୧୦୦୦ଲିଟର  କ୍ଷୀରରେ ସ୍ନାନ କଲେ ଗୁଡ଼ ବଳଦେବଜୀଉ

ସୋର, ୬।୬(ଡି.ଏନ.ଏ.)-ବାଲେଶ୍ୱର ଜିଲା ସୋର ବ୍ଲକ ଗୁଡ଼ ଗ୍ରାମରେ ପ୍ରସିଦ୍ଧ ଗୁଡ଼ ବଳଦେବଜୀଉଙ୍କ ସ୍ନାନ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ମହାମାରୀ କରୋନା ଲାଗି ସାମାଜିକ ଦୂରତ୍ୱକୁ ରକ୍ଷା…

କୋଭିଡ୍‌- ୧୯ ପର୍ଯ୍ୟବେକ୍ଷକଙ୍କ ମୟୂରଭଞ୍ଜ ଗସ୍ତ

ବାରିପଦା ଅଫିସ,୬।୬- କୋଭିଡ୍‌-୧୯ର ରାଜ୍ୟ ପର୍ଯ୍ୟବେକ୍ଷକ ତଥା ଜଳସମ୍ପଦ ସଚିବ ସୁରେନ୍ଦ୍ର କୁମାର ଶୁକ୍ରବାର ମୟୂରଭଞ୍ଜ ଜିଲା ଗସ୍ତ କରିଥିଲେ। ସେ ଜିଲାର ବେତନଟୀ ଓ ବଡ଼ସାହି…

ଓଡିଶୀ ନୃତ୍ୟରେ ପାରଙ୍ଗମ ଏହି କ୍ରିକେଟର୍‌ଙ୍କ ଝିଅ

ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ସୌରଭ ଗାଙ୍ଗୁଲୀଙ୍କ ଝିଅ ସାନା ବେଳେବେଳେ ଚର୍ଚ୍ଚାରେ ଥାନ୍ତି। କେତେବେଳେ ପିତାଙ୍କ ଟ୍ରୋଲ୍‌ କରି ତ ଆଉ କେତେବେଳେ ଗମ୍ଭୀର…

୨ ଘଣ୍ଟା ବିଳମ୍ବରେ ହେଲା ଅବକାଶ ନୀତି

ବାରିପଦା ଅଫିସ,୫।୬- ଦ୍ୱିତୀୟ ଶ୍ରୀକ୍ଷେତ୍ର ଭାବେ ପରିଚିତ ମୟୂରଭଞ୍ଜ ଜିଲା ବାରିପଦାସ୍ଥିତ ଶ୍ରୀଶ୍ରୀ ହରିବଳଦେବ ଜୀଉ ମହାପ୍ରଭୁଙ୍କ ମନ୍ଦିରରେ ଶୁକ୍ରବାର ପବିତ୍ର ଦେବସ୍ନାନ ପୂର୍ଣ୍ଣିମା ନୀତିକାନ୍ତି ପାଳିତ…

ଚମ୍ପୁଆରେ ମହାପ୍ରଭୁଙ୍କ ଦେବସ୍ନାନ

ଚମ୍ପୁଆ, ୫ା୬(ଡି.ଏନ.ଏ.)-କେନ୍ଦୁଝର ଜିଲା ଚମ୍ପୁଆ ଜଗନ୍ନାଥ ମନ୍ଦିର ପ୍ରାଙ୍ଗଣରେ ଶ୍ରୀଜୀଉଙ୍କ ଦେବସ୍ନାନ ପୂର୍ଣ୍ଣିମା ଅନୁଷ୍ଠିତ ହୋଇଯାଇଛି। ଉପଜିଲାପାଳ ତଥା ଚମ୍ପୁଆ ପ୍ରଶାସନ ମୁଖ୍ୟ ପ୍ରତାପ ପ୍ରତିମୟଙ୍କ ଉପସ୍ଥିତିରେ…

