ଶ୍ୱଶୁରଙ୍କ ଗୁଳିମାଡ଼ରେ ଚାଲିଗଲା ବୋହୂଙ୍କ ଜୀବନ,ବନ୍ଧୁକ ଜବତ

ଶେରଗଡ଼/ସୋରଡ଼ା,୧୩ା୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ସୋରଡ଼ା ବ୍ଲକ ବଡ଼ଗଡ଼ ଥାନା ବାରଭରଣିଆ ଗ୍ରାମରେ ଶନିବାର ଏକ ଅଭାବନୀୟ ଘଟଣା ଘଟିଛି। ବାପ-ପୁଅଙ୍କ ଗଣ୍ଡଗୋଳରେ ବଳି ପଡ଼ିଛନ୍ତି ବୋହୂ। ସ୍ବାମୀଙ୍କୁ…

ବନବିଭାଗର ଚଢ଼ାଉ: ପିଆଶାଳ କାଠ ବୋଝେଇ ପିକ୍‌ଅପ ଜବତ, ଚାଳକ ଗିରଫ

ବଡ଼ବିଲ,୧୩।୬(ସ୍ବ.ପ୍ର.)- କେନ୍ଦୁଝର ଜିଲା ବଡବିଲ ବନବିଭାଗ ଗୁଆଲି ନିକଟରେ ଶୁକ୍ରବାର ରାତିରେ ଚଢାଉ କରି ଏକ କାଠ ବୋଝେଇ ପିକଅପ ଗାଡିକୁ ଜବତ କରିଛି। ଏଥିସହ ଚାଳକ…

କ୍ୱାରାଣ୍ଟାଇନ୍‌ ସେଣ୍ଟରର ଖର୍ଚ୍ଚ ହିସାବ ମାଗିଲେ ସରକାର

ଭୁବନେଶ୍ୱର,୧୩ା୬(ବ୍ୟୁରୋ) : ରାଜ୍ୟରେ ମହାମାରୀ କରୋନା କାୟା ବିସ୍ତାର କରି ଚାଲିଥିବା ବେଳେ ଏହାର ମୁକାବିଲା ପାଇଁ ସରକାରଙ୍କ ପକ୍ଷରୁ ବିଭିନ୍ନ ଜିଲାରେ ଟିଏମ୍‌ସି ବା କ୍ୱାରାଣ୍ଟାଇନ୍‌…

ଘାଟିରୁ ୧୦୦ ଫୁଟ୍‌ ତଳକୁ ଖସିଲା ହିଟାଚି ବୋଝେଇ ଟ୍ରଲର: ଚାଳକ, ମେଶିନ ଅପରେଟର ଗୁରୁତର

କେନ୍ଦୁଝର,୧୩।୬(ସ୍ବ.ପ୍ର.)-ନରଣପୁରରୁ ହରିଚନ୍ଦନପୁର ଦେଇ ଡୁବୁରୀ ଯାଇଥିବା ରାସ୍ତାର କୁଆଝରଣ ଘାଟିରେ ଶନିବାର ଭାରସାମ୍ୟ ହରାଇ ଏକ ଟ୍ରଲର ତଳକୁ ଖସିପଡ଼ିଛି। ଫଳରେ ଚାଳକଙ୍କ ସହ ଜଣେ ମେଶିନ…

ସ୍ବତନ୍ତ୍ର ଟ୍ରେନ୍‌ରେ ବରଗଡ଼ରେ ପହଞ୍ଚିଲେ ୧୪୦୦ ପ୍ରବାସୀ

ବରଗଡ଼ ଅଫିସ,୧୩ା୬: ରାଜ୍ୟ ବାହାରେ ରହିଥିବା ୧୪୦୦ ପ୍ରବାସୀ ଶନିବାର ଅପରାହ୍ନରେ ଏକ ସ୍ବତନ୍ତ୍ର ଟ୍ରେନ୍‌ ଯୋଗେ ବରଗଡ଼ ରୋଡ୍‌ ଷ୍ଟେଶନରେ ପହଞ୍ଚିଛନ୍ତି। ବରଗଡ଼ ଜିଲା ପୋଲିସ…

