କ୍ୱାରାଣ୍ଟାଇନ୍‌ରେ ରହିଲେ ୪୭ ଛେଳି

ବେଙ୍ଗାଲୁରୁ,୧।୭:କର୍ନାଟକରେ ଏକ ଅଦ୍ଭୁତ ଘଟଣା ଦେଖିବାକୁ ମିଳିଛି। ବେଙ୍ଗାଲୁରୁଠାରୁ ୧୨୭ କିମି ଦୂର ତୁମକୁରୁ ଜିଲାର ଗୋଡକେରେ ଗାଁରେ କରୋନା ଭାଇରସ୍‌ ସଂକ୍ରମଣ ଫଳରେ ଜଣେ ମେଷପାଳକଙ୍କ…

ଭାରତ ଉପରେ ମିଥ୍ୟା ଅଭିଯୋଗ ଲଗାଇଲେ ଇମ୍ରାନ୍‌: କରାଚି ଷ୍ଟକ୍‌ ଏକ୍ସଚେଞ୍ଜ ବିସ୍ଫୋରଣ ପାଇଁ କଲେ ଦାୟୀ

ଇସଲାମାବାଦ୍‌, ୧।୭: ଆତଙ୍କବାଦୀଙ୍କୁ ଆଶ୍ରୟ ଦେଇଥିବା ପାକିସ୍ତାନ ଉପରେ ଆକ୍ରମଣ ହେବାପରେ ସରକାରଙ୍କ ବୁଦ୍ଧି ହଜି ଯାଇଛି। ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାଁ ଭାରତ ଉପରେ ମିଥ୍ୟା…

ନିଜେ ଭିଜି କୁକୁରକୁ ବର୍ଷାରୁ ରକ୍ଷା କଲେ ସିକ୍ୟୁରିଟୀ ଗାର୍ଡ

ସୋସିଆଲ ମିଡିଆରେ ଜଣେ ସିକ୍ୟୁରିଟୀ ଗାର୍ଡ ସମସ୍ତଙ୍କ ହୃଦୟ ଜିତିଛନ୍ତି। ବର୍ଷାରେ ନିଜେ ଓଦା ହୋଇ କୁକୁରକୁ ବଞ୍ଚାଉଥିବା ଏହି ଗାର୍ଡଙ୍କ ଫଟୋ ଭାଇରାଲ ହୋଇଛି। ଫଟୋରେ…

ବାହୁଡ଼ାରେ ମହାପ୍ରଭୁଙ୍କ ରଥଟଣା ଆରମ୍ଭ

ପୁରୀ ଅଫିସ, ୧।୭: ନବଦିନାତ୍ମକ ଯାତ୍ରା ଶେଷ କରିବା ପରେ ଶ୍ରୀମନ୍ଦିର ଅଭିମୁଖେ ବାହୁଡ଼ୁଛନ୍ତି ମହାପ୍ରଭୁ। ଭକ୍ତଶୂନ୍ୟ ବାହାଡ଼ାଯାତ୍ରାରେ ମହାପ୍ରଭୁଙ୍କ ନୀତିକାନ୍ତି ସଅଳ ଅନୁଷ୍ଠିତ ହୋଇଥିଲା। ଧାର୍ଯ୍ୟ…

ଅନ୍ୟ ରୋଗରେ କରୋନା ପଜିଟିଭ୍‌ଙ୍କ ମୃତ୍ୟୁ: ମୃତକ ଗଞ୍ଜାମ ଜିଲାର

ଭୁବନେଶ୍ୱର/ଛତ୍ରପୁର, ୧।୭(ବ୍ୟୁରୋ/ଡି.ଏନ୍‌.ଏ.): ରାଜ୍ୟରେ ବୁଧବାର ଜଣେ କରୋନା ପଜିଟିଭଙ୍କର ଅନ୍ୟ ରୋଗରେ ମୃତ୍ୟୁ ଘଟିଛି। ସେ ହେଲେ ଗଞ୍ଜାମ ଜିଲାର ୫୨ ବର୍ଷୀୟ ବ୍ୟକ୍ତି। ପୂର୍ବରୁ ସେ…

ଚଳିତ ଥର ଲାଲବାଗରେ ଶୁଭିବନି ଗଣପତି ବାପା ମୋରୈୟା

ମୁମ୍ବାଇ,୧।୭: ଦେଶରେ କରୋନା ଭାଇରସ୍‌ ସଂକ୍ରମଣ ଦିନକୁ ଦିନ ଅସମ୍ଭାଳ ହେବାରେ ଲାଗିଛି। ଏହି ମହାମାରୀର ପ୍ରଭାବ ସାଧାରଣ ଜୀବନଯାପନଠାରୁ ଆରମ୍ଭ କରି ବ୍ୟବସାୟ, ଅର୍ଥନୀତି ଓ…

ଛେରାପହଁରା କଲେ ଗଜପତି ମହାରାଜା

ପୁରୀ ଅଫିସ, ୧।୭: ରଥରେ ମଦନମୋହନ ବିଜେ କରିବା ପରେ ଗଜପତି ମହାରାଜା ଦିବ୍ୟସିଂହ ଦେବ ଛେରା ପହଁରା କରିବା ପାଇଁ ପହଞ୍ଚିଥିଲେ। ପ୍ରଥମେ ବଡ଼ ଠାକୁର…

ସିଆର୍‌ପିଏଫ୍‌ ପାଟ୍ରୋଲିଂ ଟିମ୍‌ ଉପରେ ଆତଙ୍କବାଦୀ ଆକ୍ରମଣ: ଜଣେ ଯବାନ ଶହୀଦ

ଶ୍ରୀନଗର, ୧।୭: ଜମ୍ମୁ-କଶ୍ମୀରରେ ୧୭୯ ବାଟାଲିୟନ୍‌ ସିଆର୍‌ପିଏଫ୍‌ ପାଟ୍ରୋଲିଂ ଟିମ୍‌ ଉପରେ ଆତଙ୍କବାଦୀ ଆକ୍ରମଣ କରିଛନ୍ତି। ସୋପୋରର ମଡେଲ ଟାଉନ ଅଞ୍ଚଳରେ ଏଭଳି ଘଟିଛି। ପାଟ୍ରୋଲିଂ ଟିମ୍‌…

CORONAVIRUS UPDATE: ରାଜ୍ୟରେ ପୁଣି ୨୫୧ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର, ୧।୭(ବ୍ୟୁରୋ): ରାଜ୍ୟରେ ବୁଧବାର ପୁଣି ୨୫୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୭,୩୧୬ରେ ପହଞ୍ଚିଛି। ଏ…

ଭୁଟାନ ସହ ଚାଇନାର ନୂଆ ସୀମା ବିବାଦ

ନୂଆଦିଲ୍ଲୀ,୧।୭(ଆଇଏଏନ୍‌ଏସ୍‌): ପୂର୍ବ ଲଦାଖରେ ଭାରତ ସହ ସୀମା ବିବାଦ ଲାଗି ରହିଥିବାବେଳେ ଏବେ ସହଯୋଗୀ ଭୁଟାନ ସହ ଚାଇନା ନୂଆ ସୀମା ବିବାଦ ଆରମ୍ଭ କରିଛି। ଜୁନ୍‌…