୨ ମିନିଟ୍‌ ୧୧ ସେକେଣ୍ଡ ହେବ ରାଜ୍ୟ ସଙ୍ଗୀତ

ଭୁବନେଶ୍ୱର,୮ା୬(ବ୍ୟୁରୋ)- ‘ବନ୍ଦେ ଉତ୍କଳ ଜନନୀ’ ଗାନ କରିବାକୁ ସ୍ବତନ୍ତ୍ର ଗାଇଡ୍‌ଲାଇନ ପ୍ରସ୍ତୁତ କରିବେ ରାଜ୍ୟ ସରକାର। ରାଜ୍ୟ ସଙ୍ଗୀତକୁ ନେଇ ରହିଥିବା ନୀତି ନିୟମକୁ ଅନୁକରଣ କରାଯାଇ…

ମଙ୍ଗଳବାରଠୁ ଆଉ ୨ ରୁଟ୍‌ରେ ଗଡ଼ିବ ମୋ’ ବସ୍‌

ଭୁବନେଶ୍ୱର,୮ା୬(ବ୍ୟୁରୋ)-ଜନସାଧାରଣଙ୍କ ସୁବିଧାକୁ ପ୍ରାଥମିକତା ଦେଇ କ୍ୟାପିଟାଲ ରିଜିଅନ୍‌ ଅର୍ବାନ୍‌ ଟ୍ରାନ୍ସପୋର୍ଟ (କ୍ରୁଟ) ପକ୍ଷରୁ ଆଉ ୨ଟି ରୁଟ୍‌ରେ ମୋ’ବସ୍‌ ଚଳାଚଳ କରାଯିବ। ଆସନ୍ତାକାଲି ଅର୍ଥାତ୍‌ ମଙ୍ଗଳବାରଠାରୁ ପୁଣିଥରେ…

ମହିଳା ସଂଘ ପକ୍ଷରୁ ସରପଞ୍ଚଙ୍କୁ ‘ସଂଗ୍ରାମୀ ସମ୍ମାନ’

ଖଇରା, ୮।୬(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକ ଅଧୀନ ଖଇରା ପଞ୍ଚାୟତର ସରପଞ୍ଚଙ୍କ ଉତ୍ସର୍ଗୀକୃତ ସେବା ପାଇଁ ଖଇରା ପଞ୍ଚାୟତସ୍ତରୀୟ ମହାସଂଘ ସଞ୍ଚୟିକା ତରଫରୁ ସୋମବାର ଅପରାହ୍ନରେ ଖଇରା…

ନଦୀରେ ବୁଡି ଗଲେ ଯବାନ: ୫ କି.ମି. ଦୂରରୁ ଉଦ୍ଧାର ହେଲା ମୃତଦେହ

ରତ୍ନଗିରି,୮।୬(ଡି.ଏନ.ଏ.)- ଯାଜପୁର ଜିଲା ବଡଚଣା ବ୍ଲକ ବାଲିକୁଦା ବଜାର ନିକଟସ୍ଥ କେଲୁଅ ନଦୀରେ ବୁଡି ଜଣେ ଯବାନଙ୍କ ମୃତ୍ୟୁ ହୋଇଛି। ମୃତକ ହେଲେ ବରୀ ବ୍ଲକ ଧାରପୁର…

ସମ୍ବଲପୁର ଷ୍ଟେଶନରୁ ଚାଲିଲା ସ୍ବତନ୍ତ୍ର ଟ୍ରେନ

ସମ୍ବଲପୁର,୮ା୬(ବ୍ୟୁରୋ): ମହାମାରୀ କରୋନା ଯୋଗୁ ସମ୍ବଲପୁର ଷ୍ଟେଶନରୁ ବନ୍ଦ ପଡିଥିବା ରେଳ ଚଳାଚଳ ଆରମ୍ଭ ହୋଇଛି। ସୋମବାର ସମ୍ବଲପୁର-ପୁରୀ ଇଣ୍ଟରସିଟି ଯାହା ପରିବର୍ତ୍ତନ ହୋଇ ଖୋର୍ଦ୍ଧା ପର୍ଯ୍ୟନ୍ତ…

