ଚିନ୍ତା ବଢ଼ାଇଲେ ଆକ୍ରାନ୍ତ

ଢେଙ୍କାନାଳ ଅଫିସ, ୩୦।୬ କରୋନା ଆକ୍ରାନ୍ତ ଜଣେ ବ୍ୟାଙ୍କ କର୍ମଚାରୀଙ୍କ ପାଇଁ ଢେଙ୍କାନାଳ ଜିଲା ପ୍ରଶାସନର ଚିନ୍ତା ବଢ଼ିଛି। ସମ୍ପୃକ୍ତ କର୍ମଚାରୀଜଣକ ସ୍ବାବ୍‌ ରିପୋର୍ଟ ଆସିବା ପୂର୍ବରୁ…

‘ବ୍ଲାକ୍‌ ଲିଭ୍ସ ମ୍ୟାଟର’ ଲୋଗୋ ବ୍ୟବହାର କରିବେ ଓ୍ବେଷ୍ଟଇଣ୍ଡିଜ ଖେଳାଳି

ମାଞ୍ଚେଷ୍ଟର, ୩୦ା୬ (ପି.ଟି.): ଆଗକୁ ଇଂଲଣ୍ଡ ବିପକ୍ଷରେ ଖେଳାଯିବାକୁଥିବା ୩ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜ ବେଳେ ଓ୍ବେଷ୍ଟଇଣ୍ଡିଜ କ୍ରିକେଟ ଖେଳାଳିଙ୍କ ଶାର୍ଟ କଲର୍‌ରେ ଏକ ଭିନ୍ନ…

ଟ୍ରେନିଂ ଆରମ୍ଭ ପାଇଁ ଦକ୍ଷିଣ ଆଫ୍ରିକା କ୍ରିକେଟକୁ ଅନୁମତି

ଜୋହାନ୍ସବର୍ଗ, ୩୦ା୬ (ପି.ଟି.):ଟ୍ରେନିଂ ଆରମ୍ଭ କରିବା ଲାଗି କ୍ରିକେଟ ଦକ୍ଷିଣ ଆଫ୍ରିକା (ସିଏସ୍‌ଏ)କୁ ଦେଶର କ୍ରୀଡ଼ା ମନ୍ତ୍ରଣାଳୟ ଅନୁମତି ଦେଇଛି। କରୋନା ଭାଇରସ ଯୋଗୁ ଗତ ମାର୍ଚ୍ଚ…

ଅନ୍‌ଲାଇନ୍‌ ଚେସ୍‌: ନିପୁନ ଚାମ୍ପିୟନ

ଭୁବନେଶ୍ୱର, ୩୦।୬(କ୍ରୀଡ଼ା ପ୍ରତିନିଧି):ଏସଆର ଚେସ୍‌ ସେଣ୍ଟର ଆନୁକୂଲ୍ୟରେ ରବିବାର ଅନୁଷ୍ଠିତ ୯ମ ଅନ୍‌ଲାଇନ୍‌ ଚେସ୍‌ରେ ନିପୁନ ଆଦିତ୍ୟ ମହାନ୍ତି ଚାମ୍ପିୟନ ହୋଇଛନ୍ତି। ୨୦୧୯ରେ ରାଜ୍ୟ ବଧିର ଚେସ୍‌…

ରୁଟ୍‌ ଖେଳିବେନି, ଷ୍ଟୋକ୍ସ ନେତୃତ୍ୱ ନେବେ

ଲଣ୍ଡନ, ୩୦।୬(ପି.ଟି.):ଦ୍ୱିତୀୟ ସନ୍ତାନର ଜନକ ହେବାକୁ ଯାଉଥିବା ଇଂଲଣ୍ଡ ଅଧିନାୟକ ଜୋ ରୁଟ୍‌ ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ କ୍ରିକେଟ ଟେଷ୍ଟରେ ଖେଳିବେ ନାହିଁ। ଆସନ୍ତା ସପ୍ତାହରୁ ଆରମ୍ଭ…

