିଲା ପ୍ରୋଜେକ୍ଟର। ଟଙ୍ଗା ଯାଇଥିବା ଧଳା କପଡ଼ା ଉପରେ ଧାଉଁଥିଲା ଛବି। ମନୋରଞ୍ଜନ ଭିତରେ ଜଣାଇ…

ଲୋକନାଥ ହତ୍ୟାକାଣ୍ଡ: ୩ ଗିରଫ

କଣ୍ଟାମାଳ,୨୮ା୭(ଡି.ଏନ.ଏ.) ବୌଦ୍ଧ ଜିଲା ଭାଜପା ଯୁବମୋର୍ଚ୍ଚା ସମ୍ପାଦକ ଲୋକନାଥ ପ୍ରଧାନ ହତ୍ୟାକାଣ୍ଡରେ ସମ୍ପୃକ୍ତ ଥିବା ଅଭିଯୋଗରେ ମଙ୍ଗଳବାର ୩ ଜଣଙ୍କୁ ପୋଲିସ ଗିରଫ କରି କୋର୍ଟଚାଲାଣ କରିଛି…

ବୀମା ସହାୟତା ନମିଳିଲେ ଚାଷୀ ଆନ୍ଦୋଳନ

ଲୋଇସିଂହା, ୨୯।୭(ଡି.ଏନ.ଏ.) ୨୦୧୯-୨୦ଆର୍ଥିକ ବର୍ଷରେ ପ୍ରଧାନମନ୍ତ୍ରୀ ଫସଲ ବୀମା ସହାୟତା ମିଳିବା ଜାଣି ଚାଷୀ ଖୁସି ହୋଇଥିଲେ ା ହେଲେ ବଲାଙ୍ଗୀର ଜିଲା ଲୋଇସିଂହା ତହସିଲ ପକ୍ଷରୁ…

କରୋନା କାଳରେ ପିଏଫ୍‌ ଟଙ୍କା ଦେଲା ସାହାରା: ୪ ମାସରେ ଉଠାଇଲେଣି ୩୦ ହଜାର କୋଟି

ନୂଆଦିଲ୍ଲୀ,୨୮।୭:କରୋନା ସମୟରେ ଲୋକଙ୍କୁ ଜରୁରୀ ଅର୍ଥର ଆବଶ୍ୟକତା ବଢ଼ିଯାଇଛି। ଏଭଳି ସମୟରେ ଭବିଷ୍ୟନିଧି ପାଣ୍ଠିଂ ବା ପିଏଫ୍‌ ଟଙ୍କା ଲୋକଙ୍କର ସାହାରା ପାଲଟିଥିବା ଏକ ଜାତୀୟ ଗଣମାଧ୍ୟମ…

ଡାକ୍ତର ପଦବୀ ପୂରଣ ଉପରେ ଗୁରୁତ୍ୱ

ଲାଠୋର,୨୯ା୭ (ଡି.ଏନ.ଏ.) ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଲାଠୋର ସରକାରୀ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ରୋଗୀ କଲ୍ୟାଣ ସମିତି(ଆରକେଏସ୍‌)ର ବୈଠକ ସୋମବାର ଅନୁଷ୍ଠିତ ହୋଇଯାଇଛି। କମିଟି ଚେୟାରମ୍ୟାନ ଜିଲା…

ପିଅନ ଚାକିରି ପାଇଁ ଆବେଦନ କରିଛନ୍ତି ପୂର୍ବତନ ଅଧିନାୟକ

ନୂଆଦିଲ୍ଲୀ, ୨୯ା୭ (ପି.ଟି.)-ଅର୍ଥାଭାବ ଯୋଗୁ ଭାରତର ପୂର୍ବତନ ଭିନ୍ନକ୍ଷମ କ୍ରିକେଟ ଦଳର ଅଧିନାୟକ ଦୀନେଶ ସଇନ ନ୍ୟାଶନାଲ ଆଣ୍ଟି ଡୋପିଂ ଏଜେନ୍ସି (ନାଡା)ରେ ଏକ ପିଅନ ଚାକିରି…

ଆଇସିସି ଓ୍ବାଲର୍‌ଡ ଟେଷ୍ଟ ଚାମ୍ପିୟନଶିପ୍‌: ଇଂଲଣ୍ଡ ତୃତୀୟ ସ୍ଥାନକୁ ଉନ୍ନୀତ

ଦୁବାଇ, ୨୯ା୭ (ପି.ଟି.)-ମଙ୍ଗଳବାର ଓ୍ବେଷ୍ଟଇଣ୍ଡଜି ବିପକ୍ଷ ୩ମ୍ୟାଚ ବିଶିଷ୍ଟ ସିରିଜ ୨-୧ରେ ଜିତିବା ପରେ ଆଇସିସି ଓ୍ବାଲର୍‌ଡ ଟେଷ୍ଟ ଚାମ୍ପିୟନଶିପ୍‌ ର଼୍ୟାଙ୍କିଙ୍ଗ ତାଲିକାରେ ଇଂଲଣ୍ଡ ତୃତୀୟ ସ୍ଥାନକୁ…

ରିୟଲ ମାଡ୍ରିଡ୍‌ ଫରଓ୍ବାର୍ଡ ମାରିଆନୋ ପଜିଟିଭ୍‌

ମାଡ୍ରିଡ୍‌, ୨୯ା୭ (ଏପି)-କରୋନା ଭାଇରସ୍‌ ପାଇଁ ହୋଇଥିବା ଟେଷ୍ଟରେ ରିୟଲ ମାଡ୍ରିଡ୍‌ ଫରଓ୍ବାର୍ଡ ମାରିଆନୋଙ୍କ ଫଳାଫଳ ପଜିଟିଭ୍‌ ଆସିଛି। ଅଗଷ୍ଟ ୭ରେ ମାଞ୍ଚେଷ୍ଟର ସିଟି ବିପକ୍ଷ ଚାମ୍ପିୟନ୍ସ…

୧୧ବର୍ଷ ପରେ ପାକିସ୍ତାନ ଦଳକୁ ଫେରିଲେ ଆଲାମ

କରାଚୀ, ୨୯ା୭ (ପି.ଟି.)-ବ୍ୟାଟ୍ସମ୍ୟାନ ଫଓ୍ବାଦ ଆଲାମ ୧୧ ବର୍ଷ ବ୍ୟବଧାନରେ ପାକିସ୍ତାନ ଟେଷ୍ଟ ଦଳକୁ ଫେରିଛନ୍ତି। ଇଂଲଣ୍ଡ ବିପକ୍ଷ ଆସନ୍ତା ଟେଷ୍ଟ ସିରିଜ ପାଇଁ ପାକିସ୍ତାନର ୨୦…

ଇଂଲଣ୍ଡ ବିପକ୍ଷ ପ୍ରଥମ ଦିନିକିଆ ପାଇଁ ଆୟର୍ଲାଣ୍ଡ ଦଳ

ସାଉଥାମ୍ପଟନ, ୨୯ା୭ (ପି.ଟି.)- ଗୁରୁବାର ଏଜାସ ବାଓଲଠାରେ ଆୟର୍ଲାଣ୍ଡ-ଇଂଲଣ୍ଡ ୩ମ୍ୟାଚ ବିଶିଷ୍ଟ ଅନ୍ତର୍ଜାତୀୟ ଦିନିକିଆ ସିରିଜ ଆରମ୍ଭ ହେବ। ଓପନିଂ ମ୍ୟାଚ ପାଇଁ ଆୟର୍ଲାଣ୍ଡ ୧୪ ଜଣିଆ…