ଜଙ୍ଗଲରେ ବିବାହ ବାର୍ଷିକୀ ପାଳନ କରୁଥିଲେ ଏହି ବ୍ୟକ୍ତି, ଆଉ ତା’ପରେ…

ସୋସିଆଲ ମିଡିଆରେ ଏକ ମଜାଦାର ଭିଡିଓ ଭାଇରାଲ ହୋଇଛି। ଭିଡିଓରେ ଜଣେ ବ୍ୟକ୍ତି ନିଜ ବିବାହ ବାର୍ଷିକୀ ଜଙ୍ଗଲରେ ପାଳନ କରୁଥିବାବେଳେ ଏକ କୁନି ମାଙ୍କଡ ସବୁ…

ହାତବାନ୍ଧି ବସିଛନ୍ତି ଚାଷୀ

କେନ୍ଦ୍ରାପଡ଼ା ଅଫିସ,୧୦।୭: ମୌସୁମୀ ପ୍ରବେଶକୁ ଇତିମଧ୍ୟରେ ୩ସପ୍ତାହ ବିତିଗଲାଣି। ହେଲେ କେନ୍ଦ୍ରାପଡ଼ା ଜିଲାରେ ଆଶାନୁରୂପକ ବର୍ଷା ହୋଇନାହିଁ। ଆସନ୍ତା ୧୦ ତାରିଖ ମଧ୍ୟରେ କେନାଲରେ ପାଣି ଅଥବା…

ପ୍ରକଳ୍ପ ଅସମ୍ପୂର୍ଣ୍ଣ: ରେଳ ଚଳାଚଳ ନେଇ ଅନିଶ୍ଚିତତା

ଯାଜପୁର ଅଫିସ,୧୦।୭ - ଉପକୂଳ ଓଡ଼ିଶାର ଯାଜପୁର, କେନ୍ଦ୍ରାପଡ଼ା ଏବଂ ଜଗତସିଂହପୁର ଜିଲାକୁ ରେଳରାସ୍ତା ମାଧ୍ୟମରେ ଯୋଡୁଥିବା ୮୨ କିଲୋମିଟର ଲମ୍ବ ହରିଦାସପୁର-ପାରାଦୀପ ରେଳପଥରେ ଖୁବ୍‌ଶୀଘ୍ର ମାଲବାହୀ…

କରୋନା ଚିକିତ୍ସା: ୪ ଜିଲାରେ ଡିଏମ୍‌ଏଫ୍‌ ପାଣ୍ଠିରୁ ଖର୍ଚ୍ଚ ହେବ

ଭୁବନେଶ୍ୱର, ୧୦।୭(ବ୍ୟୁରୋ): କରୋନା ସମ୍ପର୍କିତ ଉଚ୍ଚ କ୍ଷମତାସମ୍ପନ୍ନ ମନ୍ତ୍ରୀସ୍ତରୀୟ ବୈଠକ ଗୁରୁବାର ଭିଡିଓ କନ୍‌ଫରେନ୍ସ ଜରିଆରେ ଅନୁଷ୍ଠିତ ହୋଇଛି। ଅର୍ଥ ଓ ଅବକାରୀ ମନ୍ତ୍ରୀ ନିରଞ୍ଜନ ପୂଜାରୀଙ୍କ…

ଏମିତି ମାନବିକତା ଦେଖାଇଲେ ମହିଳା, ସମସ୍ତେ କଲେ ସଲାମ

ଜଣେ ମହିଳା ନିଜ ମାନବିକତା ଦେଖାଇ ଚର୍ଚ୍ଚାକୁ ଆସିଛନ୍ତି। କେରଳର ତିରୁଭଲ୍ଲା ଟାଉନରେ ସେଲ୍ସଓମେନ ଭାବେ କାର୍ଯ୍ୟ କରୁଥିବା ସୁପ୍ରିୟା ଜଣେ ଦୃଷ୍ଟିହୀନ ବ୍ୟକ୍ତି ସହାୟତା କରୁଥିବା…

