ମାଲକାନଗିରିରେ ୩୬ କରୋନା ଆକ୍ରାନ୍ତ ଚିହ୍ନଟ: ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧୭୦ରେ ପହଞ୍ଚିଲା

କୋରୁକୋଣ୍ଡା,୧୨ା୭(ଡି.ଏନ୍‌.ଏ.): ମାଲକାନଗିରି ଜିଲାରେ ଦିନକୁ ଦିନ ବଢ଼ି ଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ରବିବାର ମାଲକାନଗିରି ପୌରପରିଷଦ, ଖଇରପୁଟ ବ୍ଲକ ଏବଂ ବାଲିମେଳା ଏନ୍‌ଏସିରେ ମୋଟ୍‌ ୩୬…

ଅମିତାଭଙ୍କ ଘର ନିକଟକୁ କଣ୍ଟେନମେଣ୍ଟ ଜୋନ୍‌ ଘୋଷଣା

ମୁମ୍ବାଇ,୧୨।୭: କରୋନା ମହାମାରୀ ସହ ସମସ୍ତେ ଲଢିବାକୁ ପ୍ରସ୍ତୁତ ଥିବା ବେଳେ ଏହା ଏବେ ବଲିଉଡ୍‌ ଜଗତକୁ ପ୍ରବେଶ କରିଛି। ଶନିବାର ବିଗ୍‌ ବି ଅମିତାଭ ଓ…

ବରଗଡ଼ରେ କରୋନା ଯୋଦ୍ଧା ସମେତ ୩ ପଜିଟିଭ୍‌ ଚିହ୍ନଟ

ବରଗଡ଼ ଅଫିସ,୧୨ା୭: ବରଗଡ଼ ଜିଲାରେ ରବିବାର ପୁଣି ୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତମାନଙ୍କ ମଧ୍ୟରେ କଟାପାଲି ଗ୍ରାମର ଜଣେ ସ୍ଥାନୀୟ କରୋନା ଯୋଦ୍ଧା ରହିଥିବା…

ରାପର୍‌ ଡୁଲେଙ୍କୁ ସହଯୋଗର ହାତ ବଢ଼ାଇଲେ ସଙ୍ଗୀତ ନିର୍ଦ୍ଦେଶକ ବିଶାଲ

ଭବାନୀପାଟଣା,୧୨।୭ (ଡି.ଏନ୍‌.ଏ.): ‘ରାପର୍‌ ଡୁଲେ ରକ୍‌’ଙ୍କ ରାପ୍‌ ସଙ୍ଗ୍‌ ସୋସିଆଲ୍‌ ମଡିଆରେ ଭାଇରାଲ ହେବା ପରେ ବିଭିନ୍ନ ମହଲରେ ତାଙ୍କୁ ପ୍ରଶଂସା କରାଯାଉଛି। କଳହାଣ୍ଡିର ଏହି ରାପର୍‌ଙ୍କ…

ବଉଳଗାଁ, ସୁନ୍ଦରପୁର ୭ ଦିନ ଶଟ୍‌ଡାଉନ୍‌

ଛତ୍ରପୁର,୧୨ା୭(ଡି.ଏନ୍‌.ଏ.): କରୋନା ପଜିଟିଭ୍‌ ଚି଼ହ୍ନଟ ପରେ ଗଞ୍ଜାମ ଜିଲା ଛତ୍ରପୁର ବ୍ଲକର ବଉଳଗାଁ ଓ ସୁନ୍ଦରପୁର ଗାଁକୁ ୭ ଦିନ ଶଟ୍‌ଡାଉନ୍‌ ଘୋଷଣା କରାଯାଇଛି। ସୁନ୍ଦରପୁର ଗାଁରେ…

ଆଇସୋଲେଶନରେ ମହାରାଷ୍ଟ୍ର ରାଜ୍ୟପାଳ

ମୁମ୍ବାଇ,୧୨।୭: ମହାରାଷ୍ଟ୍ରରେ ଦେଶର ସର୍ବାଧିକ କରୋନା ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଥିବା ବେଳେ ଏପର୍ଯ୍ୟନ୍ତ ବି ସେଠାରେ କରୋନା ଥମିବାର ନାଁ ନେଉନି। ରବିବାରଠାରୁ ମହାରାଷ୍ଟ୍ରର ରାଜ୍ୟପାଳ ଭଗତ…

୨୪୫୧ ବେଡ୍‌ ବିଏମ୍‌ସିକୁ ନିଅଣ୍ଟ: ଘରେ ଚିକିତ୍ସିତ ହେବେ ଲକ୍ଷଣ ନ ଥିବା ରୋଗୀ

ଭୁବନେଶ୍ୱର,୧୨।୭(ବ୍ୟୁରୋ): ଭୁବନେଶ୍ୱରରେ କରୋନା ସଂକ୍ରମଣ ବୃଦ୍ଧି ପାଉଛି। ଏଭଳି ସ୍ଥିତିରେ ଘରେ ରହି କରୋନା ଆକ୍ରାନ୍ତ ଚିକିତ୍ସିତ ହେବେ ବୋଲି ବିଏମ୍‌ସି ନୂଆ ନିର୍ଦ୍ଦେଶନାମା ଜାରି କରିଛି।…

କୋଚିଂ ବନ୍ଦ, ବେରୋଜଗାର ଯୁବପିଢ଼ି

କଟକ ଅଫିସ,୧୨।୭: କରୋନା ଯୋଗୁ ଶିକ୍ଷାକ୍ଷେତ୍ର ଭୀଷଣ ପ୍ରଭାବିତ ହୋଇଛି। ଶିକ୍ଷାନୁଷ୍ଠାନ ବନ୍ଦ ଥିବା ବେଳେ ପୂର୍ବ ବର୍ଷର ପରୀକ୍ଷା ହୋଇପାରି ନାହିଁ କିମ୍ବା ନୂତନ ଶିକ୍ଷାବର୍ଷର…

ଗୃହିଣୀ ସାଜିଲେ ଅଟୋଚାଳକ

ଖୋର୍ଦ୍ଧା ଅଫିସ,୧୨।୭: କରୋନା ଯୋଗୁ ବିଭିନ୍ନ ବ୍ୟବସାୟିକ ପ୍ରତିଷ୍ଠାନ ବନ୍ଦ ରହିଛି। ଏଭଳି ସ୍ଥିତିରେ ଲୋକେ କାମଧନ୍ଦା ନ ପାଇ ଘରେ ବସି ରହିଛନ୍ତି। ଘରେ ବସିବା…

ହସ୍ପିଟାଲ, ହଟ୍‌ସ୍ପଟ୍‌ ଜିଲା ଫେରନ୍ତାଙ୍କ ପାଇଁ ସଂକ୍ରମଣ ବଢୁଛି

ଭୁବନେଶ୍ୱର, ୧୨।୭(ବ୍ୟୁରୋ): ରାଜଧାନୀରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। କେବଳ ଜୁଲାଇ ୧ରୁ ୧୦ ମଧ୍ୟରେ ୩୧୦ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ହସ୍ପିଟାଲରୁ ୬୧, ସ୍ଥାନୀୟ…