ଫିଗୁରେଡୋଙ୍କୁ ଫ୍ଲାଇଓ୍ବେଟ ଟାଇଟଲ

ଆବୁଧାବି, ୧୯।୭(ଏପି)- ବ୍ରାଜିଲର ଡେଭିସନ ଫିଗୁରେଡୋ ଅଲ୍‌ଟିମେଟ ଫାଇଟିଂ ଚାମ୍ପିୟନଶିପ୍‌(ୟୁଏଫସି) ଫ୍ଲାଇଓ୍ବେଟ ଟାଇଟଲ ହାସଲ କରିଛନ୍ତି। ରବିବାର ଅନୁଷ୍ଠିତ ଲଢ଼େଇର ପ୍ରଥମ ରାଉଣ୍ଡ ଶେଷ ହେବାକୁ ୧୨…

ସରକାରୀ ଅଫିସକୁ ମନା, ଏଥର ଇ-ଅଭିଯୋଗ ବ୍ୟବସ୍ଥା

ଭୁବନେଶ୍ୱର,୨୦ା୭(ବ୍ୟୁରୋ): କରୋନା ଫଳରେ ସବୁକିଛି ଏପଟ ସେପଟ ହୋଇସାରିଛି। ବର୍ତ୍ତମାନ ସମୟରେ ସରକାରୀ କାର୍ଯ୍ୟାଳୟଗୁଡିକରେ କର୍ମଚାରୀଙ୍କ ସମ୍ପୂର୍ଣ୍ଣ ଉପସ୍ଥିତି ମଧ୍ୟ ରହୁନାହିଁ। ଅଧାରୁ କମ୍‌ କର୍ମଚାରୀଙ୍କୁ ନେଇ…

ଆଜି ଚିତାଲାଗି ଅମାବାସ୍ୟା

ପୁରୀ ଅଫିସ, ୨୦ା୭: ସୋମବାର ଚିତାଲାଗି ଅମାବାସ୍ୟା। ଏହି ପବିତ୍ର ତିଥିରେ ଶ୍ରୀମନ୍ଦିରରେ ତିନିଠାକୁରଙ୍କ ଚିତାଲାଗି ନୀତି ସମ୍ପନ୍ନ ହେବ। ଦାରୁ ବିଗ୍ରହଙ୍କୁ ଦଇତାପତି ସେବକମାନେ ରତ୍ନଚିତା…

କନ୍ଧମାଳରେ ମାଛଚାଷ ଚାହିଦାଠାରୁ କମ୍‌

ଫୁଲବାଣୀ ଅଫିସ, ୨୦ା୭- ରାଜ୍ୟ ସରକାର ମତ୍ସ୍ୟଜୀବୀମାନଙ୍କୁ ମାଛଚାଷ ଲାଗି ପ୍ରୋତ୍ସାହନ ଦେଉଛନ୍ତି। ଏବେ ମହିଳା ସ୍ବୟଂ ସହାୟିକା ଗୋଷ୍ଠୀ ଯେଭଳି ମାଛ ଚାଷ କରି ଲାଭବାନ୍‌…

ଭିତରକନିକାକୁ ବିପଦ ଜଳଯୋଗାଣ ପ୍ରକଳ୍ପ

ଯାଜପୁର ଅଫିସ,୨୦।୭: ଯାଜପୁର ଓ କେନ୍ଦ୍ରାପଡା ଜିଲା ଦେଇ ପ୍ରବାହିତ ଖରସ୍ରୋତା ନଦୀ ପାଣିରେ ଭଦ୍ରକ ଜିଲାର ୯୧ଟି ଲବଣାକ୍ତ ପ୍ରଭାବିତ ପଞ୍ଚାୟତବାସୀଙ୍କ ପାଇଁ ଏକ ମେଗା…

ଲେମନଗ୍ରାସ୍‌ ଚାଷ ଦିଗହରା

ବାରିପଦା ଅଫିସ,୨୦ା୭-ମୟୂରଭଞ୍ଜ ଜିଲା ବାରିପଦା ଉଦ୍ୟାନ ବିଭାଗର ଅବହେଳା ଯୋଗୁ ଜିଲାର ବିଭିନ୍ନ ସ୍ଥାନରେ ମହାତ୍ମାଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମନିଯୁକ୍ତି ଯୋଜନା ମାଧ୍ୟମରେ ହୋଇଥିବା ଲେମନ୍‌ଗ୍ରାସ୍‌…

ଅନ୍‌ଲାଇନ୍‌ ଚାଟଶାଳୀ

ଭଦ୍ରକ ଅଫିସ, ୨୦।୭-ଭଦ୍ରକ ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ସ୍କୁଲ, କଲେଜ, ଆଶ୍ରମ ସ୍କୁଲ ଏଭଳିକି ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ରହିଛି। ଫଳରେ ଛାତ୍ରୀଛାତ୍ରମାନେ…

୪୮ ଘଣ୍ଟା ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର, ୨୦।୭(ବ୍ୟୁରୋ): ରାଜ୍ୟର ବିଭିନ୍ନ ଜିଲାରେ ଆସନ୍ତା ୪୮ଘଣ୍ଟା ପ୍ରବଳ ବର୍ଷା ହେବ। ସୋମବାର ଆଭ୍ୟନ୍ତରୀଣ ଓଡ଼ିଶା ସମେତ ଉପକୂଳ ଓଡ଼ିଶାର କିଛି ସ୍ଥାନରେ ସ୍ବଳ୍ପ ପରିମାଣର…

ହରିକ୍ରିଷ୍ଣା ଜିତିଲେ ଚେସ୍‌ ଇଭେଣ୍ଟ

ଚେନ୍ନାଇ, ୨୦ା୭ (ପି.ଟି.)- ଭାରତର ଗ୍ରାଣ୍ଡମାଷ୍ଟର ପି. ହରିକ୍ରିଷ୍ଣା ଆକ୍ସେଣ୍ଟସ ଚେସ୍‌ ୯୬୦ ଟୁର୍ନାମେଣ୍ଟ ଜିତିଛନ୍ତି। ୫୩ତମ ବିଲ୍‌ ଚେସ୍‌ ଫେଷ୍ଟିଭାଲ୍‌ ୨୦୨୦ର ଏହା ହେଉଛି ଏକ…

ବଢ଼ିଛି ସଂକ୍ରମଣ, କମିଛି ଅପରାଧ ପରିସଂଖ୍ୟାନ

ଭଦ୍ରକ ଅଫିସ,୨୦।୭- ଭଦ୍ରକ ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବଢ଼ିବାରେ ଲାଗିଛି। ଇତି ମଧ୍ୟରେ ୩୨୩ ଛୁଇଁଛି ଆକ୍ରାନ୍ତଙ୍କ ସଂଖ୍ୟା। ସ୍ଥାନୀୟ ସଂକ୍ରମଣ ସଂଖ୍ୟା…