‘ପିସିସି ସଭାପତି ବଦଳିବେନି

ଭୁବନେଶ୍ୱର, ୧୬ା୭(ବ୍ୟୁରୋ): ପ୍ରଦେଶ କଂଗ୍ରେସ କମିଟି(ପିସିସି) ସଭାପତି ନିରଞ୍ଜନ ପଟ୍ଟନାୟକ ତାଙ୍କ ପଦବୀରୁ ହଟିପାରନ୍ତି ବୋଲି ସାଧାରଣରେ ଚର୍ଚ୍ଚା ଜୋର୍‌ ଧରିବାପରେ କଂଗ୍ରେସ ଭିତରେ ଭିନ୍ନ ଆଲୋଚନା…

୬ ହୋଟେଲ ସିଲ୍‌ କଲା ପ୍ରଶାସନ

ବାସୁଦେବପୁର,୧୬ା୭(ଡି.ଏନ୍‌.ଏ.)- ଭଦ୍ରକ ଜିଲା ବାସୁଦେବପୁର ସହରରେ କୋଭିଡ୍‌-୧୯ ଆଇନର ଉଲ୍ଲଂଘନ କରି ଚାଲିଥିବା ୬ଟି ହୋଟେଲକୁ ବୁଧବାର ପ୍ରଶାସନ ସିଲ୍‌ କରିଛି। ଏହି ହୋଟେଲଗୁଡ଼ିକରେ ଲୋକଙ୍କୁ ବସାଇ…

ଫ୍ଲିପ୍‌କାର୍ଟ ସହ ହାତ ମିଳାଇଲା ଓଡ଼ିଶା

ଭୁବନେଶ୍ୱର,୧୬ା୭(ବ୍ୟୁରୋ): ଓଡ଼ିଶାର ହସ୍ତଶିଳ୍ପ ଓ ହସ୍ତତନ୍ତର ବିକ୍ରିବଟା ଏବଂ ପ୍ରଚାର ପ୍ରସାର ଲାଗି ଦେଶର ଲୋକପ୍ରିୟ ଇ-କମର୍ସ ପ୍ଲାଟ୍‌ଫର୍ମ ‘ଫ୍ଲିପ୍‌କାଟ’ ସହ ରାଜ୍ୟ ସରକାର ଏକ ଚୁକ୍ତିନାମା…

ପୂର୍ବତନ ଫୁଟବଲର ହାକିମ୍‌ କରୋନା ପଜିଟିଭ୍‌

ନୂଆଦଲ୍ଲୀ,୧୬।୭(ପି.ଟି.): ଧ୍ୟାନଚାନ୍ଦ ପୁରସ୍କାର ପ୍ରାପ୍ତ ପୂର୍ବତନ ଫୁଟବଲର ସୟଦ ସହିଦ୍‌ ହାକିମ୍‌ କରୋନ ପଜିଟିଭ୍‌ ବୋଲି ଟେଷ୍ଟରୁ ଜଣା ପଡିଛି। ଏବେ ସେ ହାଇଦ୍ରାବାଦ୍‌ ସ୍ଥିତ ଏକ…

‘କରୋନା ସହ ଆସିଛି ସୂଚନା ମହାମାରୀ’

ଭୁବନେଶ୍ୱର,୧୬ା୭(ବ୍ୟୁରୋ): ଆମେ ସମସ୍ତେ ଏକ ବୈଶ୍ୱିକ ସଙ୍କଟ ମଧ୍ୟଦେଇ ଗତି କରୁଛୁ। ବର୍ତ୍ତମାନ କରୋନା ମହାମାରୀ ସହ ତାଳଦେଇ ସୂଚନା ମହାମାରୀ (ଇନ୍‌ଫୋଡେମିକ) ମଧ୍ୟ ଦେଖାଦେଇଛି। ଗଣମାଧ୍ୟମ…

