ବାତ୍ୟା ‘ଅମ୍ଫନ’ ସହାୟତା: ୧୧ଲକ୍ଷ ଦେଲେ ରାଜ୍ୟପାଳ

ଭୁବନେଶ୍ୱର, ୨୮।୫(ବ୍ୟୁରୋ): ରାଜ୍ୟପାଳ ଗଣେଶୀ ଲାଲ ମୁଖ୍ୟମନ୍ତ୍ରୀ ରିଲିଫ୍‌ ପାଣ୍ଠିକୁ ୧୧ ଲକ୍ଷ ଟଙ୍କା ଦାନ କରିଛନ୍ତି । ବାତ୍ୟା ‘ଅମ୍ଫନ’ର ପୁନରୁଦ୍ଧାର କାର୍ଯ୍ୟ ପାଇଁ ସେ…

୭୦୦ ପରିବାରଙ୍କ ଦାୟିତ୍ୱ ନେଲେ ଅଜୟ ଦେବଗନ

କରୋନା ମୁକାବିଲାରେ ବଲିଉଡର ତାରକାମାନେ ସହାୟତାର ହାତ ବଢାଇଛନ୍ତି। ଏବେ ଏଥିରେ ନିଜକୁ ସାମିଲ କରିଛନ୍ତି ଅଭିନେତା ଅଜୟ ଦେବଗନ। ପୂର୍ବରୁ ସେ ଫିଲ୍ମ ଇଣ୍ଡଷ୍ଟ୍ରିର ଶ୍ରମିକମାନଙ୍କୁ…

ପଙ୍ଗପାଳକୁ ସାମ୍ନା କରିବାକୁ ପ୍ରସ୍ତୁତ ହେଉଛନ୍ତି ଦିଲ୍ଲୀ ସରକାର

ନୂଆଦିଲ୍ଲୀ,୨୮।୫: ପାକିସ୍ତାନରୁ ଆସିଥିବା ପଙ୍ଗପାଳ ଦଳ ଏବେ ଭାରତର କିଛି ରାଜ୍ୟରେ ବ୍ୟାପିଯିବା ଫଳରେ ଏବେ ଏହା ଚାଷୀଙ୍କ ଚିନ୍ତାର କାରଣ ପାଲଟି ଯାଇଛି। କିଛିଦିନ ମଧ୍ୟରେ…

ଲକ୍‌ଡାଉନ୍‌ରେ ଗାଡ଼ି ଚଲାଉଛନ୍ତି ରିତେଶ

କରୋନା ଭାଇରସକୁ ନେଇ ସାରା ଦେଶରେ ଲକ୍‌ଡାଉନ ଜାରି ରହିଥିବା ବେଳେ ବଲିଉଡ୍‌ର ଫିଲ୍ମ ଶୁଟିଂ ବନ୍ଦ ରହିଛି। ଏହି ସମୟରେ କଳାକାରମାନେ ନିଜ ପରିବାର ସହ…

କରୋନା ଚିକିତ୍ସା ପାଇଁ ହାଇଡ୍ରୋକ୍ସିକ୍ଲୋରୋକୁଇନ ବ୍ୟବହାର କରିବାକୁ ମନା କଲା ୟୁରୋପିୟନ ୟୁନିୟନ

ଫ୍ରାନ୍ସ,୨୮।୫: କରୋନା ଭାଇରସର ଚିକିତ୍ସା ପାଇଁ କିଛି ଦେଶ ହାଇଡ୍ରୋକ୍ସିକ୍ଲୋରୋକୁଇନ ଔଷଧ ବ୍ୟବାହର କରୁଥିବା ବେଳେ ବୁଧବାର ୟୁରୋପିୟନ ୟୁନିୟନ ଏହାକୁ ବ୍ୟାନ କରିଛନ୍ତି। ଏହାକୁ ନେଇ…

ଓଡ଼ିଶା: ଆଜିର ଫଟୋ

କମିଶନରେଟ୍‌ ପୋଲିସ(ସିପି) ଅଫିସରେ ସିପି ସୁଧାଂଶୁ ଷଡ଼ଙ୍ଗୀ ଭୁବନେଶ୍ୱରରେ ସାମାଜିକ ଦୂରତା ଏବଂ ମାସ୍କ ପିନ୍ଧିବା ନିୟମକୁ କାର୍ଯ୍ୟକାରୀ କରିବା ନିମନ୍ତେ ଡ୍ରୋନ୍‌ ବ୍ୟବହାରର ଶୁଭାରମ୍ଭ କରିଛନ୍ତି।…

ଭିଜିଲାନ୍ସ ହାତରେ ଢିପିସାହି ସମବାୟ ସମିତି ସମ୍ପାଦକ

ନୟାଗଡ ଅଫିସ,୨୮।୫-ବିହନ ଦେବା ପାଇଁ ଜଣେ ଚାଷୀଙ୍କଠାରୁ ୧୫ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ ଗୁରୁବାର ନୟାଗଡ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି ଢିପିସାହି ସମବାୟ ସମିତି ସମ୍ପାଦକ…

ବାଲୁକା କଳା ମାଧ୍ୟମରେ ସୋନୁ ସୁଦଙ୍କୁ ଧନ୍ୟବାଦ ଜଣାଇଲେ ଶିଳ୍ପୀ ଅଶୋକ

କରୋନା ମୁକାବିଲାରେ ବଲିଉଡ୍‌ ତାରକାମାନେ ସହାୟତାର ହାତ ବଢ଼ାଉଥିବା ବେଳେ ପ୍ରବାସୀ ଶ୍ରମିକଙ୍କ ପାଇଁ ଯାନବାହାନର ବନ୍ଦୋବ୍ୟସ୍ତ କରି ଅଭିନେତା ସୋନୁ ସୁଦ ଏବେ ଚର୍ଚ୍ଚାରେ। ଏହି…

ମହାରାଷ୍ଟ୍ରରେ ୨୪ ଘଣ୍ଟାରେ ୧୩୧ କରୋନା ଯୋଦ୍ଧା ସଂକ୍ରମିତ

ମୁମ୍ବାଇ,୨୮।୫: ମହାରାଷ୍ଟ୍ରରେ କରୋନା ସଂକ୍ରମଣ ବେଳକୁ ବେଳ ସଙ୍ଗିନ ହେବାରେ ଲାଗିଛି। ତେବେ ଗତ ୨୪ ଘଣ୍ଟା ମଧ୍ୟରେ ୧୩୧ ଜଣ ପୋଲିସ କରୋନାରେ ସଂକ୍ରମିତ ହେବା…

ଡଚ୍‌ ଫର୍ମୁଲା-୧ ଗ୍ରାଁ ପ୍ରି ଅସନ୍ତାବର୍ଷକୁ ସ୍ଥଗିତ

ଦି ହଗ୍‌,୨୮।୫: କୋଭିଡ-୧୯ ମହାମାରୀ କାରଣରୁ ଆଉ ଏକ ବଡ଼ କ୍ରୀଡ଼ା ଇଭେଣ୍ଟକୁ ସ୍ଥଗିତ ରଖାଯାଇଛି। ଡଚ୍‌ ଫର୍ମୁଲା-୧ ଗ୍ରାଁ ପ୍ରିକୁ ଆସନ୍ତାବର୍ଷକୁ ସ୍ଥଗିତ ରଖାଯାଇଛି। ୧୯୮୫…