‘ବ୍ୟାଡ୍‌ ଲାଇଟ୍‌’ ନିୟମ ପରିବର୍ତ୍ତନ ଚାହାନ୍ତି ହୁସେନ

ସାଉଥାମ୍ପଟନ, ୧୦ା୭ (ପି.ଟି.)-‘ବ୍ୟାଡ୍‌ ଲାଇଟ୍‌’ ନିୟମ ବର୍ଷ ବର୍ଷ ଧରି ଟେଷ୍ଟ ମ୍ୟାଚଗୁଡ଼ିକୁ ପ୍ରଭାବିତ କରିଆସୁଛି। ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି) ଏହି ନିୟମର ପରିବର୍ତ୍ତନ କରିବା…

ଇସ୍ରାଏଲ୍‌ ଟିମ୍‌ରେ ଯୋଗଦେବେ ଫ୍ରୁମ୍‌

ଓ୍ବାଶିଂଟନ, ୧୦ା୭ (ଏପି)-ଟିମ୍‌ ଲିଡର ମର୍ଯ୍ୟାଦା ହରାଇବାରୁ ୪ଥର ଟୁର୍‌ ଡି’ ଫ୍ରାନ୍ସ ବିଜେତା ଖ୍ରିସ୍‌ ଫ୍ରୁମ୍‌ ଟିମ୍‌ ଇନୋସ୍‌ ଛାଡ଼ିିବେ। ଦିନକୁ ଦିନ ଭଲ ପ୍ରଦର୍ଶନ…

ଅତିରିକ୍ତ ତହସିଲଦାରଙ୍କୁ ଦୁର୍ବ୍ୟବହାର : ଭାଜପାର ପୂର୍ବତନ ଜିଲା ସଭାପତିଙ୍କ ନାମରେ ଏତଲା

ବାରିପଦା ଅଫିସ/ରାସଗୋବିନ୍ଦପୁର,୧୦ା୭(ଡି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ତହସିଲ କାର୍ଯ୍ୟାଳୟରେ ପଶି ଅତିରିକ୍ତ ତହସିଲଦାରଙ୍କୁ ଧମକ ଦେଇଥିବା ଅଭିଯୋଗରେ ଭାଜପାର ପୂର୍ବତନ ଜିଲା ସଭାପତି କୃଷ୍ଣଚନ୍ଦ୍ର ମହାପାତ୍ରଙ୍କ ନାମରେ…

ଖଣି ପାଇଁ ବଳି ପଡ଼ିବ ୯ ଲକ୍ଷ ଗଛ

କେନ୍ଦୁଝର, ୧୦ା୭ (ସ୍ବ.ପ୍ର.)-ନୂଆ ଖଣି ଖନନ ପାଇଁ କେନ୍ଦୁଝର ଜିଲା ଯୋଡ଼ା ବ୍ଲକ ଅନ୍ତର୍ଗତ ଗୁଆଲି ପଞ୍ଚାୟତ ଅଧୀନ ଗନ୍ଧଲପଡା ଗ୍ରାମ ନିକଟ ଶାଳ ଜଙ୍ଗଲ ପରିପୂର୍ଣ୍ଣ…

ରେଫରି ଆସେସର କୋର୍ସ କରିବେ ସୁଶାନ୍ତ

କଟକ ଅଫିସ,୧୦ା୭- ଅଲ ଇଣ୍ଡିଆ ଫୁଟବଲ ଫେଡେରେଶନ(ଏଆଇଏଫଏଫ) ଆନୁକୂଲ୍ୟରେ ଜୁଲାଇ ୧୪ରୁ ୧୬ ପର୍ଯ୍ୟନ୍ତ ବିଧିବଦ୍ଧ ପ୍ଲାଟଫର୍ମ ଜରିଆରେ ଏକ ରେଫରି ଆସେସର କୋର୍ସ ଅନୁଷ୍ଠିତ ହେବ।…

