ଜର୍ମାନୀରେ ୩ ମାସ ଫସି ରହିବା ପରେ ଭାରତ ଫେରିଲେ ଆନନ୍ଦ

ଚେନ୍ନାଇ,୩୦।୫(ପି.ଟି.): ଶେଷରେ ପୂର୍ବତନ ବିଶ୍ୱ ଚେସ୍‌ ଚାମ୍ପିୟନ ବିଶ୍ୱନାଥନ୍‌ ଆନନ୍ଦ ସ୍ବଦେଶ ପ୍ରତ୍ୟାବର୍ତ୍ତନ କରିବେ। କୋଭିଡ୍‌-୧୯ ମହାମାରୀ କାରଣରୁ ଲାଗୁ ଥିବା ଯାତ୍ରା କଟକଣା ପାଇଁ ସେ…

ସେପ୍ଟେମ୍ବରରେ ଆୟୋଜନ ହେବ ଇଟାଲିଆନ୍‌ ଓପନ୍‌

ମିଲାନ,୩୦।୫(ଏଏଫ୍‌ପି): ଆସନ୍ତା ସେପ୍ଟେମ୍ବରରେ ରୋମ୍‌ରେ ଇଟାଲିଆନ ଓପନ୍‌ ଟେନିସ ଟୁର୍ନାମେଣ୍ଟ ଆୟୋଜନ ହେବ। ଏହି ଏଟିପି ଓ ଡବ୍ଲ୍ୟୁଟିଏ ରୋମ କ୍ଲେ- କୋର୍ଟ ଟୁର୍ନାମେଣ୍ଟ ଆୟୋଜନ ନେଇ…

ଫୋର୍ବସ ସର୍ବାଧିକ ଆୟକାରୀ ଆଥଲେଟ୍‌ ତାଲିକା:କୋହଲି ଏକ ମାତ୍ର ଭାରତୀୟ

ନ୍ୟୁୟର୍କ,୩୦।୫(ପି.ଟି.): ଜଣାଶୁଣା ପତ୍ରିକା ଫୋର୍ବସ ବିଶ୍ୱର ସର୍ବାଧିକ ଆୟକାରୀ ଆଥଲେଟ ତାଲିକା ପ୍ରକାଶିତ କରିଛି। ଏଥିରେ ଏକମାତ୍ର ଭାରତୀୟ କ୍ରିକେଟର ଭାବେ ସ୍ଥାନ ପାଇଛନ୍ତି ଭାରତୀୟ କ୍ରିକେଟ…

କୋଭିଡ ଜାତୀୟ ମାର୍ଗଦର୍ଶିକା: ବିବାହ ଉତ୍ସବରେ ୫୦ରୁ ଅଧିକ ଲୋକଙ୍କୁ ବାରଣ, ସର୍ବସାଧାରଣ ସ୍ଥାନରେ ମଦ-ପାନ-ଗୁଟଖା ସେବନ ମନା

ନୂଆଦିଲ୍ଲୀ,୩୦।୫: ଲକ୍‌ଡାଉନ୍‌ କୋହଳ ସହ କରୋନା ମାର୍ଗଦର୍ଶିକା ଜାରି କରିଛନ୍ତି କେନ୍ଦ୍ର ସରକାର। ତଦନୁଯାୟୀ, ସର୍ବସାଧାରଣ ସ୍ଥାନ, କାର୍ଯ୍ୟସ୍ଥଳରେ ମାସ୍କ ପିନ୍ଧିବା ଜରୁରୀ ବୋଲି କୁହାଯାଇଛି। ସେହିଭଳି…

ବନ୍ଦେ ଉତ୍କଳ ଜନନୀ ସଙ୍ଗୀତ ଗାଇଲେ ସବୁବର୍ଗ

ମାଲକାନଗିରି,୩୦ା୫(ଡି.ଏନ୍‌.ଏ.)-କରୋନା ମୁକାବିଲା କ୍ଷେତ୍ରରେ କାର୍ଯ୍ୟ କରୁଥିବା ଯୋଦ୍ଧାଙ୍କୁ ଉତ୍ସାହିତ କରିବା ଲାଗି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପରାମର୍ଶକ୍ରମେ ଶନିବାର ସମସ୍ତ ଓଡ଼ିଶାବାସୀ ସନ୍ଧ୍ୟା ସାଢେ ୫ଟାରେ ବନ୍ଦେ…

