ଦୁଇ ମାସ ପରେ ଟ୍ରେନିଂକୁ ଫେରିଲେ ରୋନାଲ୍ଡୋ

ଟୁରିନ,୧୯।୫(ଏଏଫ୍‌ପି): ପର୍ତ୍ତୁଗାଲ ଫୁଟବଲ ସୁପରଷ୍ଟାର କ୍ରିଷ୍ଟିଆନୋ ରୋନାଲ୍ଡୋ ଦୁଇମାସ ପରେ ଟ୍ରେନିଂକୁ ଫେରିଛନ୍ତି। ଟୁରିନ୍‌ରେ ଜଣାଶୁଣା କ୍ଲବ ଜୁଭେଣ୍ଟସ ତରଫରୁ ଖେଳୁଥିବା ୩୫ ବର୍ଷୀୟ ରୋନାଲ୍ଡୋ ମଙ୍ଗଳବାର…

ଓଡ଼ିଶା: ଆଜିର ଫଟୋ

ଭୁବନେଶ୍ୱରରେ ସାମାଜିକ ଦୂରତ୍ୱ ରକ୍ଷା ହେଉ ନଥିବାରୁ ୟୁନିଟ-୧ ରାସ୍ତାପାର୍ଶ୍ଵରେ ଥିବା ଦୋକାନଗୁଡିକୁ ବିଏମସି ପକ୍ଷରୁ ଉଛେଦ କରାଯାଉଛି   ଯାନବାହନ ଚଳାଚଳ କଟକଣା କୋହଳ ହେବାପରେ…

ସୁକତେଲ ବ୍ରିଜ୍‌ ଭୁଶୁଡ଼ିବା ଘଟଣା: ୨୦ ଦିନ ପରେ କୋର୍ଟରେ ଠିକାସଂସ୍ଥାର ମାଲିକ-ପୁଅଙ୍କ ଆତ୍ମସମର୍ପଣ

ପାଟଣାଗଡ,୧୯।୫ (ଡି.ଏନ୍‌.ଏ.): ବଲାଙ୍ଗିର ଜିଲା ପାଟଣାଗଡ ବ୍ଲକ ଅନ୍ତର୍ଗତ ତମିଆଁ ମୁନ୍ଦଲସର ସୁକତେଲ ନଦୀ ବ୍ରିଜ ଗତ ୨୯ ତାରିଖ ଦିନ ମରାମତି ବେଳେ ଭୁଶୁଡି ପଡିଥିଲା।…

ବାପା ହେଲେ ସ୍ପ୍ରିଣ୍ଟ ଲିଜେଣ୍ଡ ବୋଲ୍ଟ

କିଙ୍ଗଷ୍ଟନ,୧୯।୫(ଏଏଫପି): ଜାମାଇକା କିମ୍ବଦନ୍ତୀ ଧାବକ ଉସେନ୍‌ ବୋଲ୍ଟ ପ୍ରଥମଥର ପାଇଁ ବାପା ହେବାର ସୌଭାଗ୍ୟ ଲାଭ କରିଛନ୍ତି। ତାଙ୍କ ବାନ୍ଧବୀ କାସି ବେନ୍ନେଟ ଏକ କନ୍ୟା ସନ୍ତାନକୁ…

ଅଲିମ୍ପିକ୍‌ କ୍ୱାଲିଫାଇଂ ଇଭେଣ୍ଟ: ତାରିଖ ଧାର୍ଯ୍ୟ କରିବାକୁ ଆଇଓସିର ନିର୍ଦ୍ଦେଶ

ଲୋସେନ,୧୯।୫(ପି.ଟି.): ଟୋକିଓ ଅଲିମ୍ପିକ୍ସ କ୍ୱାଲିଫାଇଂ ଇଭେଣ୍ଟ ନେଇ ତାରିଖ ଧାର୍ଯ୍ୟ କରିବାକୁ ଅନ୍ତର୍ଜାତୀୟ ଅଲିମ୍ପିକ୍‌ କମିଟି (ଆଇଓସି) ସବୁ ଅନ୍ତର୍ଜତାୟ ଫେଡେଶେନଗୁଡିକୁ ନିର୍ଦ୍ଦେଶ ଦେଇଛି। କୋଭିଡ-୧୯ ମହମାରୀ…

