ଆନନ୍ଦପୁର ପୌର ପରିଷଦ କାର୍ଯ୍ୟାଳୟରେ ଉତ୍ତେଜନା: ଯନ୍ତ୍ରୀ-ସ୍ବୟଂ ସହାୟିକା ଗୋଷ୍ଠୀ ମହିଳାଙ୍କ ଧସ୍ତାଧସ୍ତି

ଆନନ୍ଦପୁର,୨୭ା୫(ସ୍ବ.ପ୍ର.): ଆନନ୍ଦପୁର ପୌରପରିଷଦ କାର୍ଯ୍ୟାଳୟରେ ଯନ୍ତ୍ରୀ, ସହକାରୀ ଯନ୍ତ୍ରୀଙ୍କ ସହିତ ସ୍ବୟଂ ସହାୟିକା ଗୋଷ୍ଠୀ ମହିଳାଙ୍କ ବଚସା ପରେ ଧସ୍ତାଧସ୍ତି ହୋଇଛି। ଫକୀରପୁର ୮ ନଂ. ଓ୍ବାର୍ଡର…

ପଙ୍ଗପାଳ ଦାଉରୁ ରକ୍ଷା ପାଇଁ କୃଷି ପରାମର୍ଶ

ଭୁବନେଶ୍ୱର, ୨୭।୫(ବ୍ୟୁରୋ): ଫସଲ ପାଇଁ ବଡ଼ ଶତ୍ରୁ ହେଉଛନ୍ତି ପଙ୍ଗପାଳ କୀଟ। ବର୍ତ୍ତମାନ ପଙ୍ଗପାଳ ଦଳ ରାଜସ୍ଥାନ ଅତିକ୍ରମ କରି ମଧ୍ୟପ୍ରଦେଶରେ ପହଞ୍ଚି ଗଲେଣି। ଓଡ଼ିଶା ମାଡ଼ି…

ରାହୁଲ ଗାନ୍ଧୀ ଦେଶର ମନୋବଳକୁ ଦୁର୍ବଳ କରୁଛନ୍ତି: ରବିଶଙ୍କର ପ୍ରସାଦ

ନୂଆଦିଲ୍ଲୀ,୨୭।୫: କରୋନା ଭାଇରସକୁ ନେଇ ଦେଶରେ ଜାରି ହୋଇଥିବା ଲକ୍‌ଡାଉନ୍‌ ଏବଂ ଚାଇନା-ନେପାଳ ସହ ହୋଇଥିବା ସୀମା ବିବାଦକୁ ନେଇ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଭାଜପା…

ଗୁରୁବାରଠାରୁ ଚାଲିବ ଘରୋଇ ବସ୍‌

ଭୁବନେଶ୍ୱର,୨୭।୫(ବ୍ୟୁରୋ): ଗୁରୁବାରଠାରୁ ସାରା ରାଜ୍ୟରେ ଚାଲିବ ଘରୋଇ ବସ୍‌। ବସ ମାଲିକ ସଂଘ ସାଧାରଣ ପରିଷଦ ବୈଠକରେ ଏ ନେଇ ନିଷ୍ପତ୍ତି ନିଆଯାଇଛି। ଏ ନେଇ ସଂଘ…

ଚିଲିକାରେ ମାଛ ଧରୁଥିବା ବେଳେ ମତ୍ସ୍ୟଜୀବୀଙ୍କ ଜୀବନ ଗଲା

କୃଷ୍ଣପ୍ରସାଦ,୨୭ା୫(ଡି.ଏନ୍‌.ଏ.): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ନଳବଣ ନିକଟ ଚିଲିକାରେ ମାଛ ଧରୁଥିବା ବେଳେ ଜଣେ ମତ୍ସ୍ୟଜୀବୀଙ୍କ ବୁଧବାର ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ମୃତ ଶ୍ୟାମସୁନ୍ଦର ବେହେରାଙ୍କ…

ବ୍ୟବଚ୍ଛେଦ ପୂର୍ବରୁ ଜୀବିତ ହେଲେ ମୃତବ୍ୟକ୍ତି: ତଦନ୍ତ ନିର୍ଦ୍ଦେଶ ଦେଲେ ସ୍ବାସ୍ଥ୍ୟମନ୍ତ୍ରୀ

ରାଞ୍ଚି,୨୭।୫: ଝାଡ଼ଖଣ୍ଡରେ ଚିକିତ୍ସା ଲାଗି ଆସିଥିବା ଜଣେ ବ୍ୟକ୍ତିଙ୍କୁ ଡାକ୍ତର ମୃତ ଘୋଷଣା କରିଥିଲେ। ତେବେ ବ୍ୟବଚ୍ଛେଦ ପୂର୍ବରୁ ସମ୍ପୃକ୍ତ ବ୍ୟକ୍ତି ଜୀବିତ ଥିବା ଜଣାପଡ଼ିଥିଲା। ଏଖବର…

କଟକରେ ଖୋଲିଲା ପାର୍କ

କଟକ ଅଫିସ,୨୭।୫: କଟକରେ ଖୋଲିଲା ପାର୍କ। ଏ ନେଇ କଟକ ମହାନଗର ନିଗମ ପକ୍ଷରୁ ଟୁଇଟ୍‌ କରି ସୂଚନା ଦିଆଯାଇଛି। ସକାଳ ୭ଟାରୁ ୧୦ଟା ଓ ଅପରାହ୍ନ…

କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ପ୍ରତିଦିନ ୪୦ ରୁଟି, ୨୫ଟି ଇଡ୍‌ଲୀ ଖାଉଛନ୍ତି ଏହି ଯୁବକ

ବିହାରର ଏକ କ୍ୱାରାଣ୍ଟାଇନ୍‌‌ ସେଣ୍ଟରରେ ଏଭଳି ଘଟଣା ଦେଖିବାକୁ ମିଳିଛି। ଏଠାରେ ରହୁଥିବା ଜଣେ ଯୁବକଙ୍କ ଖାଦ୍ୟ ଦେଖି ସମସ୍ତେ ଆଶ୍ଚର୍ଯ୍ୟ ହୋଇଯାଇଛନ୍ତି। ସେ ଜଳଖିଆରେ ୪୦ଟି…

ମାଧୁରୀଙ୍କ ସ୍ବରର ଦିଓ୍ବାନା ହେଲେ ଶାହାରୁଖ୍‌

କରୋନା ଯୋଗୁ ଜାରି ରହିଥିବା ଲକ୍‌ଡାଉନ ସମୟରେ ବଲିଉଡ୍‌ ଧକ୍‌ ଧକ୍‌ ଗର୍ଲ ମାଧୁରୀ ଦୀକ୍ଷିତ ଗୀତ ‘କ୍ୟାଣ୍ଡେଲ’ ମାଧ୍ୟମରେ ସଂଗୀତ ଜଗତରେ ଡେବ୍ୟୁ କରିଛନ୍ତି। ଏହି…

ଦିଲ୍ଲୀରେ ୨୪ ଘଣ୍ଟାରେ ୭୯୨ ନୂଆ କରୋନା ସଂକ୍ରମିତ ଚିହ୍ନଟ: ୧୫ ମୃତ

ନୂଆଦିଲ୍ଲୀ,୨୭।୫: ଦିଲ୍ଲୀରେ ଗତ ୨୪ ଘଣ୍ଟା ମଧ୍ୟରେ ସର୍ବାଧିକ ୭୯୨ ଜଣ ନୂଆ କରୋନା ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଛି। ଏହି ସମୟ ମଧ୍ୟରେ ଏଠାରେ ୧୫ ଜଣଙ୍କ…