ଜେଲ୍‌ରେ କରୋନା ଭୟ: ୧୭ ପଜିଟିଭ୍‌

ବ୍ରହ୍ମପୁର ଅଫିସ,୧୧ା୭-ଗଞ୍ଜାମ ଜିଲାରେ ଜୁଲଇ ଆରମ୍ଭରୁ କରୋନା ସ୍ଥିତି ବିପଦଜ୍ଜନକ ହେଉଥିବା ବେଳେ ତାହା ଏବେ ଘାତକ ସାଜିଛି। ଦୈନିକ କରୋନା ସଂକ୍ରମଣ ବୃଦ୍ଧି ହାର ଉପରକୁ…

ସାକ୍ଷୀ ଦେଇଥିବା ମହିଳାଙ୍କ ଝିଅଙ୍କୁ ଅଭିଯୁକ୍ତଙ୍କ ଆକ୍ରମଣ

ଶଙ୍କରାଖୋଲ,୧୧ା୭(ଡି.ଏନ୍‌.ଏ.)- ଏକ ଗଣ୍ଡଗୋଳ ମାମଲାରେ ସାକ୍ଷୀ ଦେଇଥିବା ମହିଳାଙ୍କ ଝିଅଙ୍କୁ ହତ୍ୟା ଉଦ୍ୟମ କରିବା ଅଭିଯୋଗରେ ଶୁକ୍ରବାର ଟିକାବାଲି ପୋଲିସ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କରିଛି। ସେ…

ପୁରୁଣା ଫଟୋ କପି ଦେଲା ଏଏସ୍‌ଆଇ

ପୁରୀ ଅଫିସ, ୧୧।୭: ଶ୍ରୀମନ୍ଦିର ରତ୍ନସିଂହାସନରୁ ପଦ୍ମଖୋଦିତ ପଥର ଉଭାନ ହେବା ଘଟଣାର ଖୋଳତାଡ଼ ଚାଲିଛି। ଶୁକ୍ରବାର ମନ୍ଦିର ରକ୍ଷଣାବେକ୍ଷଣ ଦାୟିତ୍ୱରେ ଥିବା ଭାରତୀୟ ପ୍ରତ୍ନତାତ୍ତ୍ବିକ ସର୍ବେକ୍ଷଣ…

ବୈଦ୍ୟୁତିକ ଗଣମାଧ୍ୟମ ପ୍ରତିନିଧି, ୨ ଫଟୋ ସାମ୍ବାଦିକଙ୍କୁ କରୋନା

ବ୍ରହ୍ମପୁର ଅଫିସ,୧୧ା୭- ବ୍ରହ୍ମପୁର ମହାନଗର ଅଞ୍ଚଳରେ କାର୍ଯ୍ୟରତ ଏକ ବୈଦ୍ୟୁତିକ ଗଣମାଧ୍ୟମ ପ୍ରତିନିଧି ଓ ୨ଜଣ ଫଟୋ ସାମ୍ବାଦିକ କରୋନା ସଂକ୍ରମିତ ହୋଇଛନ୍ତି। ସମସ୍ତଙ୍କୁ ଶୀତଳାପଲ୍ଲୀସ୍ଥିତ କୋଭିଡ୍‌…

ଲକ୍‌ଡାଉନ୍‌ରୁ ଲାଭ ଉଠାଉଛନ୍ତି ଯୁବ ଇଞ୍ଜିନିୟର

ଜଗତ୍‌ସିଂହପୁର ଅଫିସ,୧୧।୭: କରୋନା ଭୂତାଣୁ ଓ ଲକ୍‌ଡାଉନ୍‌, ଶଟ୍‌ଡାଉନଜନିତ ପରିସ୍ଥିତି ଯୋଗୁ ଅନେକେ ଚାକିରି ହରାଇ ବେରୋଜଗାର ହୋଇଯାଇଛନ୍ତି। ହଜାର ହଜାର ଲୋକ ହାତବାନ୍ଧି ହତାଶ ହୋଇ…