ଆଜିର ଫଟୋ (ଜୁନ୍ ୫, ୨୦୨୦)

ରାଜମହଲ ଛକରେ ରଙ୍ଗ୍‌ ସାଇଡ୍‌ରୁ ଆସୁଥିବା ବାଇକ୍‌ଠାରୁ ଟ୍ରାଫିକ ପୋଲିସ ଜରିମାନା ଆଦାୟ କରୁଛି। ସ୍ନାନ ମଣ୍ଡପରେ ଚତୁର୍ଦ୍ଧାମୂର୍ତ୍ତି ଦେବ ସ୍ନାନ ପୂର୍ଣ୍ଣମୀ ଅବସରରେ ଚାନ୍ଦନୀଛକରେ ଥିବା…

ମହିଳା ସରପଞ୍ଚଙ୍କୁ ପୋଲିସର ମାଡ଼ ଘଟଣା: ୪୦୦ଙ୍କ ନାଁରେ ମାମଲା

ହାଟଡିହୀ/ଆନନ୍ଦପୁର/କେନ୍ଦୁଝର,୫ା୬(ଡି.ଏନ୍‌.ଏ/ସ୍ବ.ପ୍ର.)-କେନ୍ଦୁଝର ଜିଲା ବଉଳା ଫାଣ୍ଡିକୁ କ୍ୱାରାଣ୍ଟାଇନ୍‌ କେନ୍ଦ୍ରରୁ ଲୁଚି ପଳାଇଥିତ୍ବା ଜଣେ ପ୍ରବାସୀଙ୍କ ସମ୍ପର୍କରେ ଏତଲା ଦେବାକୁ ଯାଇଥିବା ବାଙ୍ଗୋର ପଞ୍ଚାୟତର ମହିଳା ସରପଞ୍ଚ ସୁପ୍ରଭା ରାଉତ…

ବୈଷୟିକ ପରିଚାଳନା, ସଚେତନତାକୁ ଗୁରୁତ୍ୱ  

ଅନୁଗୋଳ ଅଫିସ, ୫ା୬- ରାଜ୍ୟ ସରକାରଙ୍କ ଦ୍ୱାରା ଅନୁଗୋଳ ଜିଲା ପାଇଁ କୋଭିଡ୍‌-୧୯ ପର୍ଯ୍ୟବେକ୍ଷକ ଭାବେ ନିଯୁକ୍ତ ରାଜ୍ୟ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ପ୍ରମୁଖ…

କୋଭିଡ୍‌ ମେଡିକାଲ ଡାକ୍ତରଙ୍କ ନମୁନା ପଜିଟିଭ

ଅନୁଗୋଳ ଅଫିସ, ୫।୬- ଅନୁଗୋଳ ଜିଲା ତାଳଚେର କୋଭିଡ୍‌ ମେଡିକାଲରେ କାର୍ଯ୍ୟରତ ଜଣେ ୩୫ ବର୍ଷୀୟ ଡାକ୍ତରଙ୍କ ନମୁନା କରୋନା ପଜିଟିଭ ବାହାରିଛି। ତାଙ୍କୁ ଭୁବନେଶ୍ୱର ମେଡିକାଲକୁ…

ସୁରୁଖୁରୁରେ ସ୍ନାନଯାତ୍ରା ସଅଳ ଅଣସରବାସ

ପବିତ୍ର ଦେବସ୍ନାନ ପୁର୍ଣ୍ଣିମା ତିଥିରେ ରତ୍ନବେଦିରୁ ସ୍ନାନମଣ୍ଡପକୁ ଓହ୍ଲାଇଥିଲେ ବିଶ୍ୱନିୟନ୍ତା । ମାତ୍ର କରୋନ କଟକଣା ନେଇ ବିନା ଭକ୍ତରେ ମହାପ୍ରଭୁ ଜଗନ୍ନାଥଙ୍କ ସ୍ନାନଯାତ୍ରା ସମ୍ପାଦନ ହୋଇଥିଲା…