ଲକ୍‌ଡାଉନ୍‌ ନିୟମ ଉଲ୍ଲଘଂନ, ୬ହଜାର ଜରିମାନା ଆଦାୟ

ବୁଗୁଡ଼ା,୨୧ା୫(ଡି.ଏନ.ଏ.)- ବୁଗୁଡ଼ା ସହରରେ ସାବିତ୍ରୀ ବ୍ରତ ପାଇଁ କିଣାକିଣି କରିବାକୁ ଗୁରୁବାର ଲୋକଙ୍କ ଅସମ୍ଭବ ଭିଡ଼ ଦେଖିବାକୁ ମିଳିଥିଲା। ସାମାଜିକ ଦୂରତ୍ୱ ରକ୍ଷା କରିବା, ମାସ୍କ ପିନ୍ଧିବା…

ଆକାଶ ମାର୍ଗରୁ ବାତ୍ୟାଞ୍ଚଳ ପରିଦର୍ଶନ କଲେ ମୁଖ୍ୟମନ୍ତ୍ରୀ: ୩ ଦିନରେ ଫସଲ କ୍ଷୟକ୍ଷତି ଆକଳନ ପାଇଁ ଅଧିକାରୀଙ୍କୁ ନିର୍ଦ୍ଦେଶ

ଭୁବନେଶ୍ୱର,୨୧ା୫(ବ୍ୟୁରୋ): ଆସନ୍ତା ୩ ଦିନ ମଧ୍ୟରେ ଫସଲ କ୍ଷୟକ୍ଷତିର ଆକଳନ କରିବା ସହିତ ଘରଭଙ୍ଗା ସର୍ଭେ କାର୍ଯ୍ୟ ଆସନ୍ତା ସପ୍ତାହ ମଧ୍ୟରେ ଶେଷ କରିବାକୁ ମୁଖ୍ୟମନ୍ତ୍ରୀ ନବୀନ…

ସାବିତ୍ରୀ ବ୍ରତ ପାଇଁ ମାନିଲେନି କଟକଣା: ଜିନିଷ କିଣିବାକୁ ଠେଲାପେଲା

ଅନୁଗୋଳ ଅଫିସ, ୨୧।୫- ରାତି ପାହିଲେ ସାବିତ୍ରୀ ବ୍ରତ ଥିବାରୁ ଗୁରୁବାର ଲୋକମୟ ହୋଇଉଠିଥିଲା ଅନୁଗୋଳ ବଜାର। କରୋନା ପାଇଁ ଜାରି ସବୁ କଟକଣାକୁ ଭୁଲି ଲୋକେ…

ଅନୁଗୋଳରେ ଆଉ ୨ କରୋନା ପଜିଟିଭ

ଅନୁଗୋଳ ଅଫିସ, ୨୧।୫- ଅନୁଗୋଳରେ ଗୁରୁବାର ଆଉ ୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହି ଦୁଇ ଜଣଙ୍କୁ ମିଶାଇ ଅନୁଗୋଳରେ କରୋନା ପଜିଟିଭ ସଂଖ୍ୟା ୧୯ରେ…

ବାତ୍ୟା ଅମ୍ପନ ତାଣ୍ଡବ: ପଶ୍ଚିମବଙ୍ଗରେ ଧନଜୀବନ କ୍ଷତିକୁ ନେଇ ଦୁଃଖ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ; ସହଯୋଗ ପାଇଁ ମୁଖ୍ୟ ଶାସନ ସଚିବଙ୍କୁ ନିର୍ଦ୍ଦେଶ

ଭୁବନେଶ୍ୱର,୨୧ା୫(ବ୍ୟୁରୋ): ସାମୁଦ୍ରିକ ଝଡ ଅମ୍ଫନ କେବଳ ଓଡିଶା ନୁହେଁ, ପଶ୍ଚିମବଙ୍ଗରେ ମଧ୍ୟ ବ୍ୟାପକ କ୍ଷତି ଘଟାଇଛି। ସେଠାରେ ଅନେକ ଲୋକ ପ୍ରାଣ ହରାଇଥିବା ବେଳେ ବହୁ ସମ୍ପତ୍ତି…

