୪୧ ବର୍ଷ ପରେ ବି ବିଦ୍ୟାଳୟକୁ ନାହିଁ ରାସ୍ତା

ଚମ୍ପୁଆ, ୩୦।୬ (ଡି.ଏନ.ଏ.) - ଦୀର୍ଘ ୪୧ ବର୍ଷ ପରେବି ବିଦ୍ୟାଳୟକୁ ରାସ୍ତା ନ ଥିବା ପରିତାପର ବିଷୟ ପାଲଟିଛି। ଦେଶର ଭବିଷ୍ୟତ ନିର୍ମାଣ କରୁଥିବା ଏହି…

ସଂକ୍ରମଣ ବଢ଼ିବା ଆଶଙ୍କା: ପଶ୍ଚିମବଙ୍ଗ ମିସ୍ତ୍ରୀଙ୍କ ଉପରେ ନଜର ରଖିବ ଓ୍ବାଚ୍‌ କମିଟି

ବାଙ୍ଗିରିପୋଷି,୩୦ା୬(ଡି.ଏନ୍‌.ଏ.): ପଶ୍ଚିମବଙ୍ଗର ମୁର୍ଶୀଦାବାଦ ଅଞ୍ଚଳରୁ ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ବ୍ଲକ ଅଞ୍ଚଳକୁ ଲୁଚାଛପାରେ ଆସି ମିସ୍ତ୍ରୀ କାମ କରୁଥିବା ଲୋକଙ୍କ ପାଇଁ କରୋନା ସଂକ୍ରମଣ ବଢ଼ିବା ଆଶଙ୍କା…

ଅଧାପନ୍ତରିଆ ରାସ୍ତାକୁ ନେଇ ଅସନ୍ତୋଷ

ବାଲେଶ୍ୱର ଅଫିସ, ୩୦।୬-ବାଲେଶ୍ୱର ସହରର ବିଭିନ୍ନ ମୁଖ୍ୟ ରାସ୍ତା ସହ ଅନେକ ରାସ୍ତା ନିର୍ମାଣ ଅଧପନ୍ତରିଆ ଅବସ୍ଥାରେ ରହିଛି। ମରାମତି ଓ ନବୀକରଣ ପାଇଁ ରାସ୍ତାକଡ଼ରେ ବାଲି,…

୨୩୦ ସ୍ପୋଶାଲ ଟ୍ରେନ୍‌ ପାଇଁ ତତ୍କାଳ ବୁକିଙ୍ଗ୍‌ ଆରମ୍ଭ

ନୂଆଦିଲ୍ଲୀ,୩୦।୬: କରୋନା ସଂକ୍ରମଣ ଜନିତ ସମସ୍ୟା କାରଣରୁ ଭାରତୀୟ ରେଲଓ୍ବେ ତା’ର ସମସ୍ତ ଯାତ୍ରୀବାହୀ ଟ୍ରେନ ସେବା ମାର୍ଚ୍ଚ ୨୫ରୁ ବନ୍ଦ ରଖିଛି। ଏହି ସମୟ ମଧ୍ୟରେ…

ବିରତି ପରେ ପୁଣି ବଢିଲା ତେଲ ଦର

ନୂଆଦିଲ୍ଲୀ,୩୦।୬: ରବିବାର ଦର ବୃଦ୍ଧିର ବିରତି ପରେ ପୁଣି ଥରେ ସୋମବାର ତେଲ ଦରରେ ବୃଦ୍ଧି ଘଟିଛି। ସୋମବାର ଡିଜେଲ ଲିଟର ପିଛା ୧୩ ପଇସା ଏବଂ…

ଲକ୍‌ଡାଉନ ଯୋଗୁ ୫ ରାଜ୍ୟକୁ ଅଧିକ କ୍ଷତି

  ନୂଆଦିଲ୍ଲୀ,୩୦।୬ : କୋଭିଡ୍‌-୧୯କୁ ନିୟନ୍ତ୍ରଣ କରିବା ଲାଗି କେନ୍ଦ୍ର ସରକାର ସାରା ଦେଶରେ ଲକ୍‌ଡାଉନ ଘୋଷଣା କରିଥିଲେ। ଏଥିଯୋଗୁ ଘରୋଇ ବଜାରର ଆର୍ଥତ୍କ କାର୍ଯ୍ୟକଳାପ ବର୍ତ୍ତମାନ…

ପୁଣି ସହରକୁ ଫେରୁଛନ୍ତି ପ୍ରବାସୀ ଶ୍ରମିକ

ନୂଆଦିଲ୍ଲୀ,୩୦।୬ : ଲକ୍‌ଡାଉନରେ ବିଭିନ୍ନ ସମସ୍ୟା ସାମ୍ନା କରିବା ଯୋଗୁ ପ୍ରବାସୀ ଶ୍ରମିକମାନେ ନିଜ ଗାଁକୁ ଚାଲି ଚାଲି ଫେରିଥିବା ଦେଖାଯାଇଥିଲା। ସହରକୁ କାମଧନ୍ଦା ଆଶାରେ ଆସି…

ଚତୁର୍ଥ ତ୍ରୈମାସରେ ଅଧିକାଂଶ କମ୍ପାନୀଙ୍କୁ କ୍ଷତି

ନୂଆଦିଲ୍ଲୀ,୩୦।୬ : ଦେଶର ମୁଖ୍ୟସ୍ରୋତରେ ରହିଥିବା ଅଧିକାଂଶ କମ୍ପାନୀ ୨୦୧୯-୨୦ ଆର୍ଥତ୍କ ବର୍ଷ ଚତୁର୍ଥ ତ୍ରୈମାସରେ କ୍ଷତି ସହିଛନ୍ତି। ବ୍ୟାଙ୍କ ଏବଂ ସଫ୍ଟଓ୍ବେର ସେବା ଯୋଗାଣ କରୁଥିବା…

ନିର୍ଦ୍ଦିଷ୍ଟ କ୍ଷେତ୍ର ପାଇଁ ଆସିପାରେ ଋଣ ପୁନର୍ଗଠନ ସୁବିଧା

  ନୂଆଦିଲ୍ଲୀ,୩୦।୬ : ବର୍ତ୍ତମାନ କୋଭିଡ୍‌ ଯୋଗୁ ପ୍ରଭାବିତ ନିର୍ଦ୍ଦିଷ୍ଟ କ୍ଷେତ୍ରଗୁଡିକ ଲାଗି ରିଜର୍ଭ ବ୍ୟାଙ୍କ ଋଣ ପୁନର୍ଗଠନ ସୁବିଧା ଆଣିପାରେ। ଏଥିଲାଗି ପ୍ରକ୍ରିୟା ଆରମ୍ଭ କରାଯାଇଛି।…

ହୁଡ୍‌କୋ ପକ୍ଷରୁ ଆର୍ଥତ୍କ ଫଳାଫଳ ଘୋଷଣା

ଭୁବନେଶ୍ୱର,୩୦।୬ : ଆର୍ଥତ୍କ ବର୍ଷ ୨୦୧୯-୨୦ ଲାଗି ହୁଡ୍‌କୋ ପକ୍ଷରୁ ଆର୍ଥତ୍କ ଫଳାଫଳ ଘୋଷଣା କରାଯାଇଛି। ଏହି ସମୟ ଅବଧିରେ ଆର୍ଥତ୍କ ଅଭିବୃଦ୍ଧି କ୍ଷେତ୍ରରେ ହୁଡ୍‌କୋ ଉଲ୍ଲେଖନୀୟ…