ଜିଲା ଚିକିତ୍ସାଳୟରେ ପଶିଲା କରୋନା

ଅନୁଗୋଳ ଅଫିସ୍‌, ୫।୭: ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟକୁ ଦୁର୍ଘଟଣାଗ୍ରସ୍ତ ହୋଇ ଆସିଥିବା ଜଣେ ଯୁବକଙ୍କ କରୋନା ଟେଷ୍ଟ ରିପୋର୍ଟ ଶନିବାର ପଜିଟିଭ ବାହାରିଛି। ଯୁବକ ଜଣକ…

ନାସ୍କାର ଚାମ୍ପିୟନ ଡ୍ରାଇଭର ଜନ୍‌ସନ୍‌ କରୋନା ପଜିଟିଭ୍‌

ଇଣ୍ଡିଆନାପୋଲିସ୍‌ (ୟୁଏସ୍‌), ୫ା୭ (ଏପି)-ସାତ ଥର ନାସ୍କାର ଚାମ୍ପିୟନ ଜେମି ଜନସନ କରୋନା ଭାଇରସ୍‌ ପଜିଟିଭ୍‌ ବୋଲି ଜଣାପଡ଼ିଛି। ଫଳରେ ସେ ରବିବାର ଇଣ୍ଡିଆନାପୋଲିସ ମୋଟର ସ୍ପିଡ୍‌ଓ୍ବେ…

୧୦ ପଜିଟିଭ୍‌ ଭିତରୁ ନାଲ୍‌କୋରୁ ୬

ଅନୁଗୋଳ ଅଫିସ୍‌/ବଅଁରପାଳ,  ୫।୭:  ଅନୁଗୋଳରେ ଶନିବାର ଆଉ ୧୦ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ୨ ଜଣ କ୍ବାରାଣ୍ଟାଇନ୍‌ ସେଣ୍ଟରରୁ ହୋଇଥିବାବେଳେ ଅବଶିଷ୍ଟ…

ଜାପାନ ଲିଗ୍‌ ଫୁଟବଲ ଆରମ୍ଭ

ଟୋକିଓ, ୫।୭(ଏପି)-କରୋନା ଭାଇରସ ସଂକ୍ରମଣ ଜନିତ ପ୍ରଭାବ ଯୋଗୁ ଦୀର୍ଘ ୪ ମାସ ବ୍ୟବଧାନ ପରେ ଶନିବାରଠାରୁ ଆରମ୍ଭ ହୋଇଛି ଜାପାନ ପେସାଦାର ଫୁଟବଲ ଲିଗ୍‌। ଏଥିରେ…

ଏଫ୍‌-୧ ମୋଟର ରେସିଂରେ ୧୦ ଟିମ୍‌

ସ୍ପେଲବର୍ଗ(ଅଷ୍ଟ୍ରିଆ), ୫।୭-କରୋନା ଭାଇରସ ସଂକ୍ରମଣ ଯୋଗୁ ୨୦୨୦ ଫର୍ମୁଲାଓ୍ବାନ ମୋଟର ରେସିଂ ସିଜନ ଆରମ୍ଭରେ ବିଳମ୍ବ ହୋଇଛି। ସାଧାରଣତଃ ମାର୍ଚ୍ଚରୁ ଆରମ୍ଭ ହେଉଥିବା ଏଫ-୧ ସିଜନର ଅନେକ…

ପଥରାରେ ଗୋଷ୍ଠୀ ସଂଘର୍ଷ, ଜଣେ ମୃତ

ଖଲ୍ଲିକୋଟ,୫ା୭(ଡି.ଏନ୍‌.ଏ.)- ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ପଥରା ପଞ୍ଚାୟତ ମଝିସାହି ଛକରେ ଶୁକ୍ରବାର ରାତିରେ ଗୋଷ୍ଠୀ ସଂଘର୍ଷ ଘଟି ଜଣଙ୍କର ଜୀବନ ଯାଇଛି। ମୃତକ ହେଲେ ପିଣ୍ଟୁ…

୮ ଦିନରେ ୩୭୧୩୨୨ ଲୋକଙ୍କ ସ୍ବାସ୍ଥ୍ୟ ଯାଞ୍ଚ

ବ୍ରହ୍ମପୁର ଅଫିସ,୫ା୭- ବ୍ରହ୍ମପୁରରେ କରୋନା ସ୍ଥିତି ସଙ୍ଗିନ ହେଉଛି। ଏହାକୁ ପ୍ରତିହତ କରିବାକୁ ନେଇ ବ୍ରହ୍ମପୁର ମହାନଗର ନିଗମ(ବିଏମ୍‌ସି) ପକ୍ଷରୁ ଆରମ୍ଭ ହୋଇଥିବା ମିଶନ ଜିରୋ କୋଭିଡ୍‌-୧୯…

୪ ଲେନ୍‌ ଏନ୍‌ଏଚ୍‌ ପାଇଁ ଗଛ କଟା

କେନ୍ଦୁଝର,୫ା୭(ଡି.ଏନ୍‌.ଏ.)-ଜାତୀୟ ରାଜପଥ ନଂ.୨୦ ଏବଂ ୪୯ ଚାରିଲେନ୍‌ ହେବାରୁ ରାସ୍ତାର ଉଭୟ ପାର୍ଶ୍ୱରେ ଥିବା ବହୁ ପୁରାତନ ଗଛ କଟାଯାଇଛି। ହେଲେ ବୃକ୍ଷରୋପଣକୁ ଅଣଦେଖା କରାଯାଉ ଥିବାରୁ…

ମଦ ଧରପଗଡବେଳେ ପୋଲିସକୁ ଟାଙ୍ଗିଆରେ ଆକ୍ରମଣ, ଦମ୍ପତି ଗିରଫ

ପାଟପୁର,୫ା୭- ମଦ ଧରଗପଡରେ ଯାଇଥିବା ପାଟପୁର ଥାନା ଏସ୍‌ଆଇ ଶୁଭ୍ରଜିତ୍‌ ସାମନ୍ତରାଙ୍କୁ ଶୁକ୍ରବାର ରାତିରେ ଜନୈକ ଦମ୍ପତି ଟାଙ୍ଗିଆରେ ଆକ୍ରମଣ କରିଥିଲେ। ଏନେଇ ଏସ୍‌ଆଇ ସାମନ୍ତରାଙ୍କ ଅଭିଯୋଗକ୍ରମେ…

କନ୍ଧମାଳ କରୋନା ମୁକ୍ତ ଘୋଷଣା ୧୨ ଘଣ୍ଟା ପୂରିଲାନି ପୁଣି ୮ ଆକ୍ରାନ୍ତ

ଫୁଲବାଣୀ ଅଫିସ, ୫ା୭- କନ୍ଧମାଳ ଜିଲା ପ୍ରଶାସନ ପକ୍ଷରୁ କରୋନା ମୁକ୍ତ ଜିଲା ଘୋଷଣା ହେବାର ମାତ୍ର ୧୨ ଘଣ୍ଟା ପୂରିଲା ନାହିଁ। ଜିଲାରେ ପୁଣି ଚିହ୍ନଟ…