ସୋସିଆଲ୍ ମିଡିଆରେ ସବୁଠୁ ବଡ ହ୍ୟାକିଂ

ଆଜିକାଲି ସମସ୍ତେ ସୋସିଆଲ ମିଡିଆରେ ଅନେକ ଆକ୍ଟିଭ୍ । ବହୁ ପ୍ରତିଷ୍ଠିତ ବ୍ୟକ୍ତିଙ୍କ ବାବଦରେ ସୋସିଆଲ ମିଡିଆ ଜରିଆରେ ଜଣାପଡିଥାଏ । ତେବେ ନିକଟରେ ଜଣାପଡିଛି କି…

ନାନାବତୀ ହସ୍ପିଟାଲରେ ଭର୍ତ୍ତି ହେଲେ ଐଶ୍ୱର୍ଯ୍ୟା ଓ ଝିଅ ଆରାଧ୍ୟା

ମୁମ୍ବାଇ,୧୭।୭-ମହାମାରୀ କରୋନାରେ ଆକ୍ରାନ୍ତ ହୋଇଥିବା ବଲିଉଡ୍‌ ଅଭିନେତ୍ରୀ ଐଶ୍ୱର୍ଯ୍ୟା ରାୟ ବଚ୍ଚନ ଓ ଝିଅ ଆରାଧ୍ୟା ମୁମ୍ବାଇଲସ୍ଥିତ ନାନାବତୀ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ଉଭୟଙ୍କ ରିପୋର୍ଟ ପଜିଟିଭ…

ଜାତିସଂଘ ଅର୍ଥନୈତିକ ଓ ସାମାଜିକ ପରିଷଦରେ ମୋଦିଙ୍କ ଉଦ୍‌ବୋଧନ: କରୋନା ବିରୋଧୀ ଲଢ଼େଇ ଜନଆନ୍ଦୋଳନ ପାଲଟିଛି

ନୂଆଦିଲ୍ଲୀ,୧୭ା୭-ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଭିଡିଓ କନ୍‌ଫରେନ୍ସ ଜରିଆରେ ଜାତିସଂଘ ଅର୍ଥନୈତିକ ଓ ସାମାଜିକ ପରିଷଦ (ଇସିଓଏସ୍‌ଓସି)କୁ ଉଦ୍‌ବୋଧନ ଦେବା ଅବସରରେ ଅନ୍ତର୍ଜାତୀୟ ସଂଗଠନରେ ସଂସ୍କାର ଆଣିବା…

ହ୍ୟାକ୍‌ ଓ୍ବେବ୍‌ସାଇଟ୍‌ରୁ ହେଉଛି କ୍ରେଡିଟ୍‌କାର୍ଡ ଠକେଇ

ନୂଆଦିଲ୍ଲୀ,୧୭।୭: ବର୍ତ୍ତମାନ ସାରା ବିଶ୍ୱରେ ଇ-କମର୍ସ ସାଇଟଗୁଡିକରେ କ୍ରେଡିଡ୍‌ କାର୍ଡ ଠକେଇ ବଢୁଥିବାରୁ ଏହାକୁ ନେଇ ଚିନ୍ତା ବଢୁଛି। ବିଶେଷକରି ହ୍ୟାକ୍‌ ଓ୍ବେବ୍‌ସାଇଟଗୁଡିକରୁ ଏଭଳି ଠକେଇ ବଢୁଥିବା…

ହ୍ୟୁଣ୍ଡାଇର ହାଇଜିନ ଡ୍ରାଇଭ: କାର ସାନିଟାଇଜେସନରେ ମିଳୁଛି ରିହାତି

ନୂଆଦିଲ୍ଲୀ,୧୭।୭: ହ୍ୟୁଣ୍ଡାଇ ମୋଟର ଇଣ୍ଡିଆ ଲିମିଟେଡ୍‌ ପକ୍ଷରୁ ହାଇଜିନ ଡ୍ରାଇଭ୍‌ ସମ୍ପର୍କରେ ଘୋଷଣା କରାଯାଇଛି। ଚଳିତ ମାସ ୧୫ଠାରୁ ୩୧ ତାରିଖ ଯାଏ ଏହା ଆୟୋଜନ କରାଯିବ।…

