କରୋନା ପ୍ରଥମେ ଯେଭଳି ଘାତକ ଥିଲା ଏବେ ବି ରହିଛି ସେଭଳି: ମୋଦି

ନୂଆଦିଲ୍ଲୀ, ୨୬।୭: ଭାରତରେ କରୋନା ସଂକ୍ରମଣ ଥମିବାର ନାଁ ଧରୁନି। ପ୍ରତିଦିନ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଏନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର…

କମ୍ପାନୀ ସିଇଓ ଆଶା ଦେଖାଇ ୨୦ଲକ୍ଷ ଲୁଟ୍‌

ଭୁବନେଶ୍ୱର,,୨୬।୭(ବ୍ୟୁରୋ): କରୋନା ଓ ଲକ୍‌ଡାଉନ୍‌ ଯୋଗୁ ଲକ୍ଷ ଲକ୍ଷ ଲୋକ ଚାକିରି ହରାଇଛନ୍ତି। ବହୁ ଶିକ୍ଷିତ ଯୁବତୀଯୁବକ ବାହାର ରାଜ୍ୟ ଓ ଦେଶରୁ ଘରକୁ ଫେରି ବେକାର…

ୟୁନିଟ୍‌-୪ ମାର୍କେଟରୁ ପୁଣି ଏକାଧିକ ପଜିଟିଭ୍‌: ମାଛ ମାର୍କେଟ ପାଇଁ ଗୋଦାମ ବନ୍ଦ, ସମସ୍ୟାରେ ଅନ୍ୟ ବ୍ୟବସାୟୀ

ଭୁବନେଶ୍ୱର, ୨୬।୭(ବ୍ୟୁରୋ):କରୋନା ଆକ୍ରାନ୍ତଙ୍କୁ ଚିହ୍ନଟ ପାଇଁ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ପକ୍ଷରୁ ଆଣ୍ଟିଜେନ୍‌ ଟେଷ୍ଟ୍‌ କରାଯାଉଛି। ଶନିବାର ୟୁନିଟ୍‌-୪ ମାର୍କେଟରେ ଏହି ଟେଷ୍ଟ କରାଯାଇଥିଲା। ଏଥିରୁ…

୨୧ ବର୍ଷ ତଳେ ପାକିସ୍ତାନ କରିଥିଲା ଦୁଃସାହସ, ମିଳିଥିଲା କଡ଼ା ଜବାବ: ମୋଦି

ନୂଆଦିଲ୍ଲୀ, ୨୬।୭: ଭାରତୀୟ ସେନା ପକ୍ଷରୁ ୨୧ ବର୍ଷ ତଳେ ପାକିସ୍ତାନକୁ କଡ଼ା ଜବାବ ଦିଆଯାଇଥିଲା। ପାକିସ୍ତାନ ଦୁଃସାହସର ପରିଣତି ଭୋଗ କରିଥିଲା। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି…

ଭଦ୍ରକରେ ଆକ୍ରାନ୍ତଙ୍କ ସଂଖ୍ୟା ୫୨୨ରେ ପହଞ୍ଚିଲା

ଭଦ୍ରକ ଅଫିସ,୨୫ା୭: ଭଦ୍ରକ ଜିଲାରେ ରବିବାର ୧୦ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୫୨୨ରେ ପହଞ୍ଚିଛି। ଆଜି ଚିହ୍ନଟ…

ଆଜି ଆଉ ୧୦ ମୁଣ୍ଡ ନେଲା କରୋନା: ମୋଟ ସଂଖ୍ୟା ୧୪୦କୁ ବୃଦ୍ଧି

ଭୁବନେଶ୍ୱର,୨୬।୭(ବ୍ୟୁରୋ): ରାଜ୍ୟରେ ଆଉ ୧୦ ମୁଣ୍ଡ ନେଲା କରୋନା। ରବିବାର ମଧ୍ୟ ୧୦ କୋଭିଡ ପଜିଟିଭ୍‌ ରୋଗୀଙ୍କ ମୃତ୍ୟୁ ଘଟିଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ…

ତାପସୀ ପନ୍ନୁଙ୍କୁ ରାଷ୍ଟ୍ରପତି ପଦରେ ଦେଖିବାକୁ ଚାହୁଁଛନ୍ତି ଏହି ଅଭିନେତ୍ରୀ…

ମୁମ୍ବାଇ, ୨୬।୭: ବଲିଉଡ୍‌ ଅଭିନେତ୍ରୀ ତାପସୀ ପନ୍ନୁଙ୍କ ପ୍ରଶଂସା କରିଛନ୍ତି ଦବଙ୍ଗ ଗର୍ଲ ସୋନାକ୍ଷୀ ସିହ୍ନା। ଦେଶର ରାଷ୍ଟ୍ରପତି ପଦରେ ତାପସୀଙ୍କୁ ଦେଖିବାକୁ ଚାହୁଁଥିବା ସେ କହିଛନ୍ତି।…

ଅଯୋଧ୍ୟାରେ ଦୁଇଦିନ ଅଖଣ୍ଡ ରାମାୟଣ ପାଠ ସହ ଘରେ ଘରେ ଜଳିବ ଦୀପ

ଅଯୋଧ୍ୟା,୨୬।୭: ଅଯୋଧ୍ୟାରେ ରାମ ମନ୍ଦିର ନିର୍ମାଣ ପାଇଁ ଭୂମିପୂଜା ଲାଗି ସମସ୍ତ ପ୍ରସ୍ତୁତି ଯୋରସୋରରେ ଚାଲିଛି। ସେଠାରେ ଭୂମିପୂଜା ପାଇଁ ଅଗଷ୍ଟ ୪ରେ ସମସ୍ତ ମଠ ମନ୍ଦିରରେ…

CORONAVIRUS UPDATE: ଆଜି ୩୦ ଜିଲାରୁ ଚିହ୍ନଟ ହେଲେ ୧,୩୭୬ ଆକ୍ରାନ୍ତ; ଗଞ୍ଜାମରୁ ସର୍ବାଧିକ

ଭୁବନେଶ୍ୱର,୨୬।୭(ବ୍ୟୁରୋ): ରାଜ୍ୟରେ ହୁ ହୁ ହୋଇ ବଢ଼ୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ରବିବାର ୩୦ ଜିଲାରୁ ରେକର୍ଡ ସଂଖ୍ୟକ ୧୩୭୬ ନୂଆ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥିରୁ…

୮ ଲକ୍ଷ ୮୫ ହଜାରରୁ ଅଧିକ କରୋନା ମୁକ୍ତ

ନୂଆଦିଲ୍ଲୀ, ୨୬।୭: ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାର ନାଁ ଧରୁନି। ରବିବାର ସୁଦ୍ଧା ଦେଶରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୩ ଲକ୍ଷ ୮୫ ହଜାର…