କେନ୍ଦୁଝରରେ ଆକ୍ରାନ୍ତ ହେଲେ ୩ କରୋନା ଯୋଦ୍ଧା

କେନ୍ଦୁଝର,୧୭।୭(ସ୍ବ.ପ୍ର.): କେନ୍ଦୁଝର ଜିଲାରେ ଶୁକ୍ରବାର ୨୮ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୧ ଜଣ କ୍ୱାରାଣ୍ଟଇନ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୩ କରୋନା…

କଂଗ୍ରେସରେ ରହି ଲମ୍ବା ଲଢେଇ ଲଢିବାକୁ ଚାହୁଁଛନ୍ତି ପାଇଲଟ!

ଜୟପୁର,୧୭।୭: ରାଜସ୍ଥାନ ରାଜନୀତି ବେଳକୁ ବେଳ ଭିନ୍ନ ମୋଡ ନେବାରେ ଲାଗିଛି। ସଚିନ ପାଇଲଟଙ୍କୁ ଉପମୁଖ୍ୟମନ୍ତ୍ରୀ ପଦ ଓ ପ୍ରଦେଶ କଂଗ୍ରେସ ଅଧ୍ୟକ୍ଷ ପଦରୁ ହଟାଇ ଦିଆଯାଇଥିବା…

କେନ୍ଦ୍ରମନ୍ତ୍ରୀ ଗଜେନ୍ଦ୍ର ଶେଖାଓ୍ବତଙ୍କ ସମେତ କଂଗ୍ରେସ ବିଧାୟକଙ୍କ ନାଁରେ ମାମଲା ରୁଜୁ

ଜୟପୁର,୧୭।୭: ରାଜସ୍ଥାନରେ ଅଶୋକ ଗେହଲଟ ସରକାରଙ୍କୁ ଭାଙ୍ଗିବାକୁ ଉଦ୍ୟମ ଚଳାଇଥିବା ବିଦ୍ରୋହୀ ବିଧାୟକଙ୍କ ମାମଲା ଦିନକୁ ଦିନ ଗମ୍ଭୀର ହେବାରେ ଲାଗିଛି। ଗୁରୁବାର ଏହି ଷଡ଼ଯନ୍ତ୍ରର ଏକ…

‘ରାତ୍‌ ଅକେଲି ହୈ’ର ଟ୍ରେଲର ରିଲିଜ

ବଲିଉଡ୍‌ ଅଭିନେତା ନଓ୍ବାଜୁଦ୍ଦିନ ସିଦ୍ଧିକି ଏବଂ ଅଭିନେତ୍ରୀ ରାଧିକା ଆପ୍ତେଙ୍କ ଅଭିନୀତ ଫିଲ୍ମ ‘ରାତ ଅକେଲି ହୈ’ର ଟ୍ରେଲିଜ ରିଲିଜ୍‌ ହୋଇଯାଇଛି। ତେବେ ଫିଲ୍ମର କାହାଣୀ ମର୍ଡର…

ମାଲକାନଗିରିରେ ୫୪ ପଜିଟିଭ୍‌ ଚିହ୍ନଟ: ରହିଛନ୍ତି ୨ କରୋନା ଯୋଦ୍ଧା

କୋରୁକୋଣ୍ଡା,୧୭।୭(ଡି.ଏନ୍‌.ଏ): ମାଲକାନଗିରି ଜିଲାରେ ଦିନକୁ ଦିନ ଉଗ୍ରରୂପ ନେଉଛି କରୋନା। ଜିଲାରେ ପ୍ରତିଦିନ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଶୁକ୍ରବାର ଜିଲାର ସର୍ବାଧିକ ୫୪ ଆକ୍ରାନ୍ତ ଚିହ୍ନଟ…

ରାଶିଫଳ: ଶନିବାର, ଜୁଲାଇ ୧୮ ତାରିଖ – Daily Horoscope

ମେଷ ପ୍ରତ୍ୟେକ କ୍ଷେତ୍ରରେ ଆପଣ ଅଯଥା ବ୍ୟସ୍ତତା ପ୍ରକାଶ କରି ବିଶେଷ ଛାନିଆ ହେବା ଠିକ୍‌ ହେବନି। ଆନୁଷ୍ଠାନିକ କାମରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ…

କ୍ୱାରାଣ୍ଟାଇନ୍‌ ସେଣ୍ଟରରେ କାର୍ଯ୍ୟ କରୁଥିବା ଶିକ୍ଷକଙ୍କ କରୋନାରେ ମୃତ୍ୟୁ, ଶୋକ ପ୍ରକାଶ କଲେ ବାଚସ୍ପତି

ଦିଗପହଣ୍ଡି,୧୭।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ଫୁଲସୁନ୍ଦରୀ ସାହିର ସହକାରୀ ଶିକ୍ଷକ ବଂଶୀଧର ବେହେରାଙ୍କର ଚିକିତ୍ସାଧୀନ ଅବସ୍ଥାରେ ଶୁକ୍ରବାର କରୋନାରେ ମୃତ୍ୟୁ ଘଟିଛି। ଏ ନେଇ ଦିଗପହଣ୍ଡି ବ୍ଲକ…

ପାଇଲଟଙ୍କୁ ଝଟକା: ଦଳରୁ ବିଦା ହେଲେ ୨ ବିଦ୍ରୋହୀ ବିଧାୟକ

ଜୟପୁର,୧୭।୭: ରାଜସ୍ଥାନ ରାଜନୀତିରେ ଚାଲିଥିବା ହାଇ ଭୋଲଟେଜ୍‌ ଡ୍ରାମା ମଧ୍ୟରେ କଂଗ୍ରେସ ବଡ଼ ପଦକ୍ଷେପ ଗ୍ରହଣ କରିଛି। ଶୁକ୍ରବାର କଂଗ୍ରେସର ୨ ବିଦ୍ରୋହୀ ବିଧାୟକଙ୍କୁ ଦଳରୁ ନିଲମ୍ବିତ…

ମା’ବାପା କରୋନା ପଜିଟିଭ ଚିହ୍ନଟ ପରେ ୬ ମାସର ଶିଶୁର ଯତ୍ନ ନେଇ ଚର୍ଚ୍ଚାରେ ଏହି ଡାକ୍ତର

ମହାମାରୀ କରୋନା ସମୟରେ ଡାକ୍ତରମାନେ ନିଜ ଜୀବନକୁ ବାଜି ଲଗାଇ ଦିନରାତି ଏକ କରି ରୋଗୀମାନଙ୍କ ସେବା କରିବାରେ ଲାଗିପଡ଼ିଛନ୍ତି। ତେବେ ଏତିକିବେଳେ ଜଣେ କରୋନା ଯୋଦ୍ଧା…

ଏହି ମନ୍ଦିରର ୧୪୦ କର୍ମଚାରୀଙ୍କୁ କରୋନା

ହାଇଦ୍ରାବାଦ,୧୭ା୭: ଆନ୍ଧ୍ରପ୍ରଦେଶର ତିରୁପତି ବାଲାଜୀ ମନ୍ଦିରରେ ସଂକ୍ରମଣକୁ ରୋକିବା ପାଇଁ ସମସ୍ତ ବ୍ୟବସ୍ଥା କରାଯିବା ପରେ ମଧ୍ୟ କରୋନା ଦ୍ରୁତଗତିରେ ବ୍ୟାପିବାରେ ଲାଗିଛି। ବର୍ତ୍ତମାନ ପର୍ଯ୍ୟନ୍ତ ଟ୍ରଷ୍ଟର…