ଘର ଘର ବୁଲି ସ୍ବାସ୍ଥ୍ୟଯାଞ୍ଚର ଶୁଭାରମ୍ଭ କଲେ ଜିଲାପାଳ

ଶେରଗଡ଼,୧୦ା୭(ଡି.ଏନ୍‌.ଏ.)- ଗଞ୍ଜାମ ଜିଲାପାଳ ବିଜୟ ଅମୃତ କୁଲାଙ୍ଗେ ଶୁକ୍ରବାର ଶେରଗଡ଼ ବ୍ଲକ ଅଲାରିଗଡ଼ରେ ପହଞ୍ଚତ୍ ଘର ଘର ବୁଲି ସ୍ବାସ୍ଥ୍ୟ ଯାଞ୍ଚର ଶୁଭାରମ୍ଭ କରିଛନ୍ତି। କୌଣସି ଘର…

ଭାରତର ଏଫ୍‌ଆଇଏଚ୍‌ ପ୍ରୋ-ଲିଗ୍‌ ଅଭିଯାନ ଏପ୍ରିଲ୍‌ରେ

ଲାଉସାନେ, ୧୦ା୭ (ପି.ଟି.)-ଅନ୍ତର୍ଜାତୀୟ ହକି ମହାସଂଘ (ଏଫ୍‌ଆଇଏଚ୍‌) ଦ୍ୱାରା ସଂଶୋଧିତ କାର୍ଯ୍ୟସୂଚୀ ଗୁରୁବାର ଘୋଷଣା କରାଯାଇଛି। ଆସନ୍ତା ବର୍ଷ ଏପ୍ରିଲରେ ବିଦେଶରେ ଆର୍ଜେଣ୍ଟିନା ବିପକ୍ଷ ମ୍ୟାଚ ଖେଳି…

ଜୀବନ, ଜୀବିକାର ସୁରକ୍ଷା ଉପରେ ଗୁରୁତ୍ୱାରୋପ -ଉତ୍ତରାଞ୍ଚଳ ରାଜସ୍ବ କମିଶନରଙ୍କ କେନ୍ଦୁଝର ଗସ୍ତ

କେନ୍ଦୁଝର, ୧୦ା୭ (ସ୍ବ.ପ୍ର./ଡି.ଏନ୍‌.ଏ.)- ଉତ୍ତରାଞ୍ଚଳ ରାଜସ୍ବ କମିଶନର ନିରଞ୍ଜନ ସାହୁ ଗୁରୁବାର କେନ୍ଦୁଝର ଜିଲା ଗସ୍ତରେ ଆସି କୋଭିଡ୍‌-୧୯ ପରିଚାଳନା, ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ତଥା ଅନ୍ୟାନ୍ୟ କାର୍ଯ୍ୟକ୍ରମର କାଯର୍‌ୟାନ୍ବୟନ…

ଆଇପିଏଲ୍‌ ପାଇଁ ଆଗ୍ରହ ଦେଖାଇ ନାହିଁ ନ୍ୟୁଜିଲାଣ୍ଡ

ଓ୍ବେଲିଂଟନ, ୧୦ା୭ (ପି.ଟି.)-ଚଳିତବର୍ଷ ସ୍ଥଗିତ ରଖାଯାଇଥିବା ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌) ଆୟୋଜନ ପାଇଁ ନ୍ୟୁଜିଲାଣ୍ଡ ଆଗ୍ରହ ପ୍ରକାଶ କରିଥିବା ଯାହା ଶୁଣାଯାଉଛି ତାହା ଠିକ୍‌ ନୁହେଁ।…

ଲଡୁଗାଁକୁ ଶଟ୍‌ଡାଉନ ଘୋଷଣା କଲେ ସରପଞ୍ଚ

କୋକସରା, ୯।୭ (ଡି.ଏନ.ଏ.)- କଳାହାଣ୍ଡି ଜିଲା କୋକସରା ବ୍ଲକ ଲଡୁଗାଁ ପଞ୍ଚାୟତ ସଦର ଗଁାକୁ ସରପଞ୍ଚ କହ୍ନେଇ ଚରଣ ଦାସ ଗୁରୁବାର ଶଟ୍‌ଡାଉନ ଘୋଷଣା କରିଛନ୍ତି। ସଂକ୍ରମଣ…