କୋରାପୁଟ ଓଡ୍ରାଫ ଟିମ୍‌କୁ ପଶ୍ଚିମବଙ୍ଗର ପ୍ରଶଂସା

ଜୟପୁର ୩୦ା୫ (ନି.ପ୍ର.)-ଅମ୍ଫନ୍‌ ବାତ୍ୟାରେ ପଶ୍ଚିମବଙ୍ଗରେ ବହୁ କ୍ଷୟକ୍ଷତି ହୋଇଛି ା ଏହି ପରିସ୍ଥିତିରେ ଓଡ଼ିଶା ସରକାର ପଶ୍ଚିମବଙ୍ଗକୁ ସହଯୋଗର ହାତ ବଢ଼ାଇ କୋରାପୁଟ ଓଡ୍ରାଫ ଟିମ୍‌…

ଲକ୍‌ଡାଉନ୍‌ -୫.୦: କଟକଣା ମୁକ୍ତ ହେଲା ଲୋକଙ୍କ ଯା’ଆସ

ନୂଆଦିଲ୍ଲୀ,୩୦।୫: ଲକ୍‌ଡାଉନ୍‌ ୫.୦ର ନୂତନ ଗାଇଡଲାଇନ୍‌ରେ ଲୋକଙ୍କ ଯା’ଆସକୁ କଟକଣା ମୁକ୍ତ କରିଛନ୍ତି କେନ୍ଦ୍ର ସରକାର। ଏଣୁ ରାଜ୍ୟ ଭିତରେ ବା ରାଜ୍ୟ ବାହାରକୁ ଲୋକେ ଯାଇପାରିବେ।…

କ୍ୱାରାଣ୍ଟାଇନ୍‌ କେନ୍ଦ୍ରରେ ଯୁବତୀଙ୍କୁ ବଳାତ୍କାର ଉଦ୍ୟମ ଘଟଣା: ଆଖିଦୃଶିଆ କାର୍ଯ୍ୟାନୁଷ୍ଠାନ ନେଇନି ପୋଲିସ

ସଜନାଗଡ଼, ୩୦।୫(ଡି.ଏନ.ଏ.)-ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ବରହମ୍‌ପୁର ଥାନା ଅଧୀନ ତେଲିପାଳ ଆଶ୍ରମ କ୍ୱାରାଣ୍ଟାଇନ୍‌ କେନ୍ଦ୍ରରେ ଥିବା ଜଣେ ପ୍ରବାସୀ ଓଡ଼ିଆ ଯୁବତୀଙ୍କୁ ଗାଧୁଆଘରେ ଗତ ୨୬ତାରିଖରେ…

କମିଲା ୧୨ ଘଣ୍ଟିଆ ଅବଧି: ଏଣିକି ରାତି ୯ରୁ ସକାଳ ୫ ଯାଏ କର୍ଫ୍ୟୁ

ନୂଆଦିଲ୍ଲୀ,୩୦।୫: ଲକ୍‌ଡାଉନ୍‌ ୫.୦ ନେଇ ଗୃହ ମନ୍ତ୍ରାଳୟ ପକ୍ଷରୁ ଶନିବାର ନୂଆ ନିର୍ଦ୍ଦେଶନାମା ଜାରି କରାଯାଇଛି। ଏଥିରେ ୧୨ ଘଣ୍ଟିଆ ରାତ୍ରକାଳୀନ କର୍ଫ୍ୟୁକୁ କୋହଳ କରାଯାଇଛି। ଏଣିକି…

ଲକ୍‌ଡାଉନ୍‌ ଦୁର୍ଦ୍ଦଶାକୁ ମାଇକ୍ରୋଫାଇନାନ୍ସ ଋଣ ଚାପ: ଜିଲାପାଳଙ୍କ ନିକଟରେ ମହିଳାଙ୍କ ଅଭିଯୋଗ

ବାଲେଶ୍ୱର ଅଫିସ, ୩୦।୫-ରାଜ୍ୟରେ ମହିଳାମାନଙ୍କୁ ସଶକ୍ତ କରିବା ଲକ୍ଷ୍ୟ ନେଇ ରାଜ୍ୟ ଓ କେନ୍ଦ୍ର ସରକାର ବହୁ ମାଇକ୍ରୋ ଫାଇନାନ୍ସ ସଂସ୍ଥାକୁ ଅର୍ଥ କାରବାର କରିବା ପାଇଁ…