ବକ୍ସ ଆକୃତିର ସାନିଟାଇଜ ଉପକରଣ ଆଣିଲା ଓରିଏଣ୍ଟ

ନୂଆଦିଲ୍ଲୀ,୧୭।୭: ସି.କେ. ବିର୍ଲା ଗ୍ରୁପ୍‌ର ଅଂଶ ବିଶେଷ ଓରିଏଣ୍ଟ ଇଲେକ୍‌ଟ୍ରିକ ଲିମିଟେଡ୍‌ ପକ୍ଷରୁ ୟୁଭି ସାନିଟେକ୍‌ର ବଜାର ପ୍ରବେଶ କରାଯାଇଛି। ଏହା ଏକ ବକ୍ସ ଆକୃତିର ସାନିଟାଇଜିଂ…

ଭାରତରେ ନିବେଶ କରିବ ପେଗାଟ୍ରନ କର୍ପୋରେଶନ

ନୂଆଦିଲ୍ଲୀ,୧୭।୭: ଆପଲ୍‌ ଇଙ୍କ୍‌ର ଆସେମ୍ବଲ ପାର୍ଟନର ପେଗାଟ୍ରନ କର୍ପୋରେଶନ ଭାରତରେ ଏହାର ପ୍ରଥମ ପ୍ଲାଣ୍ଟ ସ୍ଥାପନ କରିବ। ଏ ନେଇ କମ୍ପାନୀ ବର୍ତ୍ତମାନ ଯୋଜନା ଧାର୍ଯ୍ୟ କରିଛି।…

ଏଚ୍‌ସିଏଲ୍‌ ସାମ୍ରାଜ୍ୟ ସମ୍ଭାଳିବେ ରୋଶନୀ ନାଦାର ମାଲହୋତ୍ରା

ନୂଆଦିଲ୍ଲୀ,୧୭।୭: ଦେଶର ପ୍ରମୁଖ ଆଇଟି କମ୍ପାନୀ ଏଚ୍‌ସିଏଲ୍‌ ଟେକ୍ନୋଲୋଜିର ନୂଆ ଅଧ୍ୟକ୍ଷ ଭାବେ ରୋଶନୀ ନାଦାର ମାଲହୋତ୍ରା ଅବସ୍ଥାପିତ ହୋଇଛନ୍ତି। ଭାରତର ସବୁଠାରୁ ଧନୀଶାଳୀ ମହିଳା ଭାବେ…

ଭୁବନେଶ୍ୱର ୪ନଂ. ମାର୍କେଟ୍‌ ସିଲ୍‌

ଭୁବନେଶ୍ୱର,୧୭।୭(ବ୍ୟୁରୋ)-ଭୁବନେଶ୍ୱରର ୪ନଂ. ମାର୍କେଟ୍‌ ସିଲ୍‌। ଗୁରୁବାର ଉକ୍ତ ଅଞ୍ଚଳରୁ କ୍ରମାଗତ ଭାବେ ୭ ଜଣ ପଜିଟିଭ୍‌ ଚିହ୍ନଟ ହେବା ପରେ ବିଏମ୍‌ସି ପକ୍ଷରୁ ଏହି ପଦକ୍ଷେପ ନିଆଯାଇଛି।…

ବିପିୟୁଟିର ସମସ୍ତ ଅନଲାଇନ୍‌ ପରୀକ୍ଷା ସ୍ଥଗିତ

ଭୁବନେଶ୍ୱର,୧୭।୭(ବ୍ୟୁରୋ)-କରୋନା ଜନିତ କଟକଣା ଲାଗି ବିପିୟୁଟିର ସମସ୍ତ ଅନ୍‌ଲାଇନ ପରୀକ୍ଷା ସ୍ଥଗିତ କରି ଦିଆଯାଇଛି। ଆସନ୍ତା ୩୧ ପର୍ଯ୍ୟନ୍ତ ଏହିସବୁ ପରୀକ୍ଷା ସ୍ଥଗିତ ରଖାଯାଇଛି। ବିପିୟୁଟି କୂଳପତି…