ଚା’ ଆମନ୍ତ୍ରଣ ବଦଳରେ ଭୋଜନ ପାଇଁ ପ୍ରିୟଙ୍କାଙ୍କୁ ନିମନ୍ତ୍ରଣ ପଠାଇଲେ ଏମ୍‌ପି

ନୂଆଦିଲ୍ଲୀ,୨୮।୭: କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଭଦ୍ରାଙ୍କ ଚା’ ନିମନ୍ତ୍ରଣରେ ରାଜ୍ୟସଭା ସଦସ୍ୟ ଅନୀଲ ବଲୁନି ପୂରା ଭଦ୍ରତାର ସହ କିଛି ସମୟ ପାଇଁ ଏହାକୁ ଏଡ଼ାଇ…

ପୋଲିସ ଷ୍ଟେଶନରେ ଖେଳୁଛନ୍ତି ମାଛ-ସାପ

ପାଟନା, ୨୮।୭: ଲଗାତାର ବର୍ଷା ଯୋଗୁ ବିହାରରେ ବନ୍ୟା ଦେଖାଦେଇଛି। ରାସ୍ତାଘାଟ ବନ୍ୟା ଜଳରେ ବୁଡ଼ି ରହିଛି। ଏପରିସ୍ଥଳେ ଦରଭଙ୍ଗାର କୁଶେଶ୍ୱରସ୍ଥାନ ପୋଲିସ ଷ୍ଟେଶନରେ ବନ୍ୟା ଜଳ…

ଆମିରଙ୍କ ଯୋଗୁ ବଲିଉଡ୍‌ରେ ହୁମାଙ୍କୁ ମିଳିଲା ସୁଯୋଗ

ମୁମ୍ବାଇ: ବଲିଉଡ୍‌ ନାୟିକା ହୁମା କୁରେସି ଆଜି ଜଣେ ସଫଳ ନାୟିକା ଭାବେ ଜଣାଶୁଣ। ୨୮ ଜୁଲାଇ ୧୯୮୬ରେ ଜନ୍ମ ନେଇଥିବା ହୁମାଙ୍କ ପିତା ଜଣେ ବ୍ୟବସାୟୀ।…

ଅଡ଼େଇ ଲକ୍ଷ ଟଙ୍କାର ଶାଗୁଆନ ଗଣ୍ଡି ସହ ଗାଡ଼ି ଜବତ

ବୁଗୁଡ଼ା,୨୮।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ବୁଗୁଡ଼ା ବନବିଭାଗ ପକ୍ଷରୁ ସୋମବାର ବିଳମ୍ବିତ ରାତିରେ ବୁଗୁଡ଼ା ବନାଞ୍ଚଳ ଅନ୍ତର୍ଗତ ଠଣାପଲୀ ନିକଟରେ ଗୋଟିଏ ଟାଟାଏସି ଗାଡି ସହିତ ସେଥିରେ ଥିବା…

ପରିବା ବିକୁଥିବା ସପ୍ଟଓ୍ବେୟାର ଇଞ୍ଜିନିୟରଙ୍କୁ ଚାକିରି ଦେଲେ ସୋନୁ

ମୁମ୍ବାଇ: ବଲିଉଡ୍‌ ଖଳନାୟକ ସୋନୁ ସୁଦ ଏବେ ଅସଲରେ ଜଣେ ନାୟକ ପାଲଟି ଯାଇଛନ୍ତି। କରୋନା ମହାମାରୀକୁ ନେଇ ଦେଶରେ ଯେଉଁଭଳି ଆର୍ଥିକ ସଙ୍କଟ ଦେଖାଦେଇଛି ସେତେବେଳେ…

ଗଞ୍ଜାମ ପୋଲିସ ପକ୍ଷରୁ ମାସ୍କ ପାଇଁ ୧.୫୬ ଲକ୍ଷ ଜରିମାନା ଆଦାୟ

ଛତ୍ରପୁର, ୨୮।୭(ଡି.ଏନ୍‌.ଏ.): କରୋନା ମୁକାବିଲା ନେଇ ଗଞ୍ଜାମ ପୋଲିସ ତଥା ପ୍ରଶାସନ ପକ୍ଷରୁ କୋଭିଡ୍‌ ନିୟମକୁ କଡ଼ାକଡ଼ି କରାଯାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ଏହି ପୋଲିସ…

ଅନ୍ତର୍ଜାତୀୟ କ୍ରିକେଟରେ ସର୍ବାଧିକ ଥର ଆଉଟ୍‌ ହୋଇଛନ୍ତି ଏହି କ୍ରିକେଟର

ଅନ୍ତର୍ଜାତୀୟ କ୍ରିକେଟର ସର୍ବଧିକ ଥର ଆଉଟ୍‌ ହୋଇଥିବା ଖେଳାଳିଙ୍କ ତାଲିକାରେ ସର୍ବାଗ୍ରେ ଅଛନ୍ତି ମାଷ୍ଟରବ୍ଲାଷ୍ଟର ସଚିନ ତେନ୍ଦୁଲକର। ୨୪ ବର୍ଷର କ୍ୟାରିୟରରେ ୨୦୦ଟି ଟେଷ୍ଟ, ୪୬୩ଟି ଏକଦିବସୀୟ…

ମାସ୍କ୍‌ ପିନ୍ଧି ନ ଥିବା ଛେଳିକୁ ବାନ୍ଧି ନେଲେ ପୋଲିସ ବାବୁ…

କାନପୁର, ୨୮।୭: ଦେଶରେ କରୋନା ସଂକ୍ରମଣ ବଢ଼ିଚାଲିଛି। ସଂକ୍ରମଣରୁ ଦୂରେଇ ରହିବା ପାଇଁ ସରକାରଙ୍କ ପକ୍ଷରୁ ମାସ୍କ୍‌ ପିନ୍ଧିବା ବାଧ୍ୟତାମୂଳକ କରାଯାଇଛି। ଏପରିସ୍ଥଳେ ଉତ୍ତରପ୍ରଦେଶରେ ମାସ୍କ୍‌ ନ…

ଚାନ୍ଦବାଲି ଆରଆଇଙ୍କୁ ଗିରଫ କଲା ଭିଜିଲାନ୍ସ ବିଭାଗ

ଭଦ୍ରକ ଅଫିସ/ ଚାନ୍ଦବାଲି,୨୮।୭(ଡି.ଏନ୍‌.ଏ.): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ସଦର ଆରଆଇ ସୁବ୍ରତ ମଳିକଙ୍କୁ ମଙ୍ଗଳବାର ଭଦ୍ରକ ଭିଜିଲାନ୍ସ ବିଭାଗ ଗିରଫ କରିଛି। ଆରଆଇ ସୁବ୍ରତ ପଣସପଡା…

ଚଳିତ ବର୍ଷ ରାମଲଲାଙ୍କୁ ରାକ୍ଷୀ ବାନ୍ଧିବେ ମୁସଲମାନ ମହିଳା

ଅଯୋଧ୍ୟା,୨୮।୭: ଉତ୍ତର ପ୍ରଦେଶର ଅଯୋଧ୍ୟାରେ ରାମ ମନ୍ଦିର ନିର୍ମାଣକୁ ସମର୍ଥନ କରୁଥିବା ମୁସଲମାନ ମହିଳାମାନେ ଏଥର ରାକ୍ଷୀ ତିଆରି କରିଛନ୍ତି। ଏହି ରାକ୍ଷୀକୁ ରାମ ଜନ୍ମଭୂମି ତୀର୍ଥ…