ଓଡ଼ିଶା: ଆଜିର ଫଟୋ ( ଜୁଲାଇ ୮, ୨୦୨୦)

ନରାଜ ଆନିକଟରେ ମାଛ ଧରୁଛନ୍ତି ଧୀବର   ଯାତ୍ରୀ ନ ଥିବାରୁ କଟକ ବାଦାମବାଡ଼ି ବସଷ୍ଟାଣ୍ଡରେ ଛିଡ଼ା ହୋଇଥିବା ବସ ସିଏମସି ପକ୍ଷରୁ କଟକ ଚୌଧୁରୀ ବଜାର…

ଏହି ରାଜ୍ୟର କଣ୍ଟେନମେଣ୍ଟ ଜୋନରେ ଆହୁରି ୭ ଦିନ ବଢ଼ିଲା ଲକ୍‌ଡାଉନ

କୋଲକାତା,୮।୭: କରୋନା ସଂକ୍ରମଣ ବଢ଼ୁଥିବା ମାମଲାକୁ ଦେଖି ରାଜ୍ୟର କଣ୍ଟେନମେଣ୍ଟ ଜୋନ ଗୁଡ଼ିକରେ ଆହୁରି ୭ଦିନ ଯାଏ ଲକ୍‌ଡାଉନ ଅବଧିକୁ ବଢ଼ାଇବାକୁ ନିଷ୍ପତ୍ତି ନେଇଛନ୍ତି ପଶ୍ଚିମବଙ୍ଗ ସରକାର।…

ଶ୍ରୀଲଙ୍କାରେ ଠାବ ହେଲା ବିରଳ ଯମଜ ହାତୀ ଛୁଆ

କଲମ୍ବୋ, ୮।୭- ଦୁଇଟି ହାତୀ ଛୁଆ ସମାନ ମା’ଠାରୁ କ୍ଷୀର ଖାଉଥିବା ଶ୍ରୀଲଙ୍କାର ଜାତୀୟ ଉଦ୍ୟାନରେ ଦେଖିବାକୁ ମିଳିଛି। ହାତୀଟି ଏହି ୨ଟି ବିରଳ ଯମଜ ଛୁଆ…

ବିକାଶ ଦୁବେଙ୍କ ଗିରଫ ହୋଇଥିବା ୩ ସହଯୋଗୀଙ୍କ ମଧ୍ୟରୁ ଜଣେ କରୋନା ପଜିଟିଭ୍‌

କାନପୁର,୮।୭: କାନପୁରରେ ୮ଜଣ ପୋଲିସ କର୍ମଚାରୀଙ୍କୁ ହତ୍ୟା କରିଥିବା ଅଭିଯୁକ୍ତ ଦୁର୍ଦ୍ଦାନ୍ତ ଅପରାଧୀ ବିକାଶ ଦୁବେଙ୍କ ୩ସହଯୋଗୀଙ୍କ ମଧ୍ୟରୁ ଜଣଙ୍କୁ କରୋନା ପଜିଟିଭ୍‌ ହୋଇଥିବା ଜଣାପଡ଼ିଛି। ବୁଧବାର…

ଓଡିଶାରେ ପହଞ୍ଚିଲା ଆଉ ୨୦ହଜାର ଆଣ୍ଟିଜେନ୍‌ ଟେଷ୍ଟ କିଟ୍‌

ଭୁବନେଶ୍ୱର,୮।୭(ବ୍ୟୁରୋ)-ଓଡ଼ିଶାରେ ଆଉ ୨୦ହଜାର ଆଣ୍ଟିଜେନ୍‌ ଟେଷ୍ଟ କିଟ୍‌ ବୁଧବାର ଆସି ପହଞ୍ଚତ୍ଛି। ଏହାକୁ ରିଜିଓନାଲ ମେଡିକାଲ ରିସର୍ଚ୍ଚ ସେଣ୍ଟର(ଆର୍‌ଏମ୍‌ଆର୍‌ସି)ରେ ରଖାଯାଇଛି। ସେଠାରୁ ରାଜ୍ୟର ସମସ୍ତ ଜିଲା ଚିକିତ୍ସାଳୟ…

