ପଶ୍ଚିମ ନମସ୍କାର ଆସନ

ବ୍ୟାକ ପେନ୍‌ ସମସ୍ୟାରୁ ମୁକ୍ତି ପାଇଁ ଏକ୍ସରସାଇଜ୍‌ କରିବା ନିହାତି ଆବଶ୍ୟକ। ତେବେ ଏକ୍ସରସାଇଜ୍‌ କରିବା ପାଇଁ ଯଦି ସମୟ ନାହିଁ ତା’ହେଲେ ପଶ୍ଚିମ ନମସ୍କାର ନିଶ୍ଚିତ…

ଉଡନ୍ତା କାର୍‌ କିଣିବାକୁ ଚାହୁଁଛନ୍ତି ଏହି କ୍ରିକେଟ୍‌ର

କରୋନା ଭାଇରସ କାରଣରୁ କୌଣସି କ୍ରିକେଟ ସିରିଜ୍‌ ଅନୁଷ୍ଠିତ ହୋଇପାରୁନାହିଁ। ଏହି କାରଣରୁ ଅଧିକାଂଶ କ୍ରିକେଟ ଖେଳାଳି ସୋସିଆଲ ମିଡିଆରେ ସକ୍ରିୟ ରହୁଛନ୍ତି। ଏହି ମହାମାରୀ ହେତୁ…

ବ୍ୟୁଟି ମାସ୍କ

ବ୍ୟୁଟି ଟ୍ରିଟ୍‌ମେଣ୍ଟ ବି ହେବ ଆଉ ସୋସିଆଲ ଡିଷ୍ଟାନ୍ସକୁ ପାଳନ କରିହେବ। ସେଥିପାଇଁ ତିଆରି କରାଯାଇଛି ଏକ ସ୍ବତନ୍ତ୍ର ପ୍ରକାରର ମାସ୍କ। ଗ୍ରହକମାନଙ୍କ ପାଇଁ ଏଭଳି ଏକ…

୧୫ ଦିନ ମଧ୍ୟରେ ଘରକୁ ଫେରିବେ ସମସ୍ତ ପ୍ରବାସୀ ଶ୍ରମିକ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୯।୬: ଲକ୍‌ଡାଉନ ଯୋଗୁ ବାହାର ରାଜ୍ୟରେ ଫସି ରହିଥିବା ସମସ୍ତ ପ୍ରବାସୀ ଶ୍ରମିକଙ୍କୁ ୧୫ ଦିନ ମଧ୍ୟରେ ସେମାନଙ୍କ ନିଜ ନିଜ ରାଜ୍ୟରେ ପହଞ୍ଚାଇବାକୁ ନିର୍ଦ୍ଦେଶ ଦେଇଛନ୍ତି…

ଟ୍ରକ୍‌ ଧକ୍କାରେ ମହିଳା ମୃତ: ଉତ୍ତ୍ୟକ୍ତ ଲୋକଙ୍କ ରାସ୍ତା ଅବରୋଧ

ତିର୍ତ୍ତୋଲ, ୯।୬(ଡି.ଏନ୍‌.ଏ.): ଜଗତସିଂହପୁର ଜିଲା ତିର୍ତ୍ତୋଲ ଥାନା ଅନ୍ତର୍ଗତ ମଣିଜଙ୍ଗା-ଏରସମା ରାସ୍ତାର କୋତପୁର ନିକଟରେ ସଡ଼କ ଦୁର୍ଘଟଣାରେ ମଙ୍ଗଳବାର ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ସେ ହେଲେ…

ପୂର୍ବତନ କେନ୍ଦ୍ରମନ୍ତ୍ରୀ ଅର୍ଜୁନ ସେଠୀଙ୍କ ପରଲୋକ: ଗଭୀର ଦୁଃଖ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୯।୬(ବ୍ୟୁରୋ): ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ଭାଜପାର ବରିଷ୍ଠ ନେତା ଅର୍ଜୁନ ଚରଣ ସେଠୀଙ୍କର ସୋମବାର ପରଲୋକ ଘଟିଛି। ତାଙ୍କ ମୃତ୍ୟୁରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଦୁଃଖ…

ସାହାରପଡ଼ା ବ୍ଲକର ଦ୍ୱିତୀୟ କରୋନା ପଜିଟିଭ ଚିହ୍ନଟ

ପାଟଣା,୯।୬(ସ୍ବ.ପ୍ର.): କେନ୍ଦୁଝର ଜିଲା ସାହାରପଡ଼ା ବ୍ଲକ ସିଲିପଦା ପଞ୍ଚାୟତର ଜଣେ ୫୫ ବର୍ଷୀୟ ବ୍ୟକ୍ତି କରୋନା ଆକ୍ରାନ୍ତ ହୋଇଛନ୍ତି। ଏ ନେଇ ମଙ୍ଗଳବାର ରାଜ୍ୟ ସୂଚନା ଓ…

ଥରିଲା ଜମ୍ମୁ-କଶ୍ମୀର

ଶ୍ରୀନଗର,୯।୬: ଜମ୍ମୁ-କଶ୍ମୀରରେ ମଙ୍ଗଳବାର ପୂର୍ବାହ୍ନ ୮ଟା ୧୬ରେ ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୩.୯ ଥିଲା ବୋଲି ଜମ୍ମୁ-କଶ୍ମୀର ବିପର୍ଯ୍ୟୟ ପରିଚାଳନା ବିଭାଗ…

ଦେଶରେ ୨୪ ଘଣ୍ଟାରେ ୧୦ ହଜାର ଛୁଇଁବାକୁ ଯାଉଛି କରୋନା ସଂକ୍ରମିତଙ୍କ ସଂଖ୍ୟା

ନୂଆଦିଲ୍ଲୀ,୯।୬: ଦେଶରେ ବେଳକୁ ବେଳ ବଢି ଚାଲିଛି କରୋନା ସଂକ୍ରମିତଙ୍କ ସଂଖ୍ୟା। ମଙ୍ଗଳବାର ଗୋଟିଏ ଦିନରେ ରେକର୍ଡ ସଂଖ୍ୟକ କରୋନା ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଛି। ତେବେ ଗତ…

ରାଜ୍ୟରେ ୧୨ ଅଗ୍ନିଶମ କର୍ମଚାରୀ କରୋନା ଆକ୍ରାନ୍ତ

କଟକ ଅଫିସ,୯।୬: ପଶ୍ଚିମବଙ୍ଗରେ ବାତ୍ୟା ‘ଅମ୍ଫାନ’ ପରବର୍ତ୍ତୀ ଉଦ୍ଧାର କାର୍ଯ୍ୟରେ ନିୟୋଜିତ ହୋଇ ଫେରିଥିବା ଅଗ୍ନିଶମ କର୍ମଚାରୀଙ୍କ ମଧ୍ୟରୁ ୧୨ ଜଣ କରୋନା ଆକ୍ରାନ୍ତ ହୋଇଛନ୍ତି। ଏ…