ଇ-ଅଫିସ ଆରମ୍ଭ କଲା ଗଞ୍ଜାମ ପୋଲିସ: ଲୋକଙ୍କୁ ମିଳିବ ଉତ୍ତମ ସେବା

ଛତ୍ରପୁର,୧ା୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୋଲିସ ପକ୍ଷରୁ ବୁଧବାର ଇ-ଅଫିସର ଶୁଭାରମ୍ଭ ହୋଇଛି। ଏହାଫଳରେ ଜନସାଧାରଣଙ୍କୁ ଖୁବ୍‌ଶୀଘ୍ର ଉତ୍ତମ ସେବା ମିଳିପାରିବ ବୋଲି ଏକ ଖବରଦାତା ସମ୍ମିଳନୀରେ ଗଞ୍ଜାମ…

ଜିଲାପାଳଙ୍କ ଗଞ୍ଜାମ ବ୍ଲକ ଗସ୍ତ : ମେଡିଶିନଷ୍ଟୋର, ହୋଟଲ ସିଲ୍‌

ଗଞ୍ଜାମ,୧।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଅଞ୍ଚଳକୁ ଶଟ୍‌ଡାଉନ୍‌ ପରେ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେଙ୍କ ନଜର ଏବେ ଗଞ୍ଜାମ ସହର ଉପରେ। ବୁଧବାର ଜିଲାପାଳ କୁଲାଙ୍ଗେ ଗଞ୍ଜାମ…

ଆତଙ୍କବାଦୀ ଆକ୍ରମଣର ଭୟାନକ ଚିତ୍ର, ଜେଜେଙ୍କ ମୃତଦେହ ପାଖରେ ବସିଛନ୍ତି ନାତି

ଶ୍ରୀନଗର,୧।୭: ଜମ୍ମୁକଶ୍ମୀରର ସୋପୋରରେ କେନ୍ଦ୍ରୀୟ ରିଜର୍ଭ ପୋଲିସ ଫୋର୍ସ(ସିଆରଏଫ)ର ଏକ ଭ୍ୟାନ୍‌ ଉପରକୁ ଆକ୍ରମଣ କରିଛନ୍ତି ଆତଙ୍କବାଦୀ। ଏଥିରେ ସିଆରଏଫ ୧୭୯ ବାଟାଲିୟନର ଜଣେ ହେଡ୍‌ କନଷ୍ଟେବଳ…

ପ୍ରଶାସନର ଅନୁରୋଧ ପରେ ଶେରଗଡ଼ରେ ଆରମ୍ଭ ହେଲା ଅସ୍ଥାୟୀ ପରିବା ବଜାର

ଶେରଗଡ଼,୧ା୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଶେରଗଡ଼ ବ୍ଲକରେ କରୋନା ସ୍ଥିତି ଦିନକୁ ଦିନ ବିଗିଡ଼ି ଚାଲିଛି। ମଙ୍ଗଳବାର ସନ୍ଧ୍ୟା ସୁଦ୍ଧା ବ୍ଲକରେ ମୋଟ୍‌ ୮୨ ଜଣ କରୋନାରେ ଆକ୍ରାନ୍ତ…

ବୁଗୁଡ଼ାରେ ଜ୍ୟୋତି ଏକ୍ସରେ ପାଥୋଲୋଜିକୁ ସିଲ୍‌ କଲା ପ୍ରଶାସନ

ବୁଗୁଡା, ୧।୭(ଡି.ଏନ୍‌.ଏ.)- ଗଞ୍ଜାମ ଜିଲା ବୁଗୁଡା ସହରରେ ଥିବା ଜ୍ୟୋତି ଏକ୍ସରେ ପାଥୋଲୋଜିକୁ ମଙ୍ଗଳବାର ବିଳମ୍ବିତ ରାତିରେ ଏନ୍‌ଏସି ପ୍ରଶାସନ ପକ୍ଷରୁ ସିଲ୍‌ କରାଯାଇଛି। ଏଠାରେ ଜଣେ…