ଫିଲ୍ଡକୁ ଫେରିଲା କ୍ରିକେଟ୍ | Wait over, cricket returns | Sports Roundup

ଆଜିର ଏପିସୋଡରେ ଦେଖିବା ଆଜି ହେଉଛି ବିସିସିଆଇ ସଭାପତି ସୌରଭ ଗାଙ୍ଗୁଲିଙ୍କ ଜନ୍ମଦିନ । କୋଭିଡ୍ କଟକଣା ସହ ବିନା ଦର୍ଶକରେ କେଉଁଠି ଆରମ୍ଭ ହୋଇଛି ଟେଷ୍ଟ…

ଶିଶୁ ଭବନରୁ ଆଉ ଜଣେ ଶିଶୁ କରୋନା ଆକ୍ରାନ୍ତ

କଟକ ଅଫିସ,୮।୭-କଟକ ଶିଶୁ ଭବନରେ ବୁଧବାର ଦ୍ୱିତୀୟ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେ ହେଉଛନ୍ତି ଜଗତସିଂହପୁର ଅଞ୍ଚଳର ୬ ବର୍ଷର ଶିଶୁ ପୁତ୍ର। ଗତକାଲି ଶିଶୁ…

ଖାଦ୍ୟକୁ ଓଜନ କରି ଖାଉଛନ୍ତି କୋହଲି; କ’ଣ କହିଲେ ଅନୁଷ୍କା

ନୂଆଦିଲ୍ଲୀ, ୮।୭- ଭାରତୀୟ କ୍ରିକେଟ୍‌ ଦଳର ଅଧିନାୟକ ବିରାଟ କୋହଲି ନିଜ ଫିଟ୍‌ନେସକୁ ନେଇ ସର୍ବଦା ସଚେତନ ଥାଆନ୍ତି। ନିଜକୁ ଫିଟ୍‌ ରଖିବା ପାଇଁ ବିରାଟ ତାଙ୍କର…

ଅପରାଧୀ ବିକାଶ ଦୁବେ ମାମଲା: ଚୌବେପୁର ଥାନାର ପୂର୍ବତନ ଏସ୍‌ଓ ଗିରଫ

କାନପୁର,୮।୭: ୫ଲକ୍ଷ ଟଙ୍କା ପୁରସ୍କାର ଘୋଷଣା ହୋଇଥିବା ଦୁର୍ଦ୍ଦାନ୍ତ ଅପରାଧୀ ବିକାଶ ଦୁବେଙ୍କୁ ସହାୟତା କରୁଥିବା ୨ପୋଲିସ ଅଧିକାରୀଙ୍କୁ ଗିରଫ କରାଯାଇଛି। ବୁଧବାର ଚୌବେପୁରର ଥାନାର ନିଲମ୍ବିତ…

ଗଞ୍ଜାମ ଜିଲାକୁ ବନ୍ଦ ହେଲା ଟ୍ରେନ୍‌ ସେବା

ଭୁବନେଶ୍ୱର, ୮ା୭(ବ୍ୟୁରୋ)-ଗଞ୍ଜାମରେ କୋଭିଡ-୧୯ ସଂକ୍ରମଣର ଭୟାବହତାକୁ ଦୃଷ୍ଟିରେ ରଖି ଜିଲାରେ ଟ୍ରେନ୍‌ ସେବାକୁ ବନ୍ଦ କରାଯାଇଛି। ସଂକ୍ରମଣକୁ ରୋକିବା ପାଇଁ ଗଞ୍ଜାମ ଜିଲାର ସମସ୍ତ ଷ୍ଟେସନ ସହ…