ପୁରୀରୁ ପୁଣି ୨ କରୋନା ପଜିଟିଭ୍‌ ଚିହ୍ନଟ: ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୯୮ରେ ପହଞ୍ଚିଲା

ପୁରୀ ଅଫିସ,୪ା୬: ପୁରୀ ଜିଲାରୁ ଗୁରୁବାର ପୁଣି ୨ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୯୮ରେ ପହଞ୍ଚିଛି। ଏମାନଙ୍କ…

CORONAVIRUS UPDATE: ଆଉ ନୂଆ ୯୦ ପଜିଟିଭ୍‌ ଚିହ୍ନଟ, ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୪୭୮କୁ ବୃଦ୍ଧି

ଭୁବନେଶ୍ୱର,୪।୬(ବ୍ୟୁରୋ): ଗୁରୁବାର ରାଜ୍ୟରେ ପୁଣି ୯୦ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଙ୍କ୍ୟା ୨୪୭୮କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ…

ପରିବାର ସଦସ୍ୟଙ୍କ ମୃତ୍ୟୁରେ ଭାଙ୍ଗିପଡ଼ି ୫ଜଣଙ୍କ ଆତ୍ମହତ୍ୟା ଘଟଣା: ମା’, ସାନ ଝିଅ ମୃତ

ଝାରସୁଗୁଡ଼ା ଅଫିସ,୪।୬: ଝାରସୁଗୁଡ଼ା ସହରରେ ମଙ୍ଗଳବାର ଗୋଟିଏ ପରିବାରର ୫ଜଣ ସଦସ୍ୟ କୀଟନାଶକ ପିଇ ଆତ୍ମହତ୍ୟା ଉଦ୍ୟମ କରିଥିଲେ। ଏହି ଘଟଣାରେ ଗୁରୁବାର ମା’ ଓ ସାନ…

ଭାଇଙ୍କ ପାଇଁ ଭାବବିହ୍ବଳ ପୋଷ୍ଟ ଲେଖିଲେ ସାଜିଦ୍‌

ବଲିଉଡ୍‌ର ପ୍ରସିଦ୍ଧ ସଙ୍ଗୀତ ନିର୍ଦ୍ଦେଶକ ଓ୍ବାଜିଦ୍‌ ଖାନ୍‌ଙ୍କ ଅଚାନକ ପରଲୋକ ଘଟିଛି। ଏଥିରେ ଭାଙ୍ଗିପଡିଛନ୍ତି ତାଙ୍କ ଭାଇ ସାଜିଦ୍‌ ଖାନ୍‌। ସେ ହସ୍ପିଟାଲ୍‌ରେ ଚିକିତ୍ସିତ ଥିବା ସମୟର…

ନଭେମ୍ବର-ଡିସେମ୍ବରରେ ଭାରତରେ ପହଞ୍ଚିସାରିଥିଲା କରୋନା !

ନୂଆଦିଲ୍ଲୀ, ୪।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ସ୍ଥିତି ସଙ୍କଟଜନକ ହେବାରେ ଲାଗିଛି। ଭାରତରେ କେବେ କରୋନା ସଂକ୍ରମଣ ଆରମ୍ଭ ହୋଇଥିଲା ସେନେଇ ହାଇଦ୍ରାବାଦ ସ୍ଥିତ…

ଖୋର୍ଦ୍ଧାରୁ ୧୯ କରୋନା ପଜିଟିଭ୍‌ ଚିହ୍ନଟ

ଖୋର୍ଦ୍ଧା ଅଫିସ,୪।୬: ଖୋର୍ଦ୍ଧା ଉପଖଣ୍ଡରେ ଗୁରୁବାର ପୁଣି ୧୯ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ବାଲୁଙ୍ଗାରୁ ୫, ଟାଙ୍ଗରିୁ ୮, ବେଗୁନିଆ ୨ ଓ…

ଥମୁନି କରୋନା ସଂକ୍ରମଣ: ୨୪ ଘଣ୍ଟାରେ ୯ ହଜାର ୩୦୪ ନୂଆ ଆକ୍ରାନ୍ତ

ନୂଆଦିଲ୍ଲୀ, ୪।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାର ନାଁ ଧରୁନି। ଗତ ୨୪ ଘଣ୍ଟା ମଧ୍ୟରେ ୯ ହଜାର ୩୦୪ ନୂଆ କରୋନା ଆକ୍ରାନ୍ତଙ୍କୁ ଚିହ୍ନଟ…

ହାତୀ ମୃତ୍ୟୁକୁ ନେଇ କ୍ରିକେଟ ଜଗତ ସ୍ତବ୍ଧ

ତିରୁଭାନନ୍ତପୁରମ,୪।୬: ଏକ ଗର୍ଭିଣୀ ହାତୀକୁ ବାଣ ଭର୍ତ୍ତି ସପୁରୀ ଖୁଆଇ ହତ୍ୟା କରିବା ଭଳି ଏକ ହୃଦୟବିଦାରକ ଘଟଣା ସମଗ୍ର ଦେଶରେ ଆଲୋଡନ ସୃଷ୍ଟି କରିଛି। ଗତ…

କ୍ଷୁଧାରେ କଟୁଛି ହାତୀଙ୍କ ଜୀବନ

ବେଙ୍ଗାଲୁର,୪।୬: କୋଭିଡ୍‌-୧୯ ଯୋଗୁ ମଣିଷଠାରୁ ଆରମ୍ଭ କରି ସମଗ୍ର ଜୀବଜଗତ ପ୍ରଭାବିତ ହୋଇଛନ୍ତି। ରୋଜଗାର ହରାଇ କୋଟିକୋଟି ଲୋକ ଭୋକ ଉପାସରେ ଜୀବନ କାଟୁଥିବାବେଳେ ପଶୁପକ୍ଷୀମାନେ ମଧ୍ୟ…

ସଦୟ ହେଲା ‘ନିସର୍ଗ’

ମୁମ୍ବାଇ/ନୂଆଦିଲ୍ଲୀ,୪।୬: ଦେଶର ଆର୍ଥିକ ରାଜଧାନୀ ମୁମ୍ବାଇ ବାତ୍ୟା ‘ନିସର୍ଗ’ ପ୍ରଭାବରୁ ବର୍ତ୍ତିଯାଇଛି। ମୁମ୍ବାଇରେ ସେଭଳି କୌଣସି ବଡ଼ଧରଣର କ୍ଷୟକ୍ଷତି ହୋଇ ନ ଥିବା ଜଣାପଡ଼ିଛି। ମହାରାଷ୍ଟ୍ରର ମୁମ୍ବାଇଠାରୁ…