କ୍ରିକେଟ୍‌ ଛାଡି ପାଇଲଟ୍‌ ହେଲେ ଏହି କ୍ରିକେଟର୍‌

ସାଧାରଣତଃ କ୍ରିକେଟରମାନେ କ୍ରିକେଟ ଛାଡି ଖେଳ ସହ ଯୋଡି ହୋଇରହିଥାନ୍ତି। କିଏ କମେଣ୍ଟଟର୍‌ ହୁଅନ୍ତି ତ ଆଉ କିଏ କ୍ରିକେଟ ଏକ୍ସପର୍ଟ, କୋଚ୍‌ ଭାବେ କାର୍ଯ୍ୟ କରନ୍ତି।…

ଅତ୍ୟାବଶ୍ୟକ ସାମଗ୍ରୀରୁ ଆଳୁ, ପିଆଜ, ଡାଲି ବାଦ୍‌

ନୂଆଦିଲ୍ଲୀ,୩ା୬(ପି.ଟି.): ଦେଶରେ ପୁଞ୍ଜିିନିବେଶ ବଢ଼ାଇବା ଲକ୍ଷ୍ୟରେ ଅତ୍ୟାବଶ୍ୟକ ସାମଗ୍ରୀ ଆଇନରେ ସଂଶୋଧନ ପ୍ରସ୍ତାବକୁ କେନ୍ଦ୍ର କ୍ୟାବିନେଟ ବୁଧବାର ମଞ୍ଜୁରୀ ପ୍ରଦାନ କରିଛି। ଅତ୍ୟାବଶ୍ୟକ ସାମଗ୍ରୀ ଆଇନ ପୁଞ୍ଜିନିବେଶ…

ଢେଙ୍କାନାଳରେ ହେବ ସ୍ମାର୍ଟପାର୍କ  

ଢେଙ୍କାନାଳ ଅଫିସ, ୩।୬-ଢେଙ୍କାନାଳ ପୌରାଞ୍ଚଳର ସୌନ୍ଦର୍ଯ୍ୟ ବୃଦ୍ଧି ଲାଗି ନିର୍ମାଣ ହେବ ସ୍ମାର୍ଟପାର୍କ। ଏଥିରେ ଖର୍ଚ୍ଚ ହେବ କୋଟିଏ ଟଙ୍କା। ସେହିପରି ଜିଲାର ୩ ଏନ୍‌ଏସି ଏବଂ…

ଭୁବନେଶ୍ୱରରେ ପହଞ୍ଚିଲେ ୬୧୮ ପ୍ରବାସୀ ଓଡ଼ିଆ

ଭୁବନେଶ୍ୱର, ୩ା୬ (ବ୍ୟୁରୋ)- ବୁଧବାର ଭୁବନେଶ୍ୱର ବିଜୁପଟ୍ଟନାୟକ ବିମାନବନ୍ଦରରେ ଏୟାର ଏସିଆର ୩ଟି ବିମାନ ଅବତରଣ କରିଛି। ଏଥିରେ ବିଭିନ୍ନ ରାଜ୍ୟରେ ଫସି ରହିଥିବା ପ୍ରବାସୀମାନେ ଓଡ଼ିଶା…

ସବୁ ଝିଣ୍ଟିକା ପଙ୍ଗପାଳ ନୁହନ୍ତି: ଜିଲାପାଳ

ମାଲକାନଗିରି,୩ା୬(ଡି.ଏନ୍‌.ଏ.)-ସାରା ଦେଶରେ ବର୍ତ୍ତମାନ ପଙ୍ଗପାଳକୁ ନେଇ ଚିନ୍ତା। ପଡୋଶୀ ଛତିଶଗଡ ରାଜ୍ୟରୁ ପଙ୍ଗପାଳ ମାଲକାନଗିରି ଜିଲାକୁ ଆସିବା ନେଇ ମଧ୍ୟ ଆଶଙ୍କା ରହିଛି। ଫଳରେ ଜିଲାର ଚାଷୀ…

