ବର୍ଷାରେ ଭିଜିଲେ ଏହି କ୍ରିକେଟ କିମ୍ବଦନ୍ତୀ, ଜାଣନ୍ତୁ କାହିଁକି

ମାଷ୍ଟରବ୍ଲାଷ୍ଟର ସଚିନ ତେନ୍ଦୁଲକର ଆଜିକାଲି ମୁମ୍ବାଇରେ ମୌସୁମୀ ବର୍ଷା ଉପଭୋଗ କରୁଛନ୍ତି। ସଚିନଙ୍କ ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି ଯେଉଁଥିରେ ସେ ବର୍ଷାରେ…

ବଡ ଭାଇଙ୍କୁ କରୋନା ହେବା ପରେ କ୍ୱାରାଣ୍ଟାଇନ୍‌ରେ ଏହି ପ୍ରସିଦ୍ଧ କ୍ରିକେଟର

କୋଲକତା,୧୬।୭: ବିସିସିଆଇ ସଭାପତି ସୌରଭ ଗାଙ୍ଗୁଲି ହୋମ କ୍ୱାରାଣ୍ଟାଇନ୍‌ରେ ରହିିଛନ୍ତି। ତାଙ୍କ ବଡ଼ ଭାଇ ତଥା କ୍ରିକେଟ ଆସୋସିଏସନ ଅଫ ବେଙ୍ଗଲର ଯୁଗ୍ମ ସମ୍ପାଦକ ସ୍ନେହାଶିଷ ଗାଙ୍ଗୁଲିଙ୍କୁ…

ଫେରାର ହେବାକୁଯାଇ ପୋଖରୀକୁ ଡେଇଁପଡ଼ିଲେ

ଢେଙ୍କାନାଳ ଅଫିସ, ୧୬।୭: ରାତିଅଧିଆ ଦୋକାନ ତାଲା ଭାଙ୍ଗି ଚୋରି କରୁଥିବାବେଳେ ମାଡ଼ିବସିଲା ପୋଲିସ। ପୋଲିସ କବ୍‌ଜାରୁ ଖସିଯିବାକୁ ଉଦ୍ୟମ କରି ଜଣେ ଅଭିଯୁକ୍ତ ଡେଇଁପଡ଼ିଲେ ପୋଖରୀକୁ। ହେଲେ…

CORONAVIRUS UPDATE: ରାଜ୍ୟରେ ୧୫ହଜାର ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର,୧୬।୭(ବ୍ୟୁରୋ): ଦିନକୁ ଦିନ ଚିନ୍ତା ବଢ଼ାଉଛି କରୋନା। ରାଜ୍ୟରେ ଗୁରୁବାର ପୁଣି ୪୯୪ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା…

ସ୍ବର୍ଗଦ୍ୱାର ପୁନରୁଦ୍ଧାର ପାଇଁ ତତ୍ପରତା

ପୁରୀ ଅଫିସ,୧୬ା୭: ନୂଆ ରୂପ ନେବ ସ୍ବର୍ଗଦ୍ୱାର। ବଦଳିବ ଏହାର ଚେହେରା। ପୁରୀ ପାଇଁ ଯେଉଁ ବିକାଶର ଚିତ୍ର ପରିକଳ୍ପନା କରାଯାଇଛି ସେଥିରେ ସ୍ବର୍ଗଦ୍ୱାରକୁ ସାମିଲ କରାଯାଇଛି।…

ହସ୍ପିଟାଲରୁ ଜୀବନର ମନ୍ତ୍ର ପଢାଇଲେ ଅମିତାଭ ବଚ୍ଚନ, ଏମିତି ଲୋକଙ୍କଠାରୁ ଦୂରେଇ ରୁହନ୍ତୁ

ବଲିଉଡ୍‌ ସୁପରଷ୍ଟାର ଅମିତାଭ ବଚ୍ଚନ କରୋନା ଆକ୍ରାନ୍ତ ହୋଇ ନାନାବତୀ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି। ସୋସିଆଲ ମିଡିଆରେ ତାଙ୍କ ପ୍ରଶଂସକଙ୍କ ସହ ଯୋଗାଯୋଗରେ ଅଛନ୍ତି ଏବଂ ନିଜ…

କାମକରୁନି ଏଚ୍‌ଆଇଭି ପରୀକ୍ଷଣ ମେଶିନ

ଢେଙ୍କାନାଳ ଅଫିସ, ୧୬।୭: କରୋନା ସଙ୍କଟ ସମୟରେ ବଡ଼କଷ୍ଟରେ ଆୟୋଜନ କରାଯାଉଛି ରକ୍ତଦାନ ଶିବିର। ରକ୍ତ ଭଣ୍ଡାରକୁ ସଂଗୃହୀତ ଆସୁଛି ରକ୍ତ। ହେଲେ ଏହା ରୋଗୀଙ୍କ କାମରେ ଆସୁନି।…

ବିଲ୍‌ ଗେଟସ୍‌-ଜେଫ୍‌ ବେଜୋସ୍‌-ଏଲନ ମସ୍କ୍‌ଙ୍କ ଟୁଇଟର ଆକାଉଣ୍ଟ୍‌ ହ୍ୟାକ୍‌

ଓ୍ବାଶିଂଟନ, ୧୬।୭: ବିଲ୍‌ ଗେଟସ୍‌,ଜେଫ୍‌ ବେଜୋସ୍‌ ଏବଂ ଏଲନ ମସ୍କ୍‌ଙ୍କ ସମେତ ବହୁ ଶିଳ୍ପପତି ତଥା ରାଜନେତାଙ୍କ ଟୁଇଟର ଆକାଉଣ୍ଟ୍‌କୁ ହ୍ୟାକ୍‌ କରାଯାଇଛି। ଏହାକୁ କିଙ୍ଗ୍‌ ବିଟ୍‌କ୍ୱାଇନ୍‌…

ଅନିଶ୍ଚିତତାରେ ଧଉଳି ରୋପ୍‌ ଓ୍ବେ

ଭୁବନେଶ୍ୱର (ବ୍ୟୁରୋ)/ପୁରୁଣା ଭୁବନେଶ୍ୱର,୧୬ା୭(ଡିଏନ୍‌.ଏ.): ଧଉଳିରେ ହେବାକୁ ଥିବା ରୋପ୍‌ ଓ୍ବେ ପାଇଁ ଆଶା ମଉଳିଛି। ରୋପ୍‌ ଓ୍ବେ ନିର୍ମାଣ ପାଇଁ କାର୍ଯ୍ୟଭାର ଦିଆଯାଇଥିବା ସଂସ୍ଥା ଠିକ୍‌ ସମୟରେ…

ଶୋଷଣ ନୁହେଁ ସେବାରେ ବିଶ୍ୱାସକରେ

ବଅଁରପାଳ,୧୬ା୭(ଡି.ଏନ.ଏ.) ଅନେକ ମେକାନିକ ଅଛନ୍ତି ଯେଉଁମାନେ ଗ୍ରାହକଙ୍କଠାରୁ ଅଧିକ ଅର୍ଥ ନେବାରେ ଆଗ୍ରହ ରଖନ୍ତି। ସେମାନେ ଦାବି କରିଥିବା ଅର୍ଥ ପରିଶ୍ରମର ଉଚିତ ମୂଲ୍ୟ କି ନୁହେଁ ତାହା…