ଗଞ୍ଜାମରେ ପୋଲିସ କର୍ମଚାରୀଙ୍କ ମୃତ୍ୟୁ

ଛତ୍ରପୁର,୧୨।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ କାର୍ଯ୍ୟରତ ଜଣେ ପୋଲିସ କର୍ମଚାରୀଙ୍କ ଶନିବାର କରୋନାରେ ମୃତ୍ୟୁ ଘଟିଛି। ରବିବାର ଏ ସମ୍ପର୍କରେ ଗଞ୍ଜାମ ଏସ୍‌ପି ବ୍ରିଜେଶ କୁମାର ରଏ ଟୁଇଟ…

ଚିକିତ୍ସା କରିବାକୁ ମନା କଲେ ୩ ହସ୍ପିଟାଲ: କରୋନା ଆକ୍ରାନ୍ତ ଦ୍ୱାଦଶ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ

କୋଲକାତା, ୧୨।୭: କରୋନା ମହାମାରୀ ସଂକ୍ରମଣ ଠାରୁ ଲୋକଙ୍କ ମଧ୍ୟରେ ଅଧିକ ଆତଙ୍କ ସୃଷ୍ଟି କରୁଛି ଏହା ପ୍ରତି ଥିବା ଭୟ। ଫଳରେ କେତେକ ରୋଗୀଙ୍କୁ ଠିକ୍‌…

ଅମିତାଭ ଓ ଅଭିଷେକ କରୋନା ପଜିଟିଭ୍

ବଲିଉଡ ମେଗାଷ୍ଟାର ଅମିତାଭ ବଚ୍ଚନ ଓ ତାଙ୍କ ପୁଅ ଅଭି।ଷେକ ବଚ୍ଚନ ଠାରେ କରୋନା ପଜଟିଭ୍ ଚିହ୍ନଟ ହୋଇଛି। ଶନିବାର ସଂଧ୍ୟାରେ ମୁମ୍ୱାଇର ନାନାବତୀ ହସ୍ପିଟାଲରେ ସେ…

ଅଷ୍ଟ୍ରେଲିଆ ଗସ୍ତ: କ୍ୱାରାଣ୍ଟାଇନ୍‌ ଅବଧି କମାଇବାକୁ ଚାହାନ୍ତି ଗାଙ୍ଗୁଲି

ନୂଆଦିଲ୍ଲୀ,୧୨।୭(ପି.ଟି.): ଆଗାମୀ ଡିସେମ୍ବରରେ ୪ଟି ଟେଷ୍ଟ ମ୍ୟାଚ୍‌ ଖେଳିବାକୁ ଟିମ୍‌ ଇଣ୍ଡିଆ ଅଷ୍ଟ୍ରେଲିଆ ଗସ୍ତ କରିବ। ଅଷ୍ଟ୍ରେଲିଆରେ କୋଭିଡ୍‌-୧୯ ସ୍ଥିତି ନିୟନ୍ତ୍ରଣରେ ଥିଲେ ମଧ୍ୟ ମେଲେବୋର୍ନ ଏବେ…

ଚେତନ ଚୌହାନ୍‌ କରୋନା ପଜିଟିଭ

ନୂଆଦିଲ୍ଲୀ,୧୨।୭(ପି.ଟି.): ଭାରତୀୟ ପୂର୍ବତନ ଓପନର ତଥା ଉତ୍ତର ପ୍ରଦେଶ କ୍ୟାବିନେଟ ମନ୍ତ୍ରୀ ଚେତନ ଚୌହାନ କୋଭିଡ୍‌-୧୯ ଟେଷ୍ଟରେ ପଜିଟିଭ ବୋଲି ଜଣାପଡିଛି। ପୂର୍ବତନ ଭାରତୀୟ କ୍ରିକେଟର ଆକାଶ…

