ସୌରାଷ୍ଟ୍ର ଛାଡ଼ିଲେ ଜ୍ୟାକ୍‌ଶନ: ପୁଡୁଚେରୀ ତରଫରୁ ଖେଳିବେ

ଚେନ୍ନାଇ/ମୁମ୍ବାଇ,୧୨।୭(ପି.ଟି.): ଶେଲଡନ ଜ୍ୟାକ୍‌ଶନ ସୌରାଷ୍ଟ୍ର ଦଳ ଛାଡିଛନ୍ତି। ସୌରାଷ୍ଟ୍ରକୁ ଗତ ରଣଜୀ ସେସନରେ ଚାମ୍ପିୟନ କରାଇଥିବା ଏହି ତାରକା ବ୍ୟାଟ୍ସମ୍ୟାନ ଆଗାମୀ ଘରୋଇ ସେସନରେ ଏବେ ପୁଡୁଚେରୀ…

ପାଇଲଟ ସାଜିବାକୁ ସଚିନଙ୍କ ଇଛା: ବହୁମତ ପାଇଁ ଆବଶ୍ୟକ ୧୦୧ ସଦସ୍ୟ

ଜୟପୁର, ୧୨।୭: ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ୍‌ ସରକାରଙ୍କ ଉପରେ ସଙ୍କଟ ମାଡ଼ିଆସୁଛି। ସଚିନ ପାଇଲଟ ଏବେ ରାଜ୍ୟର ପାଇଲଟ ସାଜିବାକୁ ଇଛା କରିଛନ୍ତି। ତେବେ ଶାସନ…

ଟିଏମ୍‌ସି କେନ୍ଦ୍ରରୁ ବିଏସ୍‌ଏଫ୍‌ ଯବାନ ଫେରାର

ନବରଙ୍ଗପୁର,୧୨।୭(ବି.ପ୍ର.)- ନବରଙ୍ଗପୁର ସଦର ବ୍ଲକ ଟିରଲୀ ଛକ ନିକଟରେ ଥିବା ପଲିଟେକ୍ନିକ ଟିଏମ୍‌ସି କେନ୍ଦ୍ରରୁ ଜଣେ ବିଏସ୍‌ଏଫ୍‌ ଯବାନ ଫେରାର ହୋଇଥିବା ବିଏସ୍‌ଏଫ୍‌ ୧୫ ବାଟାଲିଆନ କମାଣ୍ଡେଣ୍ଟ…

ଦାରିଙ୍ଗବାଡ଼ିରେ ଶଟଡାଉନ ଦ୍ୱିତୀୟ ସପ୍ତାହ: ବେଧଡ଼କ ବ୍ୟବସାୟ ନେଇ ଜନଅସନ୍ତୋଷ

ଦାରିଙ୍ଗବାଡ଼ି,୧୨।୭(ଡି.ଏନ୍‌.ଏ.): କରୋନା ସଂକ୍ରମଣକୁ ପ୍ରତିହତ କରିବା ପାଇଁ ଜିଲାପ୍ରଶାସନର ନିର୍ଦ୍ଦେଶକ୍ରମେ କନ୍ଧମାଳ ଜିଲା ପ୍ରତି ଶନିବାର ଏବଂ ରବିବାର ଦୁଇଦିନ ଧରି ଶଟଡାଉନ ଘୋଷଣା କରାଯାଇଛି ।…

ଐଶ୍ୱର୍ଯ୍ୟା, ଝିଅ ଆରାଧ୍ୟାଙ୍କ ରିପୋର୍ଟ ଆସିଲା ପଜିଟିଭ

ମୁମ୍ବାଇ,୧୨।୭: ବଲିଉଡ୍‌ ନାୟିକା ତଥା ଅମିତାଭ ବଚ୍ଚନଙ୍କ ବୋହୂ ଐଶ୍ୱର୍ଯ୍ୟା ରାୟ ବଚ୍ଚନ କରୋନାରେ ପୀଡ଼ିତ ଥିବା ସୂଚନା ମିଳିଛି। କେବଳ ସେ ନୁହେଁ ତାଙ୍କ ଝିଅ…

