ବଢ଼ିଲା ମଧ୍ୟାହ୍ନଭୋଜନ ମୁଣ୍ଡ ପିଛା ଖର୍ଚ୍ଚ

ଭୁବନେଶ୍ୱର, ୨୭।୫(ବ୍ୟୁରୋ): ମଧ୍ୟାହ୍ନଭୋଜନ ପାଇଁ ରାଜ୍ୟ ସରକାର ମଙ୍ଗଳବାର ଦର ବୃଦ୍ଧି କରିଛନ୍ତି। ପ୍ରାଥମିକ ସ୍କୁଲ ଛାତ୍ରୀଛାତ୍ରଙ୍କ ମଧ୍ୟାହ୍ନଭୋଜନ ପାଇଁ ଜଣ ପିଛା ରାଶନ ବାବଦକୁ ୪…

ପ୍ରତିଦିନ ୪,୫୦୦ ଖାଦ୍ୟ ପ୍ୟାକେଟ୍‌ ବାଣ୍ଟୁଛନ୍ତି ଅମିତାଭ ବଚ୍ଚନ

ସାରା ବିଶ୍ୱ ଏବେ କରୋନା ଭୂତାଣୁ ସହ ଲଢେଇ କରୁଛି। ଏହି ସମୟରେ ପ୍ରତିଷ୍ଠିତ ବ୍ୟକ୍ତିମାନେ ବିଭିନ୍ନ ସହାୟତା ପାଇଁ ଆଗେଇ ଆସୁଛନ୍ତି। ଏଥିରେ ସାମିଲ ହୋଇଛନ୍ତି…

ମଦ ଗ୍ରାହକଙ୍କୁ ଠକିଲେ ଏତଲା

ଭୁବନେଶ୍ୱର,୨୭।୫(ବ୍ୟୁରୋ): ଅନ୍‌ଲାଇନ ଜରିଆରେ ମଦ ବିକ୍ରି ସମୟରେ ଗ୍ରାହକ ଠକାମିର ଶିକାର ହେଉଥିବା ଖବର ପ୍ରକାଶ ପାଇବାପରେ ରାଜ୍ୟ ଅବକାରୀ ବିଭାଗ ପକ୍ଷରୁ ଏକ ଚିଠି ମଙ୍ଗଳବାର…

CORONAVIRUS UPDATE: ରାଜ୍ୟରେ ଆଉ ୭୬ କରୋନା ପଜିଟିଭ ଚିହ୍ନଟ; ଆକ୍ରାନ୍ତଙ୍କ ସଂଖ୍ୟା ୧୫୯୩ରେ ପହଞ୍ଚିଲା

ଭୁବନେଶ୍ୱର, ୨୭।୫(ବ୍ୟୁରୋ): ରାଜ୍ୟରେ ବୁଧବାର ଆଉ ୭୬ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ଗଞ୍ଜାମ ଜିଲାରୁ ୧୦ଜଣ ରହିଥିବା ବେଳେ ବାଲେଶ୍ୱର ୨, ଖୋର୍ଦ୍ଧା…

ନେହେରୁଙ୍କୁ ଶ୍ରଦ୍ଧାଞ୍ଜଳି ଦେଲେ ମୋଦି-ରାହୁଲ

ନୂଆଦିଲ୍ଲୀ,୨୭।୫: ଦେଶର ପ୍ରଥମ ପ୍ରଧାନମନ୍ତ୍ରୀ ଜବାହରଲାଲ୍‌ ନେହେରୁଙ୍କ ୫୬ ତମ ଶ୍ରାଦ୍ଧବାର୍ଷିକୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶ୍ରଦ୍ଧାଞ୍ଜଳି ଦେଇଛନ୍ତି। ସେ ଟୁଇଟ୍‌ ଶ୍ରଦ୍ଧାଞ୍ଜଳି ଦେଇଛନ୍ତି। ସେହିପରି କଂଗ୍ରେସ…

