ରୌଦ୍ରତାପରେ ଜଳୁଛି ଟିଟିଲାଗଡ଼, ବଲାଙ୍ଗୀର

  ବଲାଙ୍ଗୀର ଅଫିସ, ୨୬ା୫ ବଲାଙ୍ଗୀର ଜିଲାରେ ଗତ କିଛିଦିନ ହେଲା ଗ୍ରୀଷ୍ମ ପ୍ରବାହ ଜାରି ରହିଛି ା ରାଜ୍ୟର ସର୍ବାଧିକ ତାପମାତ୍ରା ଟିଟିଲାଗଡ଼ରେ ରେକର୍ଡ କରାଯାଇଛି…

କୋଇଲା ବୋଝେଇ ବଗିରେ ନିଆଁ

ସଇଁତଳା, ୨୬ା୫(ଡି.ଏନ.ଏ.) ବଲାଙ୍ଗୀର ଜିଲା ସଇଁତଳା ରେଳଷ୍ଟେଶନରେ ସୋମବାର ଅପରାହ୍ନରେ ଏକ କୋଇଲା ବୋଝେଇ ଟ୍ରେନ୍‌ରେ ନିଆଁ ଲାଗିଯାଇଥିଲା। ଅଗ୍ନିଶମ ବିଭାଗ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ…

ଟ୍ରେନ୍‌ ଚେନ୍‌ ଟାଣି ଓହ୍ଲାଇଲେ ୩୫୦ପ୍ରବାସୀ:କଣ୍ଟାବାଞ୍ଜି ରେଳ ଷ୍ଟେଶନରୁ ଚମ୍ପଟ୍‌ ମାରିଲେ ୪୫

ବଲାଙ୍ଗୀର ଅଫିସ/କଣ୍ଟାବାଞ୍ଜି, ୨୬ା୫ (ଡି.ଏନ୍‌.ଏ.) ଗୁଜରାଟର ଗାନ୍ଧୀଧାମରୁ କଟକର ନିର୍ଗୁଣ୍ଡି ଅଭିମୁଖେ ଯାଉଥିବା ଶ୍ରମିକ ସ୍ପେଶାଲ ଟ୍ରେନ୍‌ର ଚେନ୍‌ ଟାଣି ୩୫୦ ପ୍ରବାସୀ ସୋମବାର ବଲାଙ୍ଗୀର ଜିଲାର…

ମୋହାଲି ଷ୍ଟାଡିୟମ ବଲବୀରଙ୍କ ନାମରେ ହେବ

ଚଣ୍ଡିଗଡ଼, ୨୬।୫(ପି.ଟି.)- ସୋମବାର ୯୬ ବର୍ଷରେ ମୃତ୍ୟୁବରଣ କରିଥିବା ହକି ଆଇକନ୍‌ ବଲବୀର ସିଂ ସିନିୟରଙ୍କ ଶେଷକୃତ୍ୟ ସମ୍ପନ୍ନ ହୋଇଛି। ମୋହାଲି ଷ୍ଟାଡିୟମକୁ ଉକ୍ତ କିମ୍ବଦନ୍ତୀ ଖେଳାଳିଙ୍କ…

ଡ୍ରଗ୍ସ କାରବାର ଅଭିଯୋଗରେ ଶ୍ରୀଲଙ୍କା କ୍ରିକେଟର ଅଟକ

କଲମ୍ବୋ, ୨୬।୫(ଏଏଫପି)- ଡ୍ରଗ୍ସ କାରବାର ଅଭିଯୋଗରେ ଶ୍ରୀଲଙ୍କାର ଅନ୍ତର୍ଜାତୀୟ କ୍ରିକେଟର ଶେହାନ ମଦୁଶନକାଙ୍କୁ ପୋଲିସ ଅଟକ ରଖିଛି। ୨୦୧୮ରେ ନିଜର ପ୍ରଥମ ଅନ୍ତର୍ଜାତୀୟ ମ୍ୟାଚରେ ହ୍ୟାଟ୍ରିକ ଅର୍ଜନ…

ସର୍ବକାଳୀନ ଶ୍ରେଷ୍ଠ ଖେଳାଳି

ଭୁବନେଶ୍ୱର, ୨୬।୫(କ୍ରୀଡ଼ା ପ୍ରତିନିଧି)- ହକି କିମ୍ବଦନ୍ତୀ ବଲବୀର ସିଂ ସିନିୟରଙ୍କ ବିୟୋଗରେ ଓଡ଼ିଶା କ୍ରୀଡ଼ା ମହଲରେ ଶୋକର ଛାୟା ଖେଳି ଯାଇଛି। ୩ ଥର ଅଲିମ୍ପିକ୍‌ ସ୍ବର୍ଣ୍ଣ…

ଶିଶୁ ରୋଗ ବିଶେଷଜ୍ଞ ଅକ୍ଷୟ ରାଉତଙ୍କ ପରଲୋକ

ଭୁବନେଶ୍ୱର, ୨୫ା୫(ବ୍ୟୁରୋ) ଶିଶୁରୋଗ ବିଶେଷଜ୍ଞ ଡାକ୍ତର ଅକ୍ଷୟ କୁମାର ରାଉତଙ୍କର ସୋମବାର ସନ୍ଧ୍ୟାରେ ଭୁବନେଶ୍ୱରଠାରେ ପରଲୋକ ହୋଇଯାଇଛି। ତାଙ୍କୁ ୭୦ ବର୍ଷ ବୟସ ହୋଇଥିଲା। କେନ୍ଦ୍ରାପଡ଼ା ଜିଲା…

ଗର୍ଭବତୀ କୌଶଲ୍ୟାଙ୍କୁ ସହାୟତାର ହାତ ବଢାଇଲେ ଡାକ୍ତର  

ମନମୁଣ୍ଡା,୨୫।୫ (ଡି.ଏନ.ଏ)-ମନମୁଣ୍ଡା ଥାନା ଅଧୀନ ଗୁଡଭଙ୍ଗାର କୌଶଲ୍ୟା ସାହୁ ା ବୟସ ୩୫ ା ୫ଟି ସନ୍ତାନର ଜନନୀ ା ଏବେ ସେ ପୁଣି ୭ ମାସର…

୧୨ ଗାଁକୁ ଶଟ୍‌ଡାଉନ୍‌ କଲେ ସରପଞ୍ଚ

କାଶୀନଗର,୨୫ା୫(ଡି.ଏନ୍‌.ଏ.): ଗଜପତି ଜିଲା କାଶୀନଗର ବ୍ଲକ୍‌ ଶିଆଳି ପଞ୍ଚାୟତ ଅଧୀନ ମାଣ୍ଟିଗୁଡ଼ା ଗ୍ରାମର ଜଣେ ପଜିଟିଭ୍‌ ଚିହ୍ନଟ ହେବାପରେ ପଞ୍ଚାୟତର ୧୨ ଗାଁକୁ ଶଟ୍‌ଡାଉନ ଘୋଷଣା କରିଛନ୍ତି…