‘ବନ୍ଦେ ଉତ୍କଳ ଜନନୀ’ ଗାଇ କରୋନା ଯୋଦ୍ଧାଙ୍କୁ ସମ୍ମାନ ଜଣାଇବାକୁ ଆହ୍ବାନ

ବାଲେଶ୍ୱର ଅଫିସ, ୩୦।୫- କରୋନା ଯୋଦ୍ଧାଙ୍କୁ ସମ୍ମାନ ଜଣାଇବା ଓ କରୋନା ବିରୋଧରେ ସଂଗ୍ରାମ ଉଦ୍ଦେଶ୍ୟରେ ୩୦ ତାରିଖ ସନ୍ଧ୍ୟାରେ ‘ବନ୍ଦେ ଉତ୍କଳ ଜନନୀ’ ସଙ୍ଗୀତ ଗାନ…

ଘରୋଇ କୋଚିଂ ସେଣ୍ଟର ଖୋଲିବା ପାଇଁ ଦାବି

ବାଲେଶ୍ୱର ଅଫିସ, ୩୦।୫-ବାଲେଶ୍ୱର ଜିଲା ତଥା ସହରରେ ଥିବା ଘରୋଇ କୋଚିଂ ସେଣ୍ଟର ଓ ଟ୍ୟୁଟୋରିଆଲଗୁଡ଼ିକ ଦୀର୍ଘଦିନ ଧରି ବନ୍ଦ ଥିବା କାରଣରୁ ଛାତ୍ରୀଛାତ୍ରଙ୍କର ବିଭିନ୍ନ ପ୍ରତିଯୋଗିତାମୂଳକ…

ଅଭିବୃଦ୍ଧି ଇଞ୍ଜିନର ମୁଖ୍ୟ ଚକା ଜାମ୍‌

ନୂଆଦିଲ୍ଲୀ,୩୦।୫: କରୋନା ଯୋଗୁ ହୋଇଥିବା ଲକ୍‌ଡାଉନ ଦେଶର ଅଭିବୃଦ୍ଧିକୁ ଗଭୀର ଭାବେ କ୍ଷତି ପହଞ୍ଚାଇଛି। ଘରୋଇ ବଜାରର ଅଭିବୃଦ୍ଧି ଲାଗି ପ୍ରମୁଖ ଯୋଗଦାନ ରଖୁଥିବା ସେବା କ୍ଷେତ୍ର…

କୋର୍‌ ସେକ୍ଟର ୩୮.୧% ଖସିଲା

ନୂଆଦିଲ୍ଲୀ,୩୦।୫: ଦେଶର ୮ କୋର୍‌ ସେକ୍ଟର ଅଭିବୃଦ୍ଧି ଏପ୍ରିଲରେ ୩୮.୧% ଖସିଛି। ଏହି କ୍ଷେତ୍ରଗୁଡିକ ଭିତ୍ତିଭୂମି ଶିଳ୍ପ ସହ ଜଡିତ। ଗତ ବର୍ଷ ସମାନ ସମୟରେ ଏହି…

୧୨ହଜାର କର୍ମଚାରୀଙ୍କୁ ଛଟେଇକଲା ବୋଇଂ

ଓ୍ବାଶିଂଟନ,୩୦।୫: ଆମେରିକାର ପ୍ରମୁଖ ବିମାନ ମାନୁଫାକ୍‌ଚରିଂ କମ୍ପାନୀ ବୋଇଂ ତା’ର ୧୨ ହଜର କର୍ମଚାରୀଙ୍କୁ ଛଟେଇ କରିଛି । କରୋନା ମହାମାରୀର ଭୟାବହତା କାରଣରୁ ସାରା ବିଶ୍ୱରେ…

ଥେରି ଡେଲାପୋର୍ଟେ ଓ୍ବିପ୍ରୋର ନୂଆ ସିଇଓ

ବାଙ୍ଗାଲୋର,୩୦।୫ : ଦେଶର ପ୍ରମୁଖ ଆଇଟି ସେବା ପ୍ରଦାନକାରୀ କମ୍ପାନୀ ଓି୍ବପ୍ରୋ କାପ୍‌ଜେମିନୀ ଗ୍ରୁପ୍‌ର ବରିଷ୍ଠ କାର୍ଯ୍ୟନିର୍ବାହୀ ଥେରି ଡେଲାପୋର୍ଟେଙ୍କୁ ଏହାର ନୂଆ ଏମ୍‌ଡି ତଥା ସିଇଓ…

ଖାଉଟି ମୂଲ୍ୟସୂଚୀ ୩୨୯ ପଏଣ୍ଟ

ଭୁବନେଶ୍ୱର,୩୦ା୫:ଦେଶର ଶିଳ୍ପ ଶ୍ରମିକଙ୍କ ଲାଗି ଉଦ୍ଦିଷ୍ଟ ହାରାହାରି ଖାଉଟି ମୂଲ୍ୟ ସୂଚୀ ମାର୍ଚ୍ଚରେ ୩୨୬ ପଏଣ୍ଟ ଥିଲା। ଏପ୍ରିଲରେ ଏଥିରେ ୩ ପଏଣ୍ଟ ବୃଦ୍ଧି ଘଟି ୩୨୯…

ବିତ୍ତୀୟ ନିଅଣ୍ଟ ଜିଡିପିର ୪.୬% ଛୁଇଁଲା

ନୂଆଦିଲ୍ଲୀ,୨୯।୫: ଆର୍ଥତ୍କ ବର୍ଷ ୨୦୧୯-୨୦ର ବିତ୍ତୀୟ ନିଅଣ୍ଟ( ସରକାରଙ୍କ ରାଜସ୍ବ ଏବଂ ଖର୍ଚ୍ଚ ମଧ୍ୟରେ ଥିବା ଦୂରତ୍ୱ) ଦେଶର ମୋଟ ଘରୋଇ ଉତ୍ପାଦ(ଜିଡିପି) ତୁଳନାରେ ୪.୬% ଛୁଇଁଛି।…

୧୧ ବର୍ଷର ନିମ୍ନ ସ୍ତରରେ ଜିଡିପି

ନୂଆଦିଲ୍ଲୀ,୩୦।୫: କରୋନା ପାଇଁ ହୋଇଥିବା ଲକ୍‌ଡାଉନ ଯୋଗୁ ସାରା ଦେଶରେ ଆର୍ଥତ୍କ କାର୍ଯ୍ୟକଳାପ ଠପ୍‌ ହୋଇ ପଡ଼ିଛି। ଏଭଳି ସ୍ଥିତିରେ ଆର୍ଥତ୍କ ବର୍ଷ ୨୦୧୯-୨୦ର ଚତୁର୍ଥ ତ୍ରୈମାସରେ…

ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ରେ ରେକର୍ଡ

ଢେଙ୍କାନାଳ ଅଫିସ, ୩୦ା୫ କରୋନା ସଙ୍କଟ ସମୟରେ ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମନିଯୁକ୍ତି ଯୋଜନା (ଏମ୍‌ଜିଏନ୍‌ଆର୍‌ଇଜିଏସ୍‌)କୁ ସଫଳତାର ସହ କାର୍ଯ୍ୟକାରୀ କରି ନୂଆ ରେକର୍ଡ…