୨ ରାଜ୍ୟରୁ ଫେରିଲେ ୩ ୮୭ ପ୍ରବାସୀ

ରାୟଗଡା ଅଫିସ, ୩ା୬-କରୋନା ଲକ୍‌ ଡାଉନ ଯୋଗୁ ତେଲେଙ୍ଗନା ଓ ତାମିଲନାଡୁରେ ଅଟକି ଥିବା ଶ୍ରମିକ ରାୟଗଡା ଫେରିଛନ୍ତି। ମଙ୍ଗଳବାର ତାମିଳନାଡୁରୁ ୧୫୧ ଶ୍ରମିକ ଫେରିଥିବା ବେଳେ…

ପଙ୍ଗପାଳ ଆଗମନ ଆଶଙ୍କା : ପରିବା କ୍ଷେତରେ ବିଶୋଧନ ଜାରୀ

କେନ୍ଦୁଝର, ୩ା୬ (ସ୍ବ.ପ୍ର.)-କରୋନା ସଂକ୍ରମଣ ରୋକିବା ଲାଗି ଜାରିରହିଥିବା ଲକ୍‌ ଡାଉନ ଜିଲାର ପରିବା ଚାଷୀଙ୍କୁ ଅଭାବୀ ବିକ୍ରି ଭଳି ଦୁର୍ଦ୍ଦଶା ଭିତରକୁ ଠେଲି ଦେଇଥିବା ବେଳେ…

କୋଭିଡ-୧୯ ପରୀକ୍ଷାକେନ୍ଦ୍ର କାର୍ଯ୍ୟକ୍ଷମ ନେଇ ଦାବିପତ୍ର

ବାଲେଶ୍ୱର ଅଫିସ,୩।୬- ବାଲେଶ୍ୱର ଫକୀରମୋହନ ମେଡିକାଲ୍‌ କଲେଜ୍‌ ପରିସରରେ ଗତ ୩୧ ତାରିଖ ରାତି ୮ଟା ସମୟରେ କୋଭିଡ୍‌-୧୯ ସଂକ୍ରମିତଙ୍କ ସ୍ବାବ ପରୀକ୍ଷା ପାଇଁ ଏକ ପରୀକ୍ଷଣ…

ସୌମ୍ୟା ମିଶ୍ର ଅଗ୍ନିଶମ ଅତିରିକ୍ତ ଡିଜି

ଭୁବନେଶ୍ୱର,୩ା୬(ବ୍ୟୁରୋ)-୧୯୯୪ ବ୍ୟାଚ୍‌ ଆଇପିଏସ୍‌ ଅଫିସର ସୌମ୍ୟା ମିଶ୍ରଙ୍କୁ ରାଜ୍ୟ ସରକାର ଅଗ୍ନିଶମ ଓ ହୋମଗାର୍ଡ ଅତିରିକ୍ତ ଡିଜି ଭାବେ ନିଯୁକ୍ତି ଦେଇଛନ୍ତି। ଡେପୁଟେଶନରୁ ଫେରିବା ପରେ ତାଙ୍କୁ…

ଏବେ ସଙ୍ଗରୋଧରେ ୧୪୧୫ ପ୍ରବାସୀ

ସୋର, ୩।୬(ଡି.ଏନ୍‌.ଏ.)-ସୋର ମ୍ୟୁନିସିପାଲିଟି ଓ ବ୍ଲକରେ ଏବେ ୨୫ଟି ସଙ୍ଗରୋଧ କେନ୍ଦ୍ରରେ ୧୪୧୫ ଜଣ ପ୍ରବାସୀ ଅଛନ୍ତି। ମ୍ୟୁନିସିପାଲିଟି ଅନ୍ତର୍ଗତ ପ୍ରସ୍ତୁତ ଥିବା ୧୫ଟି କେନ୍ଦ୍ର ମଧ୍ୟରୁ…