ପେଟ ସମସ୍ୟାରୁ ମୁକ୍ତି ଦିଏ ଏହିସବୁ ଖାଦ୍ୟ, ପାନୀୟ

ଆଧୁନିକ ଜୀବନଶୈଳୀ ଖାଦ୍ୟପେୟ ଜନିତ ପେଟ ସମସ୍ୟା ଦେଖାଯାଏ। ଏସିଡିଟି, ଗ୍ୟାସ, ଖାଦ୍ୟ ହଜମ ନ ହେବା ଆଦି ଅନେକ ସମସ୍ୟାର ସମ୍ମୁଖୀନ ହେବାକୁ ପଡିଥାଏ। ଏହିସବୁ…

ସୁରକ୍ଷାକର୍ମୀଙ୍କ ଗୁଳିରେ ଟଳିପଡିଲେ ୩ ଆତଙ୍କବାଦୀ

ଶ୍ରୀନଗର,୩।୬: ଜମ୍ମୁ-କାଶ୍ମୀରର ପୁଲୱାମା ଜିଲାରେ ଆତଙ୍କବାଦୀଙ୍କ ବିରୋଧରେ ସୁରକ୍ଷାକର୍ମୀଙ୍କ ଅପରେଶନ ଜାରି ରହିଛି। ବୁଧବାର ଏଠାରେ ସୁରକ୍ଷାକର୍ମୀଙ୍କ ଗୁଳିରେ ୩ଜଣ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଛି। ଆତଙ୍କବାଦୀମାନେ କଙ୍ଗନ…

୨୦ କୁଇଣ୍ଟାଲ ଚୋରା ସ୍କ୍ରାପ୍‌ ସହ ପିକ୍‌ଅପ ଜବତ: ଜଣେ ଗିରଫ

ବଡ଼ବିଲ,୩।୬(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡ଼ବିଲ ପୌର କାର୍ଯ୍ୟାଳୟ ନିକଟ ରେଳ ଫାଟକ କଡ଼ରୁ ବଡ଼ବିଲ ପୋଲିସ ବୁଧବାର ସକାଳେ ଏକ ଚୋରା ସ୍କ୍ରାପ୍‌ ବୋଝେଇ ପିକ୍‌ଅପ ଜବତ…

ଭାରତ-ବାଲାଂଦେଶ ସୀମାରେ ଭୂକମ୍ପ ଅନୁଭୂତ

ନୂଆଦିଲ୍ଲୀ,୩।୬:ଭାରତ-ବାଲାଂଦେଶ ସୀମାରେ ବୁଧବାର ଭୂକମ୍ପ ଅନୁଭୂତ ହୋଇଛି। ଜାତୀୟ ଭୂମିକମ୍ପ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁଯାୟୀ, ସକାଳ ୭.୧୦ ମିନିଟ୍‌ରେ ଭୂକମ୍ପ ହୋଇଥିଲା। ରିକ୍ଟର ସ୍କେଲରେ ଏହାର…

ସୋନୁ ସୁଦ୍‌ଙ୍କୁ ଭଗବାନ କହି ପୂଜା କଲେ ବ୍ୟକ୍ତି

କରୋନା ମୁକାବିଲାରେ ବଲିଉଡ୍‌ ତାରକାମାନେ ସହାୟତାର ହାତ ବଢାଇଛନ୍ତି। ଏବେ ଏଥିରେ ନିଜକୁ ସାମିଲ କରିଛନ୍ତି ବଲିଉଡ ଅଭିନେତା ସୋନୁ ସୁଦ। ସେ ମୁମ୍ବାଇରେ ଫଶି ରହିଥିବା…

ଲକ୍‌ଡାଉନ୍‌ରେ ଟ୍ରାକ୍ଟର କିଣି ଚଲାଇଲେ ଧୋନୀ: ଭିଡିଓ ଭାଇରାଲ

କରୋନା ଯୋଗୁ ଜାରି ରହିଥିବା ଲକ୍‌ଡାଉନ୍‌ ସମୟରେ ସାଧାରଣ ଲୋକଙ୍କଠାରୁ ବଲିଉଡ୍‌ କଳାକାର ହୁଅନ୍ତୁ ଅବା କ୍ରିକେଟର ସମସ୍ତେ ନିଜ ଘରେ ରହି ପରିବାର ସହ ସମୟ…

କରୋନାକୁ ନେଇ ଅନ୍ଧବିଶ୍ୱାସ: ଭୂତାଣୁ ହଟାଇବା ପାଇଁ ମହିଳାଙ୍କ ପୂଜାର୍ଚ୍ଚନା

ପାଟନା,୩।୬: ସମଗ୍ର ବିଶ୍ୱ କରୋନା ସହ ଲଢୁଛି। ୧୦୦ରୁ ଅଧିକ ଦେଶ ଏହି ମହାମାରୀ ପାଇଁ ଟୀକା ଖୋଜିବାକୁ ଚେଷ୍ଟା କରୁଛନ୍ତି। କିନ୍ତୁ କରୋନାକୁ ନେଇ କେତେକ…

କତା କାରଖାନାରେ ଅଗ୍ନିକାଣ୍ଡ: ଜଳିଗଲା ୫୦ ଲକ୍ଷ ଟଙ୍କାର ସମ୍ପତ୍ତି

ସାକ୍ଷୀଗୋପାଳ/ପିପିଲି, ୩।୬(ଡି.ଏନ.ଏ):  ଭୁବନେଶ୍ୱର-ପୁରୀ ଜାତୀୟ ରାଜପଥ ପାଶର୍‌ବ ସାତଶଂଖ ନିକଟ ଶିରିଆପୁର ନାସନାଲ କୟର ଏକ କତା କାରଖାନାରେ ମଙ୍ଗଳବାର ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟିଛି। ତିନି…

ଆମେରିକାରେ ହିଂସା ଜାରି: ୨୩ ରାଜ୍ୟରେ ୧୭ ହଜାର ସୈନ୍ୟ ମୁତୟନ

ୱାଶିଂଟନ,୩।୬: ଆମେରିକାର ମିନେପୋଲିସ୍‌ ସହରରେ ପୋଲିସ ହେପାଜତରେ ଥିବା ଜଣେ କୃଷ୍ଣକାୟଙ୍କ ମୃତ୍ୟୁ ହେବା ପରେ ସାରା ଦେଶରେ ପ୍ରତିବାଦ ନିଆଁ ଜଳୁଛି। ଜର୍ଜ ଫ୍ଲୋୟଡ୍‌ ନାମକ…

ପରିବାର ସଦସ୍ୟଙ୍କ ମୃତ୍ୟୁ ପରେ ଅନ୍ୟ ୫ ସଦସ୍ୟଙ୍କ ଆତ୍ମହତ୍ୟା ଘଟଣା: ଚିକିତ୍ସାଧୀନ ଅବସ୍ଥାରେ ଜଣଙ୍କ ଜୀବନଗଲା

ଝାରସୁଗୁଡା ଅଫିସ,୩।୬: ଝାରସୁଗୁଡା ଥାନା ବିଟିଏମ୍‌ ଫାଣ୍ଡି ଅଧୀନ ଲହଣ୍ଡାବୁଡ଼ ଅଞ୍ଚଳରେ ପରିବାରର ଜଣେ ସଦସ୍ୟଙ୍କ ମୃତ୍ୟୁ ସହି ନ ପାରି ଅନ୍ୟ ୫ ଜଣ କୀଟନାଶକ…