୪୦ ବର୍ଷ ଧରି ସମାନ ସ୍ଥିତି: ଅସରାଏ ବର୍ଷାରେ ଘରେ ପଶୁଛି ପାଣି; ସ୍ଥାୟୀ ସମାଧାନ ଦାବି

ଚୌଦାର,୧୨।୭(ଡି.ଏନ୍‌.ଏ.): ମାସେ ନୁହେଁ କି ବର୍ଷେ ନୁହେଁ। ଆଜକୁ ୪୦ବର୍ଷରୁ ଊର୍ଦ୍ଧ୍ୱ ଦିନ ହେବ ବାସଗୃହ କରି ରହିଛନ୍ତି ଲୋକେ । ହେଲେ ଅସରାଏ ବର୍ଷା ହେଲେ…

ଏସ୍‌ବିଆଇରେ ମିଳିଲାନି ଚାକିରି, ଖୋଲିଲେ ନକଲି ବ୍ୟାଙ୍କ ଶାଖା, ଆଉ ତା’ ପରେ…

ଚେନ୍ନାଇ: ତାମିଲନାଡୁର କୁଡାଲୋର ଜିଲାରେ ଷ୍ଟେଟ୍‌ ବ୍ୟାଙ୍କ୍‌ ଅଫ୍‌ ଇଣ୍ଡିଆର ଏକ ନକଲି ଶାଖାକୁ ପୋଲିସ ସିଲ୍‌ କରିଛି। ଏହି ମାମଲାରେ ପୋଲିସ ୩ ଜଣଙ୍କୁ ଗିରଫ…

ହଟିଥାନ୍ତା ଶଟଡାଉନ ହେଲେ ପୁଣି ସପ୍ତାହେ ଲାଗୁହେଲା ଲକଡାଉନ୍‌: ଜାଣନ୍ତୁ କ’ଣ ଖୋଲା ରହିବ କ’ଣ ବନ୍ଦ

ମାଲକାନଗିରି,୧୨।୭(ଡି.ଏନ୍‌.ଏ.): କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ଯୋଗୁ ମାଲକାନଗିରି ଜିଲା ପ୍ରଶାସନ ଗତ ଶୁକ୍ରବାର ରାତି ୮ଟାରୁ ରବିବାର ରାତି ୧୨ଟା ପର୍ଯ୍ୟନ୍ତ ମାଲକାନଗିରି ପୌରପରିଷଦ ଓ…

ଏହି ଅଟୋରିକ୍ସାକୁ ଦେଖି ଇମ୍ପ୍ରେସ୍‌ ହେଲେ ଆନନ୍ଦ ମହିନ୍ଦ୍ରା

ମୁମ୍ବାଇ: ଏବେ ଇଣ୍ଟନେଟରେ ଆନନ୍ଦ ମହିନ୍ଦ୍ରାଙ୍କର ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି। ସମସ୍ତେ ଜାଣନ୍ତି ଆନନ୍ଦ ମହିନ୍ଦ୍ରା ଯେତେବେଳେ ବି ଭିଡିଓ ଶେୟାର କରନ୍ତି ସେଥିରେ…

୨ ବିଏସ୍‌ଏଫ୍‌ ଯବାନଙ୍କୁ କରୋନା: ସାନିଟାଇଜ୍‌ ହେଲା ଜଟଣୀ କ୍ୟାମ୍ପସ

ଖୋର୍ଦ୍ଧା ଅଫିସ,୧୨।୭: ଖୋର୍ଦ୍ଧା ରୋଡ ଜଟଣୀ ସ୍ଥିତ ବିଏସଏଫ କ୍ୟାମ୍ପରେ ୨ ଜଣ ଯବାନ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ରବିବାର ବିଏସ୍‌ଏଫ୍‌ କ୍ୟାମ୍ପ ପରିସରକୁ ସମ୍ପୂର୍ଣ୍ଣ…