କୋରୋନିଲ୍‌ ଉପରେ ସ୍ପଷ୍ଟୀକରଣ ରଖିଲେ ଯୋଗ ଗୁରୁ

ହରିଦ୍ୱାର,୧।୭: ଯୋଗ ଗୁରୁ ରାମଦେବ ବାବା କୋରୋନିଲ୍‌ ବିବାଦ ଉପରେ ନିଜର ସ୍ପଷ୍ଟୀକରଣ ରଖିଛନ୍ତି। ବୁଧବାର ଆୟୋଜିତ ଏକ ଖବରଦାତା ସମ୍ମିଳନୀରେ ରାମଦେବ କହିଛନ୍ତି, କୋରୋନିଲ୍‌ କାର୍ଯ୍ୟରେ…

ଅନ୍‌ଲାଇନ୍‌ କୋଚିଂ ଆରମ୍ଭ କରିବେ ଧୋନୀ

ନୂଆଦିଲ୍ଲୀ, ୧।୭: କ୍ରିକେଟର ଏମ୍‌.ଏସ୍‌. ଧୋନୀ ଜୁଲାଇ ୨ରୁ ଅନ୍‌ ଲାଇନ୍‌ କୋଚିଂ ଆରମ୍ଭ କରିବାକୁ ଯାଉଛନ୍ତି। ଏଥିରେ ୬ରୁ ୮ ବର୍ଷରୁ ଛୋଟ ପିଲା ଯୋଗଦେବେ…

ମାତ୍ର ୯ ବର୍ଷରେ ବିବାହ କରିଥିଲେ ଦେଶର ପ୍ରଥମ ମହିଳା ଡାକ୍ତର

ଜୁଲାଇ ୧, ଅର୍ଥାତ୍‌ ଆଜି ପାଳନ କରାଯାଉଛି ଡାକ୍ତର ଦିବସ। କରୋନା ଭଳି ମହାମାରୀରୁ ଲୋକଙ୍କୁ ବଞ୍ଚାଇବାରେ ଡାକ୍ତରଙ୍କ ଭୂମିକା ବେଶ୍‌ ଗୁରୁତ୍ୱପୂର୍ଣ୍ଣ। ଏଭଳି ପରିସ୍ଥିତିରେ ଦେଶ…

ଓକିଲ ସଂଘ କାର୍ଯ୍ୟାଳୟକୁ ମହକିଲଙ୍କୁ ମନା

କଟକ ଅଫିସ,୧।୭: କରୋନା ସଂକ୍ରମଣକୁ ରୋକିବା ପାଇଁ କଟକ ଓକିଲ ସଂଘ ପକ୍ଷରୁ କେତେକ ନିଷ୍ପତ୍ତି ନିଆଯାଇଛି। ବିଶେଷକରି ସଂଘ କାର୍ଯ୍ୟାଳୟ ପରିସରକୁ ମହକିଲଙ୍କ ପ୍ରବେଶକୁ ବାରଣ…

ପୋଲିସ ଅଧିକାରୀ, ତାଙ୍କ ସ୍ତ୍ରୀ କରୋନା ପିଜିଟିଭ୍‌ ଚିହ୍ନଟ ଘଟଣା: ସିଡିଏ ସେକ୍ଟର-୯ରେ ଚାଲିଛି ସ୍ବାସ୍ଥ୍ୟ ପରୀକ୍ଷା, ସ୍ବାବ ସଂଗ୍ରହ

କଟକ ଅଫିସ,୧।୭: କଟକ ସହରର ସିଡିଏ ସେକ୍ଟର-୯କୁ କଟକ ମହାନଗର ନିଗମ ପକ୍ଷରୁ କଣ୍ଟେନମେଣ୍ଟ ଜୋନ ଘୋଷଣା କରାଯାଇଛି। ଜଣେ ପୋଲିସ ଅଧିକାରୀ ଏବଂ ତାଙ୍କ ସ୍ତ୍ରୀ…