୫୦ ପ୍ରବାସୀଙ୍କ ସ୍ବାବ ସଂଗ୍ରହ

ବଇଣ୍ଡା, ୨୧ା୫(ଡି.ଏନ.ଏ.)- ଅନୁଗୋଳ ଜିଲା ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ କିଶୋରନଗର ବ୍ଲକ ନୁନୁକାପଶି ରାମଦେଓ ଉଚ୍ଚ ବିଦ୍ୟାଳୟ ସଙ୍ଗରୋଧ କେନ୍ଦ୍ରରୁ ଗୁରୁବାର ୨୫ ଜଣ ଓଡ଼ିଆ ପ୍ରବାସୀ…

ସାମାଜିକ ଦୂରତାକୁ ବେଖାତିର: ୪ ଦୋକାନ ବନ୍ଦ କଲା ପୋଲିସ

ବଇଣ୍ଡା, ୨୧ା୫(ଡି.ଏନ.ଏ.)- କିଶୋରନଗର ବ୍ଲକ ବଇଣ୍ଡା ଅଞ୍ଚଳରେ ସାମାଜିକ ଦୂରତା ରକ୍ଷା ନ କରି ଜିନିଷ ବିକୁଥିବା ବେଳେ କିଶୋରନଗର ତହସିଲ କାର୍ଯ୍ୟାଳୟ ପକ୍ଷରୁ ୪ଟି ଦୋକାନକୁ…

ବାତ୍ୟା ପରିଚାଳନାକୁ ପ୍ରଧାନମନ୍ତ୍ରୀଙ୍କ ପ୍ରଶଂସା

ଭୁବନେଶ୍ୱର,୨୧ା୫(ବ୍ୟୁରୋ)-ରାଜ୍ୟ ସରକାରଙ୍କ ବାତ୍ୟା ପରିଚାଳନାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରଶଂସା କରିଛନ୍ତି। ଗୁରୁବାର ଟୁଇଟ କରି ମୋଦି କହିଛନ୍ତି ଯେ, ବାତ୍ୟା ଅମ୍ପନକୁ ଓଡିଶାବାସୀ ସାହାସର ସହିତ…

ଏହି ହଲିଉଡ୍‌ କଳାକାରଙ୍କ ଫଟୋକୁ କିସ୍‌କରି ଶୋଉଥିଲେ ଦୀପିକା

ବଲିଉଡ୍‌ ଅଭିନେତ୍ରୀ ଦୀପିକା ପାଦୁକୋନ ଏବଂ ତାଙ୍କ ଭଉଣୀ ଅନିଶାଙ୍କ ମଧ୍ୟରେ ଭଲ ସମ୍ପର୍କ ରହିଛି। ସବୁବେଳେ ସେମାନେ ପରସ୍ପରର ସିକ୍ରେଟ ସେୟାର କରିଥାନ୍ତି। କେବଳ ସେତିକି…

ନିମ୍ନମାନର ରାସ୍ତା କାମ ବନ୍ଦ କଲେ ଗ୍ରାମବାସୀ

କୋକସରା, ୨୧।୫ (ଡି.ଏନ.ଏ.): କଳାହାଣ୍ଡି ଜିଲା ଧର୍ମଗଡ଼ ପୂର୍ତ୍ତ ବିଭାଗ ଅଧୀନ ସାନପୋଡ଼ାଗୁଡାଠାରୁ ଗୋତମୁଣ୍ଡା ରାସ୍ତାର ଏବେ ଦୋହରୀକରଣ ଚାଲିଛି। ଏଥିଲାଗି ସୂଚନା ଫଳକ ଲଗା ଯାଇନାହିଁ।…