ଅସରାଏ ବର୍ଷାରେ ଆଣ୍ଠୁଏ ପାଣି

ଚୌଦ୍ୱାର,୧୩ା୬(ଡି.ଏନ୍‌.ଏ.): ଚୌଦ୍ୱାର ପୌରପାଳିକା ଅନ୍ତର୍ଗତ ୧୭ନଂ. ଓ୍ବାର୍ଡ ନୂଆସାହି ଉପ୍ରା ବିଦ୍ୟାଳୟଠାରୁ ଶିବାନୀ ମନ୍ଦିର ଛକ ପର୍ଯ୍ୟନ୍ତ ରାସ୍ତା ଅବସ୍ଥା ଶୋଚନୀୟ ହୋଇପଡ଼ିଛି। ଅସରାଏ ବର୍ଷା ହେଲେ…

ମଧୁମେହରୁ ମୁକ୍ତି ଦିଏ ମେଥିପାଣି

ଆୟୁର୍ବେଦରେ ମେଥିକୁ ସ୍ବାସ୍ଥ୍ୟ ଉପକାରୀ କୁହାଯାଇଥାଏ। ଅନ୍ୟପକ୍ଷରେ ଏହାକୁ ରୋଷେଇ ସମୟରେ ମଧ୍ୟ ମସଲା ରୂପେ ବ୍ୟବହାର କରାଯାଏ। ସ୍ବାସ୍ଥ୍ୟ ବିଶେଷଜ୍ଞଙ୍କ ମତରେ ମଧୁମେହ ରୋଗୀଙ୍କ ଲାଗି…

ଓଡ଼ିଶା: ଆଜିର ଫଟୋ (ଜୁନ୍ ୧୩, ୨୦୨୦)

ରାଜଧାନୀ ଭୁବନେଶ୍ୱରରେ ଶଟ୍‌ଡାଉନ୍ କଟକ ଗୌରୀଶଙ୍କର ପାର୍କ ଅଞ୍ଚଳରେ ଜଣେ ଚିତ୍ରକାର ଶ୍ରୀ ଜୀଉଙ୍କ ମୂର୍ତ୍ତିରେ ଶେଷ ସ୍ପର୍ଶ ଦେଉଛନ୍ତି   କଟକ ରାଜାବଗିଚା ଅଞ୍ଚଳରେ କେତେଜଣ…

ଜଗତସିଂହପୁରରେ ଆଉ ୧୩ କରୋନା ପଜିଟିଭ୍‌ ଚିହ୍ନଟ: ୧୪୩ରେ ପହଞ୍ଚିଲା ମୋଟ ସଂକ୍ରମିତ ସଂଖ୍ୟା

ଜଗତ୍‌ସିଂହପୁର ଅଫିସ, ୧୩ା୬: ଜଗତ୍‌ସିଂହପୁର ଜିଲାରେ ଶନିବାର ପୁଣି ୧୩ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ବାଲିକୁଦା ବ୍ଲକ ଅଞ୍ଚଳର ୭,…

ଜଗତ୍‌ସିଂହପୁର ଜିଲାରେ ରଜ କଟକଣା: ସର୍ବସାଧାରଣ ସ୍ଥାନରେ ୭ ଜଣରୁ ଅଧିକ ଏକାଠି ହେବା ମନା

ଜଗତ୍‌ସିଂହପୁର ଅଫିସ, ୧୩ା୬: ଓଡ଼ିଶାର ଗଣ ପର୍ବ ରଜ। ରଜରେ ସହରରୁ ଗାଁ ସବୁଠି ଚଳଚଞ୍ଚଳ। ମାତ୍ର ଚଳିତବର୍ଷ କରୋନା ସଂକ୍ରମଣ ଓ କଟକଣା ଏକପ୍ରକାର ରଜକୁ…