ବାତ୍ୟା ଅମ୍ଫନ ମୁକାବିଲା: ଧାମରା ଅଞ୍ଚଳରୁ ସ୍ଥାନାନ୍ତର ହେବେ ୧୦ ହଜାର ଲୋକ

ଚାନ୍ଦବାଲି,୧୯।୫(ଡି.ଏନ.ଏ.)-ବାତ୍ୟା ଅମ୍ଫାନ ମୁକାବିଲା ପାଇଁ ମଙ୍ଗଳବାର ମଧ୍ୟାହ୍ନରେ ଧାମରା ଅତିରିକ୍ତ ତହସିଲଦାରଙ୍କ କାର୍ଯ୍ୟାଳୟରେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲା ପ୍ରକଳ୍ପ ନିର୍ଦ୍ଦେଶକ ମଧୁସୂଦନ ଦାସ ଯୋଗଦେଇ…

ଇଂଲଣ୍ଡ ଗସ୍ତରେ ଯିବାକୁ ଖେଳାଳିଙ୍କୁ ବାଧ୍ୟ କରିବୁନି: ହୋଲ୍ଡର

ଲଣ୍ଡନ,୧୯।୫(ପି.ଟି.): କୋଭିଡ-୧୯ ମହମାରୀର ଆତଙ୍କ ସାରା ବିଶ୍ୱରେ ଜାରି ରହିଥିବା ବେଳେ ଓ୍ବେଷ୍ଟଇଣ୍ଡିଜ କ୍ରିକେଟ ଦଳ ଏକ ୩ ମ୍ୟାଚ୍‌ ବିଶିଷ୍ଟ ଟେଷ୍ଟ ସିରିଜ ଖେଳିବା ପାଇଁ…

କୋଭିଡ-୧୯: ତଳସ୍ତରର ଖେଳାଳିଙ୍କୁ ସାହାଯ୍ୟ କରିବାକୁ ଆଇଟିଏଫ୍‌ର ଯୋଜନା

ମୁମ୍ବାଇ, ୧୯।୫(ପି.ଟି.): କୋଭିଡ-୧୯ ଲକ୍‌ଡାଉନ କାରଣରୁ ପ୍ରଭାବିତ ହୋଇଥିବା ତଳସ୍ତରର ପେସାଦାର ଖେଳାଳିଙ୍କୁ ସାହାଯ୍ୟ ଓ ସମର୍ଥନ କରିବାକୁ ଅନ୍ତର୍ଜାତୀୟ ଟେନିସ ଫେଡେରେଶନ (ଆଇଟିଏଫ୍‌) ଅଣ୍ଟା ଭିଡିଛି।…

ବାତ୍ୟା ଅମ୍ଫନ ପ୍ରଭାବ: ଆରଡିରେ ଆରମ୍ଭ ହେଲାଣି ବର୍ଷା, ବହୁଛି ୪୦ କି.ମି. ବେଗରେ ପବନ

ଆରଡି,୧୯ା୫, (ଡି.ଏନ.ଏ.)-ଭଦ୍ରକ ଜିଲା ଆରଡି ଓ ଏହାର ଆଖପାଖ ଅଞ୍ଚଳରେ ମଙ୍ଗଳବାର ବାତ୍ୟା ଅମ୍ଫନର ପ୍ରଭାବ ଦେଖିବାକୁ ମିଳିଛି। ଅପରାହ୍ନରୁ ଝିପିଝିପି ବର୍ଷା ସାଙ୍ଗକୁ ଘଣ୍ଟାକୁ ପ୍ରାୟ…

ଗତ ୨୪ ଘଣ୍ଟାରେ ସୁସ୍ଥ ହେଲେ ୨,୩୫୦ କରୋନା ସଂକ୍ରମିତ

ନୂଆଦିଲ୍ଲୀ,୧୯।୫: ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୧ ଲକ୍ଷ ଅତିକ୍ରମ କରିଥିବା ବେଳେ ଗତ ୨୪ ଘଣ୍ଟା ମଧ୍ୟରେ କିନ୍ତୁ ୨,୩୫୦ ରୋଗୀ ସୁସ୍ଥ ହେବା ଖୁସି…