ଲକ୍‌ଡାଉନକୁ ବେଖାତିର: କ୍ଷୀର, ପରିବା ବିକ୍ରି ଆଳରେ ଖୋଲୁଛି ଚା’, ଭେରାଇଟ ଷ୍ଟୋର

କଣ୍ଟାପଡା,୨୪।୭(ଡି.ଏନ୍‌.ଏ.): ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଦିନକୁଦିନ ବୃଦ୍ଧି ପାଇବାରେ ଲାଗିଛି। ସେହିପରି କଣ୍ଟାପଡା ବ୍ଲକରେ ଗୁରୁବାର ସୁଦ୍ଧା ସଂକ୍ରମିତଙ୍କ ସଂଖ୍ୟା ୩୬ରେ ପହଞ୍ଚିଛି। ତେବେ ରାଜ୍ୟସରକାର…

ପଞ୍ଜୁରୀ ଭିତରେ ଚଢ଼େଇ ଛୁଆଙ୍କୁ ମାରି ଖାଇଲା ନାଗସାପ: ପରେ ଅବସ୍ଥା ହେଲା ଏମିତି

ଭୁବନେଶ୍ୱର,୨୪ା୭(ବ୍ୟୁରୋ): ବାଙ୍କୀ ରଗଡ଼ି ଗ୍ରାମର ସତ୍ୟ ରଞ୍ଜନ ମହାପାତ୍ରଙ୍କ ଘରେ ଗୁରୁବାର ରାତିରେ ପୋଷା ଚଢ଼େଇମାନଙ୍କ କିଚିରିମିଚିରି ଶବ୍ଦ ଶୁଣି ପଞ୍ଜୁରୀ ଭିତରେ ଏକ ନାଗସାପ ଦେଖିବାକୁ…

ପୋଲସରା ବିଧାୟକଙ୍କୁ କରୋନା

ବ୍ରହ୍ମପୁର ଅଫିସ,୨୪।୭: ରାଜ୍ୟରେ ଆଉ ଜଣେ ବିଧାୟକ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗଞ୍ଜାମ ଜିଲା ପୋଲସରା ବିଧାୟକ ଶ୍ରୀକାନ୍ତ ସାହୁ କରୋନା ସଂକ୍ରମିତ ହୋଇଛନ୍ତି। ଏହାଛଡ଼ା…

ଉତ୍ତରପ୍ରଦେଶ ସ୍ବାସ୍ଥ୍ୟମନ୍ତ୍ରୀ କରୋନାରେ ପୀଡ଼ିତ: ନିଜକୁ କଲେ ହୋମ୍‌ କ୍ୱାରାଣ୍ଟାଇନ୍‌

ଲକ୍ଷ୍ନୌ,୨୪।୭: ଉତ୍ତରପ୍ରଦେଶରେ କରୋନା ସଂକ୍ରମଣ ଦ୍ରୁତଗତିରେ ବ୍ୟାପିବାରେ ଲାଗିଛି। ପ୍ରତିଦିନ ଏଠାରେ ଶହ ଶହ ସଂଖ୍ୟାରେ ଆକ୍ରାନ୍ତ ଚିହ୍ନଟ ହେଉଥିବା ବେଳେ ମୃତ୍ୟୁ ସଂଖ୍ୟା ମଧ୍ୟ ବୃଦ୍ଧି…

ସେପ୍ଟେମ୍ବର ୧୯ରୁ ଆଇପିଏଲ୍‌: ନଭେମ୍ବର ୮’ ରେ ଫାଇନାଲ

ନୂଆଦିଲ୍ଳୀ,୨୪।୭(ପି.ଟି.): ହାଇପ୍ରୋଫାଇଲ ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ୧୩ତମ ସଂସ୍କରଣ ଆହେୟାଜନ ହେବା ସ୍ପଷ୍ଟ ହୋଇଛି। ୟୁନାଇଟେଡ ଆରମ୍ଭ ଏମିରାଟ୍ସ (ୟୁଏଇ)ରେ ସେପ୍ଟେମ୍ବର ୧୯ ତାରିଖରୁ ଆଇପିଏଲ୍‌…

ଡରାଇଲାଣି ଭଦ୍ରକ, ସଙ୍ଗରୋଧ ଅପେକ୍ଷା ସ୍ଥାନୀୟ ସଂକ୍ରମିତ ବେଶି

ଭଦ୍ରକ ଅଫିସ,୨୪।୭: ଭଦ୍ରକ ଜିଲାରେ ଶୁକ୍ରବାର ୬୦ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪୮୪ରେ ପହଞ୍ଚିଛି। ତେବେ…

କରୋନା ଆକ୍ରାନ୍ତ ଚିହ୍ନଟ ପରେ ମଲ୍ଲିକପଡି ଗ୍ରାମ କଣ୍ଟେନମେଣ୍ଟ ଜୋନ

ଜି ଉଦୟଗିରି, ୨୪।୭(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଜି ଉଦୟଗିରି ବ୍ଲକ ମଲ୍ଲିକପଡ଼ି ପଞ୍ଚାୟତ ଅଞ୍ଚଳରୁ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହେବାପରେ ଉକ୍ତ ପଞ୍ଚାୟତର ମଲ୍ଲିକପଡ଼ି, ବିଲୁପଙ୍ଗା,…

ବରଗଡ଼ରେ ଆଉ ୮ କରୋନା ପଜିଟିଭ୍‌, ଆକ୍ରାନ୍ତଙ୍କ ସଂଖ୍ୟା ୩୩୨ରେ ପହଞ୍ଚିଲା

ବରଗଡ଼ ଅଫିସ,୨୪ା୭: ବରଗଡ଼ ଜିଲାରେ ଶୁକ୍ରବାର ପୁଣି ୮ ନୂଆ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୩୩୨ରେ ପହଞ୍ଚିଛି। ସେମାନଙ୍କ…

ଏହି ୪ ଜିନିଷ କରିଥାଏ ସମ୍ପର୍କକୁ ସୁଦୃଢ଼, ଜୀବନସାଥୀଙ୍କଠାରୁ ମିଳେ ଭରପୂର ପ୍ରେମ

ସମ୍ପର୍କକୁ ମଜବୁତ କରିବା ପାଇଁ ଦମ୍ପତିଙ୍କୁ ଛୋଟ ଛୋଟ ଜିନିଷରେ ଧ୍ୟାନ ଦେବାକୁ ପଡିଥାଏ। ଯଦି ଏସବୁକୁ ଅଣଦେଖା କରାଯାଏ, ତେବେ ସମ୍ପର୍କର ଦୂରତା ବଢ଼ିବା ଆରମ୍ଭ…

ଏହି ସହରରେ ପୁଣି ଥରେ ବ୍ୟାପିଲା କରୋନା ସଂକ୍ରମଣ: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ସମଗ୍ର ବିଶ୍ୱ କରୋନା ବିରୋଧରେ ଯୁଦ୍ଧ କରୁଛି। ଦିନକୁ ଦିନ ଅବସ୍ଥା ଅଧିକ ଜଟିଳ ହେବାରେ ଲାଗିଛି। କରୋନା ସଂକ୍ରମିତଙ୍କ ସହ ମୃତ୍ୟୁ ସଂଖ୍ୟା ମଧ୍ୟ ଦ୍ରୁତ…