କରୋନା ମୃତକଙ୍କ ପାଇଁ ସ୍ପେନରେ ୧୦ ଦିନିଆ ରାଷ୍ଟ୍ରୀୟ ଶୋକ

ବାର୍ସେଲୋନା,୨୭।୬: କରୋନା ଭୂତାଣୁ ସାରା ବିଶ୍ୱର ୨୧୩ଟି ଦେଶକୁ ବ୍ୟାପିଲାଣି। ଯୁକ୍ତରାଷ୍ଟ୍ର ଆମେରିକା ଏବଂ ୟୁରୋପୀୟ ଦେଶରେ ସଂକ୍ରମିତଙ୍କ ସଂଖ୍ୟା ଦ୍ରୁତ ଗତିରେ ବୃଦ୍ଧି ପାଇଛି। ତେବେ…

ଲକ୍‌ଡାଉନ୍‌ ସଙ୍କଟରୁ ବ୍ୟାପକ ଜଙ୍ଗଲ କ୍ଷୟ

ନୂଆଦିଲ୍ଲୀ,୨୭ା୫: କରୋନା ସଂକ୍ରମଣକୁ ରୋକିବା ପାଇଁ ଲାଗୁ କରାଯାଇଥିବା ଲକ୍‌ଡାଉନ ଦ୍ୱାରା ପରିବେଶ ଉପରେ ଅନେକ ସକାରାତ୍ମକ ପ୍ରଭାବ ପକାଇଥିବା ଖବର ମିଳୁଛି। କୁହାଯାଉଛି ଯେ, ଲକ୍‌ଡାଉନ…

‘କ୍ରାଇମ ପେଟ୍ରୋଲ’ ଅଭିନେତ୍ରୀଙ୍କ ଆତ୍ମହତ୍ୟା

ଲୋକପ୍ରିୟ ଟିିଭି ଶୋ’ କ୍ରାଇମ ପେଟ୍ରୋଲ ଅଭିନେତ୍ରୀ ପ୍ରେକ୍ଷା ମେହେତା ଆତ୍ମହତ୍ୟା କରିଛନ୍ତି। ମଧ୍ୟପ୍ରଦେଶର ଇନ୍ଦୋରରେ ଥିବା ନିଜ ବାସଭବନରେ ଆତ୍ମହତ୍ୟା କରିଥିବା ଜଣାପଡିଛି। ମଙ୍ଗଳବାର ସକାଳେ…

ଆମେରିକାରେ ଲକ୍ଷେ ଟପିଲା ମୃତ୍ୟୁ

ଓ୍ବାଶିଂଟନ/ମସ୍କୋ,୨୭ା୫: କରୋନା ଭୂତାଣୁ ବିଶ୍ୱର ୨୧୩ ଦେଶକୁ ଆକ୍ରାନ୍ତ କରିଥିବା ବେଳେ ଆମେରିକାରେ ସ୍ଥିତି ସବୁଠାରୁ ଜଟିଳ ରହିଛି। ଏଠାରେ ମୃତ୍ୟୁସଂଖ୍ୟା ୧ ଲକ୍ଷ ଟପିଛି। ମୋଟ…

୧୦ ଜଣଙ୍କୁ ମାରି ବିହାରୀ ଯୁବକ ଗିରଫ

ହାଇଦ୍ରାବାଦ,୨୭ା୫: ତେଲଙ୍ଗାନାର ଓ୍ବାରାଙ୍ଗଲରେ ଘଟିଛି ସିରିଜ୍‌ ମର୍ଡର। ପୋଲିସ ଏହାର ଖୋଳତାଡ଼ କରି ଜଣେ ବିହାରୀ ଯୁବକଙ୍କୁ ଗିରଫ କରିବାରେ ସଫଳ ହୋଇଛି। ଲିଭ୍‌ ଇନ୍‌ରେ ରହୁଥିବା…