ତଲାବିରା ଖଣି ବିବାଦ: ସମାଧାନ ପାଇଁ ତ୍ରିପାକ୍ଷିକ ବୈଠକ

ସମ୍ବଲପୁର,୮ା୬(ବ୍ୟୁରୋ): ସମ୍ବଲପୁର ରେଙ୍ଗାଲି ତଲାବିରା କୋଇଲାଖଣି ୧ ଓ ୨ରେ ଲାଗି ରହିଥିବା ବିବାଦର ସମାଧାନର ବାଟ ଫିଟୁନାହିଁ । କମ୍ପାନୀ କୋଇଲା ଉତ୍ତୋଳନ କାମ ଆରମ୍ଭ…

କରୋନା ମୁକାବିଲାରେ ପ୍ରଶାସନ ବିଫଳ: କଂଗ୍ରେସ

ବାସୁଦେବପୁର,୮ା୬(ଡି.ଏନ୍‌.ଏ.)- ବାସୁଦେବପୁର ନଗର କଂଗ୍ରେସ ପକ୍ଷରୁ ଉଚ୍ଚଡିହା ଗ୍ରାମଠାରେ ଏକ ଖବରଦାତା ସମ୍ମିଳନୀ ସୋମବାର ଅନୁଷ୍ଠିତ ହୋଇଛି। କରୋନା ମୁକାବିଲା କ୍ଷେତ୍ରରେ ପ୍ରଶାସନ ପୂର୍ଣ୍ଣମାତ୍ରାରେ ବିଫଳ ହୋଇଥିବା…

ବୃକ୍ଷରୋପଣକୁ ନେଇ ଅସନ୍ତୋଷ : ଉପଜିଲାପାଳଙ୍କ ଦ୍ୱାରସ୍ଥ ହେଲେ ୱାର୍ଡବାସୀ

ଚମ୍ପୁଆ, ୮ା୬(ଡି.ଏନ.ଏ)-ୱାର୍ଡର ଜବକାର୍ଡଧାରୀମାନେ କାମ ପାଉ ନ ଥିବା ବେଳେ ଅନ୍ୟ ୱାର୍ଡର ଶ୍ରମିକଙ୍କୁ କାମରେ ନିୟୋଜନକୁ ନେଇ ଚମ୍ପୁଆ ଏନଏସିର ୨ନଂ ୱାର୍ଡବାସୀମାନେ ଉପଜିଲାପାଳଙ୍କ ଦ୍ୱାରସ୍ଥ…

ବାର୍‌ ଉପରେ ପୋଲିସ୍‌ର ଚଢ଼ାଉ, ମାଲିକ ଗିରଫ

ବାଲେଶ୍ୱର ଅଫିସ/ଜଳେଶ୍ୱର, ୮।୬(ସ୍ବ.ପ୍ର.)-ବାଲେଶ୍ୱର ଜିଲା ଜଳେଶ୍ୱର ସହରରେ ଥିବା ଶାନ୍ତି ବାର୍‌ ଉପରେ ସୋମବାର ପୋଲିସ୍‌ ଅଚାନକ ଚଢ଼ାଉ କରିଥିଲା। ବେଆଇନ ଭାବେ ଖୋଲା ମଦ ବିକ୍ରି…

ଆସନ୍ତାବର୍ଷ ପାଠ୍ୟକ୍ରମରେ ସ୍ଥାନ ପାଇବ ରାଜ୍ୟ ସଙ୍ଗୀତ

ଭୁବନେଶ୍ୱର, ୮।୬(ବ୍ୟୁରୋ)- ‘ବନ୍ଦେ ଉତ୍କଳ ଜନନୀ’କୁ ରାଜ୍ୟ ସଙ୍ଗୀତ ମାନ୍ୟତା ମିଳିଛି। ଆସନ୍ତା ଶିକ୍ଷାବର୍ଷଠାରୁ ପାଠ୍ୟକ୍ରମରେ ଏହା ସ୍ଥାନ ପାଇବ। ଏ ବର୍ଷ ବହି ବଣ୍ଟନ ସରିଛି।…