ପ୍ଲାଜ୍‌ମା ଦେବାକୁ ଲୋକେ ଅନାଗ୍ରହୀ

ନୂଆଦିଲ୍ଲୀ,୨୫ା୭(ପି.ଟି.): କରୋନା ଚିକିତ୍ସାରେ ପ୍ଲାଜ୍‌ମା ଥେରାପି ସହାୟକ ହେଉଥିବାବେଳେ ଏଥିପାଇଁ ଦିଲ୍ଲୀ ସମେତ ବିଭିନ୍ନ ରାଜ୍ୟରେ ପ୍ଲାଜ୍‌ମା ବ୍ୟାଙ୍କ ଖୋଲାଯାଇଛି। କରୋନାରୁ ଆରୋଗ୍ୟ ହୋଇଥିବା ଲୋକଙ୍କୁ ପ୍ଲାଜ୍‌ମା…

ମାନିଲେନି କଟକଣା: ପୁରୀରେ ମହାରାଷ୍ଟ୍ରର ଡାକ୍ତର ପରିବାର

ପୁରୀ ଅଫିସ,୨୫ା୭: କରୋନା ସଂକ୍ରମଣ ଏବେ ଦ୍ରୁତଗତିରେ ମାଡୁଛି। ପୁରୀ ଜିଲାରେ ବି ପଜିଟିଭଙ୍କ ସଂଖ୍ୟା ହୁ ହୁ ହୋଇ ବଢୁଛି। ତେଣୁ ସଂକ୍ରମଣକୁ ରୋକିବା ପାଇଁ…

ରଞ୍ଜନ ଗୋଗୋଇ ବହିର୍ବ୍ୟାପାର ଗୃହ କମିଟିକୁ ମନୋନୀତ

ନୂଆଦିଲ୍ଲୀ,୨୫ା୭: ରାଜ୍ୟ ସଭା ସଦସ୍ୟ ଭାରତର ପୂର୍ବତନ ପ୍ରଧାନ ବିଚାରପତି ରଞ୍ଜନ ଗୋଗୋଇଙ୍କୁ ବହିର୍ବ୍ୟାପାର ସଂସଦୀୟ କମିଟିକୁ ମନୋନୀତ କରାଯାଇଛି। ସେହିପରି ପୂର୍ବତନ ପ୍ରଧାନମନ୍ତ୍ରୀ ଦେବେଗୌଡା ରେଲଓ୍ବେ…

ଡିଲରଙ୍କ ଲାଇସେନ୍ସ ଅବଧି ବଢ଼ିଲା

କଟକ ଅଫିସ,୨୫ା୭: ଲାଇସେନ୍ସ ନବୀକରଣ ପ୍ରସଙ୍ଗରେ ରାଜ୍ୟର ପ୍ରାୟ ୨ ହଜାର ୫୯୦ ଜଣ ଡିଲରଙ୍କୁ ହାଇକୋର୍ଟରୁ ଆଶ୍ୱସ୍ତି ମିଳିଛି। ୨୦୨୧ ମାର୍ଚ୍ଚ ୩୧ ପର୍ଯ୍ୟନ୍ତ ସାନି…

୫ ଜଣରେ ଜଣେ ବେରୋଜଗାର

ନୂଆଦିଲ୍ଲୀ,୨୫।୭: ମହାମାରୀ କରୋନା ଭୂତାଣୁ କବଳରେ ଦେଶ ଏବେ ଭୟଙ୍କର ପରିସ୍ଥିତିର ସମ୍ମୁଖୀନ ହୋଇଛି। ମୋଟ ୧୩ ଲକ୍ଷ ଲୋକ ଭୂତାଣୁ ଆକ୍ରାନ୍ତ ହୋଇଥିବା ବେଳେ ୩୦,୬୬୦…