ମାନବ ଅଧିକାର କମିଶନଙ୍କୁ ଫେରାଦ ହେଲା ଭାଜପା

ଭୁବନେଶ୍ୱର, ୧୧।୭(ବ୍ୟୁରୋ): ଜଗତସିଂହପୁର ମୁଖ୍ୟ ହସ୍ପିଟାଲରେ ଏକ ଅମାନବୀୟ ଘଟଣା ଘଟିଛି। ଡାକ୍ତରଙ୍କ ଅବହେଳା ଯୋଗୁ ଜଗତସିଂହପୁର ଜିଲା ଏରସମା ବ୍ଲକ କଟିଜଙ୍ଗୀ ଗାଁର ଏକ ଦମ୍ପତିଙ୍କ…

ମୁକେଶ ଜୈନ ଗିରଫ

ବାଲେଶ୍ୱର ଅଫିସ,୧୧।୭: ପୁରୀ ରଥଯାତ୍ରା ପ୍ରସଙ୍ଗରେ ରାୟ ଦେଇଥିବା ସୁପ୍ରିମକୋର୍ଟ ପ୍ରଧାନ ବିଚାରପତି ଏସ୍‌.ଏ. ବୋବଡେଙ୍କ ବିରୋଧରେ ସାମାଜିକ ଗଣମାଧ୍ୟମରେ ଅଶାଳୀନ ମନ୍ତବ୍ୟ ଦେଇଥିବା ଅଭିଯୋଗରେ ଦାରାସେନାର…

ରାଜ୍ୟରେ କରୋନା ସଂକ୍ରମଣ ହାର ବୃଦ୍ଧି

ଭୁବନେଶ୍ୱର, ୧୧।୭(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ହାରରେ ହଠାତ୍‌ ବୃଦ୍ଧି ଘଟିଛି। ଜୁନ୍‌ ମାସ ପର୍ଯ୍ୟନ୍ତ ଓଡ଼ିଶାରେ ଏହି ସଂକ୍ରମଣ ହାର ବେଶ୍‌ ସନ୍ତୋଷଜନକ ଥିବାବେଳେ ଜୁଲାଇ…

ଜିଲାସ୍ତରୀୟ କ୍ଷୁଦ୍ର ଲୋକ ଅଦାଲତ

କେନ୍ଦୁଝର,୧୧ା୭(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଆଇନ ସେବା ପ୍ରାଧିକରଣ ଆନୁକୂଲ୍ୟରେ ଜିଲା କୋର୍ଟ ମଧ୍ୟରେ ଜିଲାସ୍ତରୀୟ କ୍ଷୁଦ୍ର ଲୋକ ଅଦାଲତ ଅନୁଷ୍ଠିତ ହୋଇଯାଇଛି। କୋଭିଡ୍‌-୧୯ ମାର୍ଗଦର୍ଶିକା ଅନୁଯାୟୀ ଉକ୍ତ…

ହାତୀଛୁଆର ଗଳିତ ମୃତଦେହ ଉଦ୍ଧାର ଘଟଣା: ଗୁଆଲି ଫରେଷ୍ଟର, ଫରେଷ୍ଟଗାର୍ଡ ନିଲମ୍ବିତ

କେନ୍ଦୁଝର,୧୧ା୭ (ସ୍ବ.ପ୍ର.)-କେନ୍ଦୁଝର ଜିଲା ବଡବିଲ ରେଞ୍ଜ ଗୁଆଲି ସେକ୍ସନ ସିଦ୍ଧମଠ ସଂରକ୍ଷିତ ଜଙ୍ଗଲ ଚୋରମାଲଦା ନିକଟରୁ ଏକ ୪ ବର୍ଷର ହାତୀଛୁଆର ଗଳିତ ମୃତଦେହ ଉଦ୍ଧାର କରାଯାଇଥିଲା।…