ବଲିଉଡ୍‌ ଅଭିନେତା ଅନୁପମ ଖେରଙ୍କ ମା’ଙ୍କ ସମେତ ୪ ସଦସ୍ୟ କରୋନା ପଜିଟିଭ

ମୁମ୍ବାଇ,୧୨।୭: ବଲିଉଡ୍‌ ମହାନାୟକ ଅମିତାଭ ବଚ୍ଚନ ଓ ଓ ତାଙ୍କ ପୁଅ ଅଭିଷେକ ଶନିବାର କରୋନାରେ ପୀଡ଼ିତ ଥିବା ଜଣାପଡିବା ପରେ ଏବେ ବଲିଉଡ୍‌ କଳାକାରଙ୍କ ଘରେ…

ଜୟା, ଐଶ୍ୱର୍ଯ୍ୟାଙ୍କ ଆଣ୍ଟିଜେନ୍‌ ଟେଷ୍ଟ ଆସିଲା ନେଗେଟିଭ, ସ୍ବାବ ଟେଷ୍ଟ ରିପୋର୍ଟକୁ ଅପେକ୍ଷା

ମୁମ୍ବାଇ,୧୨।୭: କରୋନା ମହାମାରୀ ଏବେ ସମସ୍ତଙ୍କ ପାଇଁ ଚିନ୍ତାର କାରଣ ପାଲଟି ଯାଇଥିବା ବେଳେ ବଲିଉଡ୍‌ର ମହାନାୟକ ଅମିତାଭ ବଚ୍ଚନ ଓ ତାଙ୍କ ପୁଅ ଅଭିଷେକ ବଚ୍ଚନ…

ରେଖାଙ୍କ ବଙ୍ଗଳାରେ କରୋନା ସଂକ୍ରମଣ

ମୁମ୍ବାଇ, ୧୨।୭: ବଲିଉଡ୍‌ ଅଭିନେତ୍ରୀ ରେଖାଙ୍କ ବଙ୍ଗଳାରେ କରୋନା ସଂକ୍ରମଣ ହୋଇଛି। ରେଖାଙ୍କ ସୁରକ୍ଷାକର୍ମୀଙ୍କ ନମୁନା ପରୀକ୍ଷା ରିପୋର୍ଟ କରୋନା ପଜିଟିଭ୍‌ ଆସିଛି। ଏହାପରେ ସୁରକ୍ଷା ଦୃଷ୍ଟିରୁ…

CORONAVIRUS UPDATE: ଆଉ ୩ ମୁଣ୍ଡ ନେଲା କରୋନା; ସମସ୍ତେ ଗଞ୍ଜାମ ଜିଲାର

ଭୁବନେଶ୍ୱର,୧୨।୭(ବ୍ୟୁରୋ): କରୋନାରେ ଆଉ ୩ଜଣଙ୍କ ମୃତ୍ୟୁ। ମୃତକମାନେ ଗଞ୍ଜାମ ଜିଲାର। ଏବେ ସୁଦ୍ଧା ଜିଲାରେ ମୃତ୍ୟୁ ସଂଖ୍ୟା ୩୯କୁ ବୃଦ୍ଧି ପାଇଛି। ସେହିଭଳି ରାଜ୍ୟରେ କରୋନାଜନିତ ମୃତ୍ୟୁ…

ଚାଇନାକୁ ଘେରିଲେ ଭାରତ-ଆମେରିକା-ଜାପାନ

ନୂଆଦିଲ୍ଲୀ, ୧୨।୭: ଚାଇନାକୁ ଭାରତ, ଆମେରିକା ଏବଂ ଜାପାନ ମିଳିତ ଭାବେ ଘେରିବା ଆରମ୍ଭ କରିଛନ୍ତି। ଭାରତ ଆଫ୍ରିକାର ବିଭିନ୍ନ ଦେଶରେ ନିଜର ସ୍ଥିତି ସୁଦୃଢ଼ କରିବାକୁ…

