‘ପାକିସ୍ତାନୀ ହିନ୍ଦୁ ଶରଣାର୍ଥୀଙ୍କୁ ମିଳିବ ଭାରତର ନାଗରିକତ୍ୱ’

ନୂଆଦିଲ୍ଲୀ,୬ା୭(ଆଇଏଏନ୍‌ଏସ୍‌): ରାଜଧାନୀ ଦିଲ୍ଲୀରେ ରହିଥିବା ପାକିସ୍ତାନୀ ହିନ୍ଦୁ ଶରଣାର୍ଥୀମାନଙ୍କୁ ଦୀର୍ଘମିଆଦୀ ଭିଜା ଯୋଗାଇ ଦିଆଯିବା ସହ ସେମାନଙ୍କୁ ଦେଶର ବିଭିନ୍ନ ସ୍ଥାନରେ ସ୍ଥାୟୀ ଭାବେ ରହିବାର ସୁଯୋଗ…

ରୁଷିଆକୁ ଟପିଲା ଭାରତ

ନୂଆଦିଲ୍ଲୀ,୬ା୭(ପି.ଟି.): ଦେଶରେ କୋଭିଡ୍‌-୧୯ ସଂକ୍ରମଣ ବେକାବୁ ହେଲାଣି। ଗୋଟିଏ ଦିନରେ ସର୍ବାଧିକ ୨୪,୮୫୦ ଜଣ କରୋନା ଆକ୍ରାନ୍ତ ହୋଇଥିବାବେଳେ ୬୧୩ ଜଣଙ୍କ ଜୀବନ ଯାଇଛି। ଏହାକୁ ମିଶାଇ…

୭୦% ଷ୍ଟାର୍ଟଅପ୍‌ ପ୍ରଭାବିତ, ୧୨%ରେ ତାଲା

ନୂଆଦିଲ୍ଲୀ/ଭୁବନେଶ୍ୱର(ବ୍ୟୁରୋ),୬।୭:କରୋନା ମହାମାରୀ ଭାରତୀୟ ବ୍ୟବସାୟ କ୍ଷେତ୍ରରେ ଗୁରୁତର ପ୍ରଭାବ ପକାଇଛି। ବିଶେଷକରି ଲଘୁ, କ୍ଷୁଦ୍ର, ମଧ୍ୟମ ଉଦ୍ୟୋଗ(ଏମ୍‌ଏସ୍‌ଏମ୍‌ଇ) ଏବଂ ଷ୍ଟାଟ୍‌ଅପ କ୍ଷେତ୍ରରେ ଏହାର ପ୍ରଭାବ ଅଧିକ ମାତ୍ରାରେ…

ଗୋଷ୍ଠୀ ସଂକ୍ରମଣ ମୁହାଁ ଭୁବନେଶ୍ୱର: ଶଟ୍‌ଡାଉନ ଅସ୍ତ୍ର ଆପଣାଇପାରେ ବିଏମ୍‌ସି

ଭୁବନେଶ୍ୱର,୬।୭(ବୁରୋ): ଆଉ ନିୟନ୍ତ୍ରଣରେ ନାହିଁ ଭୁବନେଶ୍ୱରର ସଂକ୍ରମଣ। ହୁହୁ ହୋଇ ବଢ଼ିଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ବିଶେଷକରି ଲକ୍‌ଡାଉଡ଼୍‌ ହଟିବା ଓ କଟକଣାକୁ କୋହଳ କରାଯିବାଠାରୁ ଏ…

ପୋଲିସ ବର୍ବରତା ଥମୁନାହିଁ

ନୂଆଦିଲ୍ଲୀ/ଭୁବନେଶ୍ୱର(ବ୍ୟୁରୋ), ୬ା୭ : ଏକ ସଭ୍ୟ ସମାଜର ପରିଚୟ ହେଉଛି ଏହାର ପ୍ରଭାବୀ ବିଚାର ଓ ପୋଲିସ ବ୍ୟବସ୍ଥା। ଯେତେବେଳେ ଦେଶରେ ଜଙ୍ଗଲରାଜ ଚାଲିଛି ବୋଲି କୁହାଯିବ…

ନୂଆ ଜୀବନ ପାଇଲେ ମାମୁନି

ଭୁବନେଶ୍ୱର,୬ା୭(ବ୍ୟୁରୋ): ଅଭିନେତା ସବ୍ୟସାଚୀଙ୍କ ପାଇଁ ନୂଆ ଜୀବନ ପାଇଛନ୍ତି ଜଗତ୍‌ସିଂହପୁରର ମାମୁନି। ବୟସ ମାତ୍ର ୧୯ବର୍ଷ। ହେଲେ ଏତେ କମ୍‌ ବୟସରେ ତାଙ୍କ କାନ୍ଧରେ ଏବେ ପରିବାର…

ଆଜି ଶ୍ରାବଣର ପ୍ରଥମ ସୋମବାର: ଘାଟ, ପୀଠ କେଉଁଠି ନାହାନ୍ତି କାଉଡ଼ିଆ

କଟକ ଅଫିସ,୬ା୭: ଆଜି ଶ୍ରାବଣ ମାସର ପ୍ରଥମ ସୋମବାର। ଏହିଦିନ ସହ ଏହାର ପୂର୍ବଦିନ କାଉଡିଆଙ୍କ ଭିଡ଼ ଓ ବୋଲବମ୍‌ ଧ୍ୱନିରେ କମ୍ପୁଥାନ୍ତା ଗଡ଼ଗଡ଼ିଆ ଘାଟ। କିନ୍ତୁ…

ବିସିସିଆଇ ଆପେକ୍ସ କାଉନ୍‌ସିଲ ବୈଠକ ୧୭ରେ

ନୂଆଦିଲ୍ଲୀ, ୬ା୭ (ପି.ଟି.)- ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ଆପେକ୍ସ କାଉନ୍‌ସିଲର ୪ର୍ଥ ବୈଠକ ଚଳିତମାସ ୧୭ ତାରିଖରେ ବସିବ। ଏଥିରେ ଭାରତର ସଂଶୋଧିତ ଫ୍ୟୁଚର…

ଗ୍ରାମାଞ୍ଚଳରେ କାରର ଚାହିଦା ଅଧିକ

ନୂଆଦିଲ୍ଲୀ,୬।୭ : କରୋନା ମହାମାରୀ ଯୋଗୁ ସହର ତୁଳନାରେ ଗ୍ରାମାଞ୍ଚଳ କ୍ଷେତ୍ରର ସ୍ଥିତି ଉନ୍ନତ ରହିଛି। ଏହି ସମୟରେ ସହରାଞ୍ଚଳର ସ୍ଥିତି ଖରାପ ରହିଛି। ସହରରେ କରୋନା…

ଆବର୍ଜନାମୟ ଭୁବନେଶ୍ୱର

ଭୁବନେଶ୍ୱର,୬ା୭(ବ୍ୟୁରୋ): କରୋନାକୁ ନେଇ ଏବେ ଅଧିକାରୀଙ୍କଠାରୁ କର୍ମଚାରୀ ପର୍ଯ୍ୟନ୍ତ ସମସ୍ତେ ଦେଖାଉଛନ୍ତି ବାହାନା। ଫଳରେ ରାଜଧାନୀର କଲୋନୀଠାରୁ ବଜାରଘାଟ ସବୁଠି ପଡ଼ି ରହୁଛି କୁଢ଼କୁଢ଼ ଅଳିଆ। ଘରୋଇ…