ଅନ୍‌ଲାଇନ୍‌ ପରୀକ୍ଷାରେ ପାସ୍‌ ନ ହେଲେ ବିପିୟୁଟି ଛାତ୍ରୀଛାତ୍ରଙ୍କୁ ଆଉଥରେ ସୁଯୋଗ

ଭୁବନେଶ୍ୱର, ୨୫ା୭(ବ୍ୟୁରୋ): କରୋନା ପାଇଁ ଅନ୍‌ଲାଇନ୍‌ ପରୀକ୍ଷା ହେବ। ଏଥିରେ ବିଫଳ ହେଲେ ଛାତ୍ରୀଛ୍ରାତ୍ରଙ୍କୁ ଦ୍ୱିତୀୟ ସୁଯୋଗ ଦିଆଯିବ ବୋଲି ଶୁକ୍ରବାର ବିପିୟୁଟି ଘୋଷଣା କରିଛି। ଯଦି…

ବଳ ଦେଖାଇଲେ ଗେହଲଟ

ଜୟପୁର,୨୫ା୭: ରାଜସ୍ଥାନରେ କ୍ଷମତା ଯୁଦ୍ଧକୁ ନେଇ ଦୁଇ ସପ୍ତାହ ଧରି ବଢ଼ିଚାଲିଥିବା ଉଷ୍ମତା ଜାତୀୟ ରାଜନୀତିକୁ ସରଗରମ କରିଛି। ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ ଶୁକ୍ରବାର ଜୟପୁରସ୍ଥିତ ରାଜଭବନ…

ଓଡ଼ିଶାରୁ ୧୩,୪୧୩ କୋଟିର ଆୟକର ସଂଗ୍ରହ

ଭୁବନେଶ୍ୱର,୨୫।୭: ଆର୍ଥତ୍କ ବର୍ଷ ୨୦୧୯-୨୦ରେ ଆୟକର ବିଭାଗର ଓଡ଼ିଶା ରିଜିଅନ ୧୩,୪୧୩ କୋଟି ଟଙ୍କାର ଆୟକର ସଂଗ୍ରହ କରିଛି। ବିଭାଗର ସର୍ବୋଚ୍ଚ ନୀତି ନିର୍ଦ୍ଧାରଣକାରୀ ସଂସ୍ଥା କେନ୍ଦ୍ରୀୟ…

ଅଯୋଗ୍ୟ ଫେରାଇବେ କାଳିଆ ଟଙ୍କା

ଭୁବନେଶ୍ୱର,୨୫ା୭(ବ୍ୟୁରୋ): କାଳିଆ ଯୋଜନାରେ ଉପକୃତ ହିତାଧିକାରୀଙ୍କ ମଧ୍ୟରୁ ଅଯୋଗ୍ୟଙ୍କୁ ଖୁବ୍‌ଶୀଘ୍ର ବାଦ୍‌ ଦିଆଯିବ। ଯେଉଁ ଅଯୋଗ୍ୟ ହିତାଧିକାରୀ ଚିହ୍ନଟ ହେବେ ସେମାନଙ୍କୁ ଟଙ୍କା ଫେରସ୍ତ କରିବା ପାଇଁ…

ବ୍ୟାଙ୍କଗୁଡ଼ିକର ଚିନ୍ତା ବଢ଼ାଇବ ଏନ୍‌ପିଏ

ମୁମ୍ବାଇ,୨୫।୭: ଦେଶର ବ୍ୟାଙ୍କିଙ୍ଗ୍‌ ସିଷ୍ଟମ ସୁରକ୍ଷିତ ରହିଛି। ବ୍ୟାଙ୍କଗୁଡିକ ବର୍ତ୍ତମାନ ଅନାଦାୟ ଋଣ(ଏନ୍‌ପିଏ) ସମସ୍ୟା ସହ ଜୁଝୁଛନ୍ତି। ବର୍ତ୍ତମାନ କରୋନା ଯୋଗୁ ଦେଶର ବଜାର ଗଭୀର କ୍ଷତିଗ୍ରସ୍ତ…