ମାଲକାନଗିରିରେ ଆଉ ୩ କରୋନା ପଜିଟିଭ୍‌: ସିଲ୍‌ ହେଲା ଡାକ୍ତରଖାନା

ମାଲକାନଗିରି,୮ା୭(ଡି.ଏନ୍‌.ଏ.): ମାଲକାନଗିରି ଜିଲାରେ ବୁଧବାର ପୁଣି  ୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରେ ଜଣେ ଜିଲା ସଦର ମହକୁମା ଡାକ୍ତରଖାନାରେ ଭର୍ତ୍ତି ହୋଇଥିବାରୁ ଏହାକୁ…

ପିପିଇ କିଟ୍‌ ପିନ୍ଧି ପାନ ବିକୁଛନ୍ତି ଏହି ବ୍ୟକ୍ତି

ବନାରସ ପାନ ସବୁଆଡେ ଲୋକପ୍ରିୟ। ତେବେ କରୋନା ଭାଇରସ ଯୋଗୁ ଏଠାରେ ଜଣେ ପାନ ଦୋକାନୀ ପିପିଇ କିଟ୍‌ ପିନ୍ଧି ପାନ ବିକ୍ରି କରୁଛନ୍ତି। ସେ ହେଲେ…

ଭୁବନେଶ୍ୱରରେ ବଢ଼ୁଛି କରୋନା ସଂକ୍ରମଣ: ଚିହ୍ନଟ ହେଲେ ଆଉ ୪୬ ସଂକ୍ରମିତ; ମୋଟ ଆକ୍ରାନ୍ତ ସଂଖ୍ୟା ୫ଶହ ଟପିଲା

ଭୁବନେଶ୍ୱର,୮।୭(ବ୍ୟୁରୋ): ରାଜଧାନୀରେ ବୁଧବାର ଆଉ ୪୬ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିରୁ ୨୨ କ୍ୱାରାଣ୍ଟାଇନ୍‌ କେସ୍‌ ରହିଥିବା ବେଳେ ୨୪ ଲୋକାଲ୍‌ କେସ୍‌ ରହିଛି।…

ଭାଇରସ୍‌ ନଷ୍ଟ ହେଲେ ମାତ୍ର ଦେଢ଼ ଦିନରେ ଧ୍ୱଂସ ପାଇଯିବ ପୃଥିବୀ!

ଭାଇରସ୍‌ ବା ଭୂତାଣୁ ଜୀବଜଗତ ପାଇଁ ଯେତିକି ହାନିକାରକ ସେତିକି ଲାଭଦାୟକ ମଧ୍ୟ। ଭାଇରସ ବିନା ପୃଥିବୀରେ ଜୀବନ ଧାରଣ ଅସମ୍ଭବ। ଯଦି ଅଚାନକ ପୃଥିବୀରୁ ସମସ୍ତ…

ପୁଅ ବେଶରେ କ୍ରିକେଟ ଏକାଡେମୀରେ ପ୍ରବେଶ କରିଥିଲେ ଏହି ମହିଳା କ୍ରିକେଟର୍‌

ଚଳିତବର୍ଷ ଟି -୨୦ ବିଶ୍ୱକପରେ ଭାରତୀୟ ମହିଳା କ୍ରିକେଟ ଷ୍ଟାର ଶେଫାଳି ସଫଳତା ଅର୍ଜନ କରିଥିଲେ। ମାତ୍ର ୧୬ ବର୍ଷ ବୟସରେ ଏହି ଖେଳାଳି ଅଷ୍ଟ୍ରେଲିଆ, ଇଂଲଣ୍ଡ…

ବର୍ଷା ଯୋଗୁ ଇଂଲଣ୍ଡ- ଓ୍ବେଷ୍ଟଇଣ୍ଡିଜ ଟେଷ୍ଟ ବିଳମ୍ବିତ

ସାଉଥାମ୍ପଟନ,୮।୭(ଏପି): କୋଭିଡ୍‌-୧୯ ମହାମାରୀ କାରଣରୁ ଗତ ଦୀର୍ଘ କେତେମାସ ହେବ ସ୍ଥଗିତ ରହିବା ପରେ ଏବେ କ୍ରିକେଟ ଆରମ୍ଭ ହେବାକୁ ଯାଉଛି। ସ୍ଥାନୀୟ ଦି ରୋଜ ବଲ୍‌…

ଡିଜିଟାଲ ପ୍ଲାଟଫର୍ମରେ ରିଲିଜ୍‌ ହେବ ରାଜକୁମାରଙ୍କ ଅଭିନୀତ ଏହି ଫିଲ୍ମ: ଜାଣନ୍ତୁ କେବେ ଆସିବ ପ୍ରିମିୟର

ମୁମ୍ବାଇ: ବଲିଉଡ୍‌ ନିର୍ଦ୍ଦେଶକ ହଂସଲ ମେହେତାଙ୍କ ନିର୍ଦ୍ଦେଶିତ ଫିଲ୍ମ ଓମେର୍ଟାକୁ ଥିଏଟର ପରେ ଏବେ ଡିଜିଟାଲ ପ୍ଲାଟଫର୍ମରେ ରିଲିଜ୍‌ କରାଯିବାକୁ ନିଷ୍ପତ୍ତି ନିଆଯାଇଛି। ଜୁଲାଇ ୨୫ରେ ଜି୫ରେ…

କେ. ଝାଲରସିଂକୁ ୭ ଦିନ କଣ୍ଟେନମେଣ୍ଟ ଜୋନ ଘୋଷଣା କଲେ ଜିଲାପାଳ

ଆର.ଉଦୟଗିରି,୮।୭:(ଡି.ଏନ୍‌.ଏ.): ଗଜପତି ଜିଲା ନୂଆଗଡ଼ ବ୍ଲକରେ ଗତ ୨ ଦିନ ମଧ୍ୟରେ ୨୧ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ କେ, ଝାଲରସିଂରୁ ୯ ,…

କଟକବାସୀଙ୍କୁ ଡରାଇଲାଣି କରୋନା: ୨୦୦ ଡେଇଁଲା ଆକ୍ରାନ୍ତଙ୍କ ସଂଖ୍ୟା

କଟକ ଅଫିସ,୮।୭- କଟକ ସହରରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨ଶହ ପାର କରିଛି। ବୁଧବାର ଏହି ସଂଖ୍ୟା ୨୦୨ରେ ପହଞ୍ଚିଛି। ମଙ୍ଗଳବାର ସହରରୁ ୪ଜଣ ଆକ୍ରାନ୍ତ ଚିହ୍ନଟ…

ଚାଇନାର ଧମକ: ଏହା ଆରମ୍ଭ ମାତ୍ର, ଆହୁରି କରୋନା କ୍ଷତି ସହିବ ବିଶ୍ୱ

ବେଜିଂ,୮।୭: ଆମେରିକାର ଚାପ ପଡିବା ସତ୍ତ୍ୱେ ଚାଇନା ସାରା ବିଶ୍ୱକୁ ପୁଣି ଧମକ ଦେଇଛନ୍ତି। କରୋନା ଯୋଗୁ ସାରା ବିଶ୍ୱ ଆହୁରି କ୍ଷତି ସହିବ ବୋଲି ଚାଇନା…