ଅଣ୍ଡା ଭାଙ୍ଗିବା ପାଇଁ ଏମିତି କିଛି କରୁଛି ପକ୍ଷୀ, ଦେଖିଲେ ହସି ହସି ଗଡିଯିବେ

ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛିନା କିଛି ଭିଡିଓ ଏବଂ ଫଟୋ ଭାଇରାଲ ହେବାରେ ଲାଗିଛି। କେତେକ ଭିଡିଓ ଦେଖି ହସ ନିୟନ୍ତ୍ରଣ ହେଉ ନ ଥିବା…

ଦେଶର ସବୁଠାରୁ ଏହି ପୁରାତନ ମହିଳା ଦେଉଛନ୍ତି ଟ୍ୟାକ୍ସ

ଭୋପାଳ,୨୮।୭: ନିକଟରେ ଆୟକର ବିଭାଗର ସ୍ଥାପନା ଦିବସ ପାଳନ ହୋଇଯାଇଛି। ଚଳିତ ଥର ଆୟକର ବିଭାଗର ଏକ କମିଟି ସର୍ବ ପୁରାତନ ଟିକସଦାତାଙ୍କୁ ସମ୍ମାନିତ କରିବାକୁ ଏକ…

ଆଖିବୁଜିଲେ ବଲିଉଡ୍‌ର ଏହି ପ୍ରସିଦ୍ଧ ଅଭିନେତ୍ରୀ

ବଲିଉଡ ଅଭିନେତ୍ରୀ କୁମକୁମଙ୍କର ଦେହାନ୍ତ ହୋଇଛି। ତାଙ୍କୁ ୮୬ ବର୍ଷ ହୋଇଥିଲା। ଦୀର୍ଘ ଦିନ ଧରି ସେ ଅସୁସ୍ଥ ଥିଲେ। ୧୯୩୪, ଏପ୍ରିଲ ୨୨ରେ ବିହାରର ଶେଖପୁରାରେ…

ଭୋକ ସହି ନ ପାରି ପ୍ରତିମାସରେ ୧୦ ହଜାରରୁ ଅଧିକ ଶିଶୁଙ୍କ ମୃତ୍ୟୁ ଘଟୁଛି

ଜେନେଭା, ୨୮।୭: ପୃଥିବୀରେ କରୋନା ମହାମାରୀ ସଙ୍କଟ ଜାରି ରହିଛି। ସଂକ୍ରମଣରୁ ଦୂରେଇ ରହିବା ଲାଗି ବହୁ ଦେଶରେ ଲକ୍‌ଡାଉନ୍‌ ଜାରି ରହିଛି। ଏହାଯୋଗୁ ଗରିବ ଲୋକେ…

ଲୋକଙ୍କ ଅଭିଯୋଗ ବୁଝିବାକୁ ଥାନା ପାଇଁ ନୂଆ ଗାଇଡ୍‌ଲାଇନ୍‌ ଜାରିକଲେ ଡିଜିପି

ଭୁବନେଶ୍ୱର, ୨୮।୭(ବ୍ୟୁରୋ): କରୋନା ସମୟରେ ଲୋକଙ୍କ ଅଭିଯୋଗ ବୁଝିବା ପାଇଁ ରାଜ୍ୟର ସମସ୍ତ ଥାନାରେ ଡିଜିପି ଅଭୟ ନୂଆ ଗାଇଡଲାଇନ ଜାରି କରିଛନ୍ତି । ପୋଲିସ କର୍ମଚାରୀମାନେ…

ବ୍ଲକ କାର୍ଯ୍ୟାଳୟର ବରିଷ୍ଠ ଅଧିକାରୀଙ୍କୁ କରୋନା

ଦାରିଙ୍ଗବାଡ଼ି,୨୮।୭(ଡି.ଏନ୍‌.ଏ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ପୁଣି ଜଣେ କରୋନା ଯୋଦ୍ଧା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏ ନେଇ ଜିଲାପାଳ ଡ.ବୃନ୍ଦା ଡି. ଟୁଇଟ କରି…

ପ୍ଲାଜମା ନେଇ ଗଞ୍ଜାମ ଜିଲାର ୩ କରୋନା ଆକ୍ରାନ୍ତ ସୁସ୍ଥ: ଶୁଭେଚ୍ଛା ଜଣାଇଲେ ଜିଲାପାଳ

ଛତ୍ରପୁର,୨୮।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଶିତଳାପଲିସ୍ଥିତ ଟାଟା କୋଭିଡ୍‌ ହସ୍ପିଟାଲରେ ୩ ଜଣ ଗୁରୁତର କରୋନା ଆକ୍ରାନ୍ତଙ୍କୁ ପ୍ଲାଜମା ଥେରାପି ଦିଆଯାଇଥିଲା ଉକ୍ତ ୩ ଜଣଙ୍କ ମଧ୍ୟରେ ୨…

ଅଭିନେତ୍ରୀଙ୍କ ବ୍ଲାକ୍‌ ଆଣ୍ଡ୍‌ ହ୍ବାଇଟ୍‌ ଚ୍ୟାଲେଞ୍ଜ: ଭାଇରାଲ ହେଉଛି ଫଟୋ

ଲକ୍‌ଡାଉନ୍‌ ସମୟରେ ଘରେ ରହି ଲୋକେ ସୋସିଆଲ ମିଡିଆ ମାଧ୍ୟମରେ ବିଭିନ୍ନ ଚ୍ୟାଲେଞ୍ଜକୁ ଆସେପ୍ଟ କରୁଛନ୍ତି। ସେଥିମଧ୍ୟରୁ ଗୋଟିଏ ହେଉଛି ବ୍ଲାକ୍‌ ଆଣ୍ଡ୍‌ ହ୍ବାଇଟ୍‌ ଚ୍ୟାଲେଞ୍ଜ। ଏହି…

ପ୍ରବାସୀଙ୍କ ଅର୍ଥ ହଡ଼ପ କରି ବନ୍ଧାହେଲେ ସରପଞ୍ଚ, ପିଇଓଙ୍କ ସ୍ବାମୀ

ବାସୁଦେବପୁର/ପଦ୍ମପୁର,୨୮ା୭(ଡି.ଏନ୍‌.ଏ.)- ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ଶାଶୁଭୁଆଶୁଣି ପଞ୍ଚାୟତର ସଙ୍ଗରୋଧ କେନ୍ଦ୍ରରେ ରହୁଥିବା ପ୍ରବାସୀଙ୍କୁ ରାଜ୍ୟ ସରକାର ପ୍ରଦାନ କରୁଥିବା ୨ ହଜାର ଟଙ୍କା ମଧ୍ୟରୁ…

ସପ୍ତାହକୁ ୪ ଦିନ ଶଟ୍‌ଡାଉନ୍‌, ୩ ଦିନ ଲକ୍‌ଡାଉନ ହେବ ଗଜପତି ଜିଲା

ଗଜପତି,୨୮।୭(ଡି.ଏନ୍‌.ଏ.): ଗଜପତି ଜିଲାରେ ସପ୍ତାହକୁ ୪ ଦିନ ଶଟ୍‌ଡାଉନ୍‌ ଓ ୩ ଦିନ ଲକ୍‌ଡାଉନ୍‌ ନିୟମ ଲାଗୁ ହେବ। ମଙ୍ଗଳବାର ଜିଲାରେ ସପ୍ତାହକୁ ୪ ଦିନ ଶଟ୍‌ଡାଉନ୍‌…