ବାୟୁରେ କରୋନା ଭୂତାଣୁ: ଏସି ବନ୍ଦ କରନ୍ତୁ , ନଚେତ ଏହି ଉପାୟ ଆପଣାଇବାକୁ କହିଲେ ବିଶେଷଜ୍ଞ

କରୋନା ସଂକ୍ରମଣ ବାୟୁ ଦ୍ୱାରା ବ୍ୟାପୁ ନଥିବା କୁହାଯାଉଥିଲା। ହେଲେ ଏବେ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ(ଡବ୍ଲୁଏଚ୍‌ଓ) କରୋନା ଭାଇରସ୍‌ ବାୟୁରେ ରହୁଥିବା ସ୍ବିକାର କରିଛି। ଏହା ଜଣାପଡ଼ିବା…

ଅମିତାଭ, ଅଭିଷେକଙ୍କ ପାଇଁ ପୂଜାର୍ଚ୍ଚନା

ମୁମ୍ବାଇ,୧୨।୭: ବିଗ୍‌ ବି ଅମିତାଭ ଓ ତାଙ୍କ ପୁଅ ଅଭିଷେକ ବଚ୍ଚନଙ୍କ କରୋନା ଟେଷ୍ଟ ରିପୋର୍ଟ ଶନିବାର ରାତିରେ ପଜିଟିଭ ଆସିବା ପରେ ଏବେ ଏମାନଙ୍କ ପ୍ରଶଂସକ…

ଗଞ୍ଜାମ ଜିଲାପାଳଙ୍କ ପ୍ରଶ୍ନ: କରୋନା ଲକ୍ଷଣ ଲୁଚାଇ, ବିନା ଡାକ୍ତର ପରାମର୍ଶରେ ପାରାସିଟାମଲ ଖାଉଛନ୍ତି କି?

ଛତ୍ରପୁର,୧୨।୭(ଡି.ଏନ୍‌.ଏ.): କରୋନାକୁ ପ୍ରତିହତ କରିବା ପାଇଁ ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ରବିବାର ଜିଲାର ଜନସାଧାରଣଙ୍କ ଉଦ୍ଦେଶ୍ୟରେ ଏକ ଭିଡିଓ ବାର୍ତ୍ତା ଜାରି କରିଛନ୍ତି। କରୋନା…

ଭଦ୍ରକରେ ୧୧ ପଜିଟିଭ୍‌ ଚିହ୍ନଟ: ଆକ୍ରାନ୍ତଙ୍କ ସଂଖ୍ୟା ୨୯୪ ଛୁଇଁଲା

ଭଦ୍ରକ ଅଫିସ,୧୨ା୭: ରବିବାର ଭଦ୍ରକ ଜିଲାରୁ ୧୧ ଜଣ କରୋନା ଆକ୍ରାନ୍ତ ଚି଼ହ୍ନଟ ହୋଇଛନ୍ତି। ଏହାକୁ ଆକ୍ରାନ୍ତଙ୍କ ସଂଖ୍ୟା ୨୯୪ ଛୁଇଁଛି। ଚି଼ହ୍ନଟ ସମସ୍ତେ ସଙ୍ଗରୋଧ କେନ୍ଦ୍ରରୁ…

ପାକିସ୍ତାନ ଅପେକ୍ଷା ଚାଇନା ଅଧିକ କ୍ଷତିକାରକ: ପାଓ୍ବାର

ନୂଆଦିଲ୍ଲୀ,୧୨।୭: ଭାରତ-ଚାଇନା ସୀମା ବିବାଦକୁ ନେଇ ଏବେ ଏନ୍‌ସିପି ନେତା ଶରଦ ପାଓ୍ବାର କହିଛନ୍ତି ପ୍ରକୃତରେ ଭାରତର ଶତ୍ରୁ ପାକିସ୍ତାନ ନୁହେଁ ବରଂ ଚାଇନା। ପାକିସ୍ତାନ ତୁଳନାରେ…