ବିଶ୍ୱ ଚେସ୍‌ ଦିବସରେ ପ୍ରତ୍ୟୁଷ ଚାମ୍ପିୟନ

ଭୁବନେଶ୍ୱର, ୨୧।୭(କ୍ରୀଡ଼ା ପ୍ରତିନିଧି)- ବିଶ୍ୱ ଚେସ୍‌ ଦିବସ ଅବସରରେ ସୋମବାର ଆୟୋଜିତ ଅନ୍‌ଲାଇନ୍‌ ଚେସ୍‌ ଚାମ୍ପିୟନଶିପ୍‌ରେ ପ୍ରତ୍ୟୁଷ ମହାପାତ୍ର ଚାମ୍ପିୟନ ହୋଇଛନ୍ତି। ଏସଆର ଚେସ୍‌ ସେଣ୍ଟର ଆନୁକୂଲ୍ୟରେ…

୨ ସେବାୟତଙ୍କୁ କରୋନା

ପୁରୀ ଅଫିସ,୨୦ା୭:ରଥଯାତ୍ରା ପରେ କରୋନା ସଂକ୍ରମଣ ସ୍ଥିତି ଜାଣିବା ପାଇଁ ସେବାୟତମାନଙ୍କର ତୃତୀୟ ପର୍ଯ୍ୟାୟ କୋଭିଡ୍‌ ଟେଷ୍ଟ କରାଯାଇଥିଲା। ମୋଟ ୨,୬୩୬ ସେବାୟତଙ୍କ ସ୍ବାବ୍‌ ସଂଗ୍ରହ ହୋଇଥିଲା।…

ଖାନ୍‌ନଗର: ବାପା-ପୁଅ ପଜିଟିଭ

କଟକ ଅଫିସ,୨୦ା୭-ଖାନ୍‌ନଗର ସାହିରେ ୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଠାରେ ଏହା ପ୍ରଥମ ଘଟଣା। ଉଭୟ ଆକ୍ରାନ୍ତ ବାପା-ପୁଅ। ଆକ୍ରାନ୍ତ ବାପା ହେଉଛନ୍ତି ସ୍ଥାନୀୟ ଅଞ୍ଚଳର…

ସ୍ମରଣୀୟ ହୋଇ ରହିବେ ବିଜୟ: ରାଜ୍ୟପାଳ

ଭୁବନେଶ୍ୱର,୨୦ା୭(ବ୍ୟୁରୋ)-ପ୍ରସିଦ୍ଧ ଓଡ଼ିଆ ଚଳଚ୍ଚିତ୍ର ଅଭିନେତା ବିଜୟ ମହାନ୍ତିଙ୍କ ପରଲୋକରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଗଭୀର ଶୋକ ପ୍ରକାଶ କରିଛନ୍ତି। ଓଡିଆ ଅଭିନୟ ଜଗତକୁ ବିଜୟଙ୍କ ଅବଦାନ…

୧୨ ପଇସା ବଢ଼ିଲା ଡିଜେଲ

ଭୁବନେଶ୍ୱର,୨୦।୭: କରୋନା ମହାମାରୀ ସମୟରେ ତେଲ ଦର ବୃଦ୍ଧି ଲୋକଙ୍କୁ ଅତିଷ୍ଠ କରିଛି। ପେଟ୍ରୋଲ ଦର ଗତ କିଛିଦିନ ଧରି ବୃଦ୍ଧି ହୋଇ ନ ଥିବା ବେଳେ…

ଆମାଜନ ଗ୍ଲୋବାଲରେ ଏମ୍‌ଏସ୍‌ଏମ୍‌ଇଙ୍କ ୨ ବିଲିୟନ ଡଲାର ରପ୍ତାନି

ନୂଆଦିଲ୍ଲୀ,୨୦।୭: ପ୍ରମୁଖ ଇ-କମର୍ସ କମ୍ପାନୀର ବିଶ୍ୱ ବଜାର ବିକ୍ରି କାର୍ଯ୍ୟକ୍ରମ ଆମାଜନ ଗ୍ଲୋବାଲରେ ଦେଶର ଏମ୍‌ଏସ୍‌ଏମ୍‌ଇଗୁଡିକ ୨ ବିଲିୟନ ଡଲାର ସାମଗ୍ରୀ ରପ୍ତାନି କରିବାକୁ ସକ୍ଷମ ହୋଇଛନ୍ତି।…

ଏଜିଆର୍‌ ଦେୟ ଉପରେ ସୁପ୍ରିମକୋର୍ଟଙ୍କ ରାୟ ସଂରକ୍ଷିତ

ନୂଆଦିଲ୍ଲୀ,୨୦।୭: ଟେଲିକମ୍‌ କମ୍ପାନୀଙ୍କ ଆଡଜଷ୍ଟେଡ୍‌ ଗ୍ରସ୍‌ ରେଭିନ୍ୟୁ (ଏଜିଆର୍‌) ଦେୟ ପ୍ରଦାନ ମାମଲା ଉପରେ ଚୂଡ଼ାନ୍ତ ଶୁଣାଣି କରିବା ସହ ସୁପ୍ରିମକୋର୍ଟ ରାୟକୁ ସଂରକ୍ଷିତ କରିଛନ୍ତି। ଟେଲିକମ୍‌…

କଳାର ଯାଦୁରେ ବାନ୍ଧି ରଖିପାରୁଥିଲେ ବିଜୟ: ଧର୍ମେନ୍ଦ୍ର

ଭୁବନେଶ୍ୱର,୨୦ା୭(ବ୍ୟୁରୋ)-ପ୍ରସିଦ୍ଧ ଓଡ଼ିଆ ଚଳଚ୍ଚିତ୍ର ଅଭିନେତା ବିଜୟ ମହାନ୍ତିଙ୍କ ପରଲୋକରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଗଭୀର ଶୋକ ପ୍ରକାଶ କରିଛନ୍ତି। ତାଙ୍କ ମୃତ୍ୟୁରେ ଓଡିଶା ସିନେ ଜଗତରେ ଏକ…

୧୦% କର୍ମଚାରୀଙ୍କୁ ଛଟେଇ କରିବ ଇଣ୍ଡିଗୋ

ନୂଆଦିଲ୍ଲୀ,୨୦।୭: କରୋନା ମହାମାରୀ ପ୍ରଭାବ ଦେଶର ବିମାନ ଚଳାଚଳ କ୍ଷେତ୍ରକୁ କ୍ଷତିଗ୍ରସ୍ତ କରିଛି। ବର୍ତ୍ତମାନ କଟକଣା ସହ ଘରୋଇ ବଜାରରେ ବିମାନ ସେବା ଉପଲବ୍ଧ ହେଉଥିବା ବେଳେ…

ଚଳିତ ବର୍ଷ ଦିଆଯିବନି ବାଲନ ଡି’ଅର ପୁରସ୍କାର

ପ୍ୟାରିସ, ୨୦ା୭ (ଏପି)- କରୋନାଭାଇରସ୍‌ ମହାମାରୀ ଯୋଗୁ ଚଳିତ ବର୍ଷର ଫୁଟ୍‌ବଲ ସିଜନ ପ୍ରଭାବିତ ହୋଇଛି। ତେଣୁ ଏଥର ସମ୍ମାନଜନ ବାଲା ଡି’ଅର୍‌ ପୁରସ୍କାର ଦିଆଯିବ ନାହିଁ।…