ଓଡ଼ିଶା ଏଫ୍‌ସି ଦଳରେ ଗୋଲକିପର ରବି କୁମାର

ଭୁବନେଶ୍ୱର, ୩୦।୬(କ୍ରୀଡ଼ା ପ୍ରତିନିଧି):ଇଣ୍ଡିଆନ ସୁପରଲିଗ୍‌(ଆଇଏସଏଲ)ର ୭ମ ସିଜନ ପୂର୍ବରୁ ଓଡ଼ିଶା ଏଫସି ଦଳରେ ସାମିଲ ହୋଇଛନ୍ତି ଗୋଲକିପର ରବି କୁମାର। ଭୁବନେଶ୍ୱର ଭିତ୍ତିକ ଫ୍ରାଞ୍ଚାଇଜ୍‌ ସହିତ ଉତ୍ତର…

ଅନ୍‌ଲକ୍‌ ୨.୦ ଗାଇଡ୍‌ଲାଇନ୍‌ ଜାରି

ନୂଆଦିଲ୍ଲୀ,୨୯ା୬: ଅନ୍‌ଲକ୍‌ ୧.୦ ସମୟସୀମା ମଙ୍ଗଳବାର ଶେଷ ହେଉଥିବା ବେଳେ ଏହାର ଦିନକ ପୂର୍ବରୁ କେନ୍ଦ୍ର ସରକାର ଦ୍ୱିତୀୟ ପର୍ଯ୍ୟାୟ ଅନ୍‌ଲକ୍‌ (ଅନ୍‌ଲକ୍‌ ୨.୦) ପାଇଁ ଗାଇଡ୍‌ଲାଇନ୍‌…

ମୃତ ଗର୍ଭବତୀଙ୍କ ଶବକୁ ଅନ୍ତିମ ସଂସ୍କାର ବଦଳରେ ଗଛରେ ବାନ୍ଧିଦେଲେ ଗ୍ରାମବାସୀ

କୁର୍ନୋଲ, ୨୯।୬- ଆନ୍ଧ୍ରପ୍ରଦେଶର କୁର୍ନୋଲ ଜିଲାରେ ଏକ ଚରମ ଅମାନବୀୟ ଘଟଣା ଏବେ ସାମ୍ନାକୁ ଆସିଛି। ଜଣେ ଗର୍ଭବତୀଙ୍କ ମୃତ୍ୟୁ ହେବାପରେ ଗ୍ରାମବାସୀ ଓ ପରିବାର ଲୋକେ…

ଖାକିରେ ଲାଗିଲା ଦାଗ: ମହିଳା ହୋମ୍‌ଗାର୍ଡଙ୍କ ନାମରେ ଯୌନ ଶୋଷଣ ଅଭିଯୋଗ

ନବରଙ୍ଗପୁର,୨୯ା୬(ବି.ପ୍ର.)- ଜଣେ ମହିଳା ହୋମଗାର୍ଡଙ୍କ ନାମରେ ଜଣେ ଯୁବତୀ ଯୌନ ନିର୍ଯାତନା ଅଭିଯୋଗ ଆଣିଛନ୍ତି। ଏପରି ଘଟିଛି ନବରଙ୍ଗପୁର ଜିଲା ଉମରକୋଟ ଅଞ୍ଚଳରେ। ଉମରକୋଟ ଥାନା ଅଞ୍ଚଳର…

କଣ୍ଟେନମେଣ୍ଟ ଜୋନ୍‌ ହେଲା ଗୁଣ୍ଠପଡ଼ା

ଆସିକା,୨୯ା୬(ଡି.ଏନ୍‌.ଏ.)- ଆସିକା ବ୍ଲକ ଗୁଣ୍ଠପଡା ପଞ୍ଚାୟତର ଗୁଣ୍ଠପଡା ଗ୍ରାମକୁ ଜିଲା ପ୍ରଶାସନ ପକ୍ଷରୁ କଣ୍ଟେନମେଣ୍ଟ ଜୋନ ଓ ରାଇପଲ୍ଲୀ, ଖଣ୍ଡବନ୍ଧ ଏବଂ ସୁମନ୍