ସଫଳ ହେଲା ବିରଳ ଅସ୍ତ୍ରୋପଚାର: ଯୋଡ଼ାହେଲା କଟା ହାତ

ଭୁବନେଶ୍ୱର,୧୦।୭(ବ୍ୟୁରୋ): ସଡକ ଦୁର୍ଘଟଣାରେ କଟିଯାଇଥିବା ଜଣେ ବ୍ୟକ୍ତିଙ୍କ ହାତକୁ ବିରଳ ଅସ୍ତ୍ରୋପଚାର ମାଧ୍ୟମରେ ଯୋଡାଯାଇଛି। କଳିଙ୍ଗ ହସ୍ପିଟାଲରେ ଏକ ସ୍ବତନ୍ତ୍ର ଡାକ୍ତରୀ ଟିମ୍‌ ଜଣେ ୨୪ ବର୍ଷୀୟ…

ପୁଣି ଜଣେ ରାଷ୍ଟ୍ରପତିଙ୍କୁ କରୋନା

ଲା ପାଜ୍‌,୧୦।୭: ବୋଲଭିଆର ଅନ୍ତରୀଣ ରାଷ୍ଟ୍ରପତି ଜିନାଇନ୍‌ ଅନେଜ କରୋନା ଆକ୍ରାନ୍ତ ହୋଇଛନ୍ତି। ଏନେଇ ନିଜେ ଟୁଇଟ୍‌ ଯୋଗେ ସୂଚନା ଦେଇଛନ୍ତି ରାଷ୍ଟ୍ରପତି। ୫୩ ବର୍ଷୀୟ ଜିନାଇନ୍‌…

ଭୁଶୁଡ଼ିବାର ଅଢେଇ ବର୍ଷ ବିତିଲା: ତିଆରି ହେଲାନି ପାର୍ବତୀ ସାଗର ପାଚେରି

ପୁରୀ ଅଫିସ,୧୦।୭: ଶ୍ରୀକ୍ଷେତ୍ରରେ ଅନେକ ତୀର୍ଥ ପୁଷ୍କରିଣୀ ରହିଛି। ହେଲେ ଏସବୁର ରକ୍ଷଣାବେକ୍ଷଣ ଦିଗରେ ଉପଯୁକ୍ତ ଧ୍ୟାନ ଦିଆଯାଉ ନାହିଁ। ଫଳରେ ଦିନକୁ ଦିନ ଏକାଧିକ ତୀର୍ଥ…

ଆଦିତ୍ୟ ଦାସ ମୃତ୍ୟୁ ଘଟଣା: ମୋବାଇଲ୍‌ ଖୋଲିବ ମୃତ୍ୟୁ ରହସ୍ୟ, ଫରେନ୍‌ସିକ୍‌ ଲାବ୍‌ ପଠାଯିବ ଡାଏରି ଲେଖା

ଭୁବନେଶ୍ୱର,୧୦।୭ (ବ୍ୟୁରୋ): ଯୁବ ସାମାଜିକ କର୍ମୀ ତଥା ପ୍ରେରଣାଦାୟୀ ଭାଷଣ (ମୋଟିଭେଶନାଲ ସ୍ପିଚ୍‌) ଦେଉଥିବା ଆଦିତ୍ୟ ଦାସଙ୍କ ମୃତ୍ୟୁ ମାମଲାରେ ଆସିଛି ନୂଆ ମୋଡ଼। ଗୁରୁବାର ଆଦିତ୍ୟଙ୍କ…

ପରଲୋକରେ ମନୋଜ ପଣ୍ଡା

ଭୁବନେଶ୍ୱର,୧୦।୭(ବ୍ୟୁରୋ): ବିଶିଷ୍ଟ ସାହିତି୍ୟକ ତଥା ଲେଖକ ମନୋଜ କୁମାର ପଣ୍ଡାଙ୍କର ଗୁରୁବାର ପରଲୋକ ଘଟିଛି। ତାଙ୍କୁ ୬୫ବର୍ଷ ବୟସ ହୋଇଥିଲା। ହୃଦ୍‌ଘାତରେ ତାଙ୍କର ମୃତ୍ୟୁ ଘଟିଥିବା ଜଣାପଡିଛି।…