କୋଭିଡ୍‌-୧୯: ଇଂଲଣ୍ଡ ବିପକ୍ଷ ଘରୋଇ ସୀମିତ ଓଭର ସିରିଜ ବାତିଲ ହେବ

ନୂଆଦିଲ୍ଲୀ,୧୬।୭(ପି.ଟି.): ଇଂଲଣ୍ଡ ବିପକ୍ଷରେ ଖେଳାଯିବାକୁ ଥିବା ୬ ମ୍ୟାଚ୍‌ ବିଶିଷ୍ଟ ଘରୋଇ ସୀମିତ ଓଭର ସିରିଜ ବାତିଲ ହେବା ନିଶ୍ଚିତ ହୋଇଛି। କୋଭିଡ୍‌-୧୯ ମହାମାରୀ କାରଣରୁ ସେପ୍ଟେମ୍ବରରେ…

କୋଭିଡ୍‌-୧୯ରୁ ସୁସ୍ଥ ହେଲେ ମୋର୍ତ୍ତାଜା

ଢାକା,୧୬।୭(ପି.ଟି.): ବାଂଲାଦେଶ ପୂର୍ବତନ ଅଧିନାୟକ ମଶ୍ରାଫି ମୋର୍ତ୍ତାଜା କରୋନା ଭାଇରସ୍‌ ସଂକ୍ରମଣରୁ ମୁକ୍ତ ହୋଇଛନ୍ତି। ଜୁନ୍‌ ୨୦ ତାରିଖରୁ ସେ ଘରେ ରହି ଚିକିତ୍ସିତ ହୋଇ ଆସୁଥିଲେ।…

୨-୩ ମାସ ପରେ କ୍ରୀଡ଼ା କାର୍ଯ୍ୟକଳାପ ଆରମ୍ଭ କରିବାକୁ ରାଜ୍ୟଗୁଡିକୁ ପରାମର୍ଶ ଦେଇଛୁ: ରିଜିଜୁ

ନୂଆଦିଲ୍ଲୀ,୧୬।୭(ପି.ଟି.): କୋଭିଡ୍‌-୧୯ ମହାମାରୀର ପ୍ରକୋପ ବଢିବାରେ ଲାଗିଛି। ଏପରିସ୍ଥଳେ ତରବର ହୋଇ କ୍ରୀଡ଼ା କାର୍ଯ୍ୟକଳାପ ଆରମ୍ଭ ନ କରିବାକୁ କେନ୍ଦ୍ର କ୍ରୀଡ଼ାମନ୍ତ୍ରୀ କିରେନ ରିଜିଜୁ ରାଜ୍ୟଗୁଡିକୁ ପରାମର୍ଶ…

ଡିଜେଲ ଲିଟର ପିଛା ୧୩ ପଇସା ବୃଦ୍ଧି

ନୂଆଦିଲ୍ଲୀ,୧୬।୭: କରୋନା ସମୟରେ ତେଲ ଦର ବୃଦ୍ଧି ଗ୍ରାହକଙ୍କୁ ଅତିଷ୍ଠ କରିଛି। ରାଷ୍ଟ୍ରାୟତ୍ତ ତୈଳ କମ୍ପାନୀଗୁଡ଼ିକର ସୂଚନା ଅନୁସାରେ ବୁଧବାର ଡିଜେଲ ଲିଟର ପିଛା ୧୩ ପଇସା…

କେନ୍ଦୁଝରରେ ଅସୁରକ୍ଷିତ ହାତୀ

କେନ୍ଦୁଝର,୧୬ା୭(ସ୍ବ.ପ୍ର.)-ହାତୀ ସୁରକ୍ଷା ପାଇଁ ବନବିଭାଗ ପକ୍ଷରୁ ପ୍ରତିବର୍ଷ କୋଟି କୋଟି ଟଙ୍କା ଖର୍ଚ୍ଚ ହେଉଥିବା ବେଳେ କେନ୍ଦୁଝର ଜିଲାରେ ହାତୀ ମୃତ୍ୟୁ ବଢିବାରେ ଲାଗିଛି। କେନ୍ଦୁଝର ବନଖଣ୍ଡରେ…