ଗଞ୍ଜାମରେ ବେଳକୁ ବେଳ ସ୍ଥିତି ସଂଙ୍ଗୀନ: ପୁଣି ଚିହ୍ନଟ ହେଲେ ୨୩୦ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୧୨।୭(ବ୍ୟୁରୋ): ରାଜ୍ୟରେ ରବିବାର ଚିହ୍ନଟ ହୋଇଥିବା ନୂଆ ୫୯୫ ଆକ୍ରାନ୍ତ ୨୧ ଜିଲାର। ସେଥିରେ ଗଞ୍ଜାମର ସର୍ବାଧିକ ୨୩୦ ଜଣ ଅଛନ୍ତି। ଏହାଛଡ଼ା ଯାଜପୁରର ୯୭, ଖୋର୍ଦ୍ଧାର…

CORONAVIRUS UPDATE: ଆଜି ଚିହ୍ନଟ ହେଲେ ୫୯୫ ଆକ୍ରାନ୍ତ; ମୋଟ ସଂଖ୍ୟା ୧୩,୧୨୧କୁ ବୃଦ୍ଧି

ଭୁବନେଶ୍ୱର,୧୨।୭(ବ୍ୟୁରୋ): ରାଜ୍ୟରେ ରବିବାର ୫୯୫ ନୂଆ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏଥିରୁ ୩୯୪ କ୍ୱାରାଣ୍ଟାଇନ୍‌ କେସ୍‌ ଥିବା ବେଳେ ୨୦୧ ଲୋକାଲ କେସ୍‌ ରହିଛି। ଏହାକୁ…

୧୫ ଫୁଟିଆ ଅହିରାଜ ପଡ଼ିଲା ଧରା: ସୋସିଆଲ୍‌ ମିଡ଼ିଆରେ ଭାଇରାଲ

କୋଏମ୍ବାଟୁର, ୧୨।୭: ତାମିଲନାଡୁର କୋଏମ୍ବାଟୁର ନିକଟସ୍ଥ ଥୋଣ୍ଡାମୁଥୁର ଅଞ୍ଚଳର ନରସିପୁରମ୍‌ ଗାଁରୁ ଏକ ୧୫ ଫୁଟ ଲମ୍ବର ଅହିରାଜ ସାପ ଧରାପଡ଼ିଛି। ସ୍ଥାନୀୟ ବନ ବିଭାଗ କର୍ମଚାରୀ…

ଜଳବାୟୁ ପରିବର୍ତ୍ତନ: ସଂଶୋଧିତ ଆକ୍ସନ୍‌ ପ୍ଲାନ୍‌ ପ୍ରସ୍ତୁତ

ଭୁବନେଶ୍ୱର,୧୨।୭(ବ୍ୟୁରୋ): ଜଳବାୟୁ ପରିବର୍ତ୍ତନ ଉପକୂଳବର୍ତ୍ତୀ ଜିଲାଗୁଡ଼ିକ ପାଇଁ ଆଗାମୀ ଦିନରେ ଆହୁରି ବିପଦ ସୃଷ୍ଟି କରିବ। ଇଣ୍ଡିଆନ୍‌ ନ୍ୟାଶନାଲ୍‌ ସେଣ୍ଟର ଫର ଓସନ୍‌ ଇନ୍‌ଫର୍ମେଶନ ସର୍ଭିସେସ୍‌ (ଆଇଏନ୍‌ସିଓଆଇଏସ୍‌)…

ମହାନଦୀ ଜଳ ବିବାଦ: ୪୧ ଇସ୍ୟୁ ଫ୍ରେମ୍‌ କଲେ ଟ୍ରିବ୍ୟୁନାଲ; ଅଗଷ୍ଟ ୮ରେ ପରବର୍ତ୍ତୀ ଶୁଣାଣି

ଭୁବନେଶ୍ୱର,୧୨।୭(ବ୍ୟୁରୋ): ଓଡ଼ିଶା ଏବଂ ଛତିଶଗଡ଼ ମଧ୍ୟରେ ହୋଇଥିବା ମହାନଦୀ ଜଳ ବିବାଦ ମାମଲାରେ ମହାନଦୀ ଜଳ ବିବାଦ ଟ୍ରିବ୍ୟୁନାଲ ଶନିବାର ଇସ୍ୟୁ ଫ୍ରେମ୍‌ କରିଛନ୍ତି। ଅଧ୍ୟକ୍ଷ ଏଏମ୍‌…