ଚେନ୍‌ ପୁଲିଂ କରି ଓହ୍ଲାଇଲେ ୧୮ ପ୍ରବାସୀ

ବଇଣ୍ଡା,୨୭ା୫(ଡି.ଏନ.ଏ.) - ଗୁଜରାଟରୁ ପ୍ରବାସୀଙ୍କୁ ନେଇ କଟକ ଆସୁଥିବା ସ୍ବତନ୍ତ୍ର ଶ୍ରମିକ ଏକ୍ସପ୍ରେସ୍‌ର ଚେନ୍‌ ପୁଲିଂ କରି ମଙ୍ଗଳବାର ସନ୍ଧ୍ୟାରେ ୧୮ଜଣ ଶ୍ରମିକ ଅନୁଗୋଳ ଜିଲା କିଶୋରନଗର…

ବାପିଙ୍କ ସହ ବନ୍ଧୁକ ବେପାରୀ ଗିରଫ

ଅନୁଗୋଳ ଅଫିସ, ୨୭।୫ - ବେଆଇନ ଭାବେ ୩ ବନ୍ଧୁକ ଓ ୯ ରାଉଣ୍ଡ ଗୁଳି ରଖିବା ଅଭିଯୋଗରେ ଲିଙ୍ଗିରାଯୋଡ଼ି ଅଞ୍ଚଳର ବାପି ଓରଫ ସତ୍ୟଜିତ ପ୍ରଧାନ…

ଭବିଷ୍ୟତ ଚିନ୍ତାରେ ୫,୨୨୭ ଛାତ୍ରୀଛାତ୍ର

ଢେଙ୍କାନାଳ ଅଫିସ, ୨୭।୫ - ଅନୁସୂଚିତ ଜାତି ଏବଂ ଜନଜାତି ବର୍ଗର ପିଲାମାନଙ୍କୁ ଶିକ୍ଷାରେ ସକ୍ଷମ କରାଇବାକୁ କାର୍ଯ୍ୟକାରୀ ହେଉଛି ଅନେକ ଯୋଜନା। ସେମାନଙ୍କ ହାତରେ ଖଡ଼ି…

ବେପାର ବୁଡ଼ାଇଲା ବେମାର

ବଅଁରପାଳ,୨୭ା୫(ଡି.ଏନ.ଏ.) - ଲକ୍‌ଡାଉନ କୋହଳ ହେଲାଣି। ଘରୁ ବାହାରି ଲୋକେ ବଜାର ଧରିଲେଣି। ହେଲେ ମୁହଁରୁ ଖସୁନି ମାସ୍କ କି ସାଥିରୁ ହଟୁନି ସାନିଟାଇଜର। ପୁଣି ସନ୍ଧ୍ୟାରୁ…

କନ୍ଧମାଳରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୩: ଦିନକରେ ୭ ଚିହ୍ନଟ, ଜଣଙ୍କୁ ନେଇ ଚିନ୍ତା

ଫୁଲବାଣୀ ଅଫିସ, ୨୭ା୫-କନ୍ଧମାଳରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିଚାଲିଛି। ଗୋଟିଏ ଦିନରେ ୭ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏମାନଙ୍କୁ ମିଶାଇ ଜିଲାରେ ଏବେ ଆକ୍ରାନ୍ତଙ୍କ ସଂଖ୍ୟା ୧୩ରେ…

ତହସିଲ୍‌ଦାରଙ୍କୁ ଧମକ ମାମଲା, ଜେଲ ଗଲେ ଅଭିଯୁକ୍ତ

ଚିକିଟି,୨୭ା୫(ଡି.ଏନ.ଏ.)- କ୍ୱାରାଣ୍ଟାଇନ୍‌ ସେଣ୍ଟର ନିକଟରେ କ୍ରିକେଟ ଖେଳୁଥିବାବେଳେ ବାରଣ କରିବାରୁ ପାତ୍ରପୁର ତହସିଲଦାରଙ୍କୁ ଗାଳିଗୁଲଜ ଓ ଧମକ ମାମଲାରେ କେ.ନୂଆଗାଁ ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରି…

ଦୁଇ ଯୁବକଙ୍କୁ ଅପହରଣ: ଜଣେ ଉଦ୍ଧାର, ଅନ୍ୟଜଣଙ୍କ ପତ୍ତା ମିଳୁନି

ପାଟପୁର,୨୭ା୫- ପାଟପୁର ଥାନା ଟି.ଗୋବିନ୍ଦପୁର ପଞ୍ଚାୟତ ଶ୍ରୀରାମନଗର ଗ୍ରାମରୁ ୨ ଜଣ ଯୁବକକୁ ଶନିବାର ଅପରାହ୍ନରେ ଅପହରଣ କରାଯାଇଥିଲା। ଜଣଙ୍କୁ ହାତଗୋଡ ବନ୍ଧାବେଳେ ଗ୍ରାମବାସୀ ରବିବାର ଉଦ୍ଧାର…

ସୁରଟରୁ ଟ୍ରେନ୍‌ରେ ଫେରୁଥିବା ବେଳେ ଅଧାବାଟରେ ଯୁବକଙ୍କ ମୃତ୍ୟୁ

ଭଞ୍ଜନଗର,୨୭।୫(ଡି.ଏନ୍‌.ଏ.)- ବେଲଗୁଣ୍ଠା ବ୍ଲକ ମଙ୍ଗଳପୁରର ଗ୍ରାମର ଜଣେ ମଙ୍ଗଳବାର ସୁରଟରୁ ଟ୍ରେନ ଯୋଗେ ଫେରୁଥିଲେ। ବାଟରେ ମହାରାଷ୍ଟ୍ରର କର୍ଣ୍ଣୋର ଷ୍ଟେଶନ ଠାରେ ସେ ସଂଜ୍ଞାହୀନ ହୋଇ ପଡିଥିଲେ।…

ସଙ୍ଗରୋଧ କେନ୍ଦ୍ରରେ ଅସନ୍ତୋଷ: ୨ ଅନ୍ତେବାସୀଙ୍କ ବିରୋଧରେ ଏତଲା ଦେଲେ ସରପଞ୍ଚ

ଭଞ୍ଜନଗର,୨୭।୫(ଡି.ଏନ.ଏ)-ତାରସିଂ ଥାନା ଗାଲେରୀ ସଙ୍ଗରୋଧ କେନ୍ଦ୍ରରେ ଅବ୍ୟବସ୍ଥା ନେଇ ଅନ୍ତେବାସୀମାନେ ବୁଧବାର ହୋହଲ୍ଲା କରିବା ସହ ଖାଦ୍ୟ ଗ୍ରହଣ କରିନଥିଲେ। ଏହାପରେ ପ୍ରଶାସନର ହସ୍ତକ୍ଷେପ ପରେ ସମସ୍ୟାର…

ବଧୂ ହତ୍ୟା ଅଭିଯୋଗ

ଭଣ୍ଡାରିପୋଖରୀ, ୨୭।୫ (ଡି.ଏନ.ଏ.)-ଭଣ୍ଡାରିପୋଖରୀ ଥାନା ବାଲିପୋଖରୀ ଗ୍ରାମରେ ଜଣେ ମହିଳାଙ୍କୁ ଶାଶୁ ଘର ଲୋକେ ମାରି ଦେଇଥିବା ଅଭିଯୋଗ ହୋଇଛି। ମୃତମହିଳା ହେଲେ ପ୍ରମିଳା ଦାସ। ପ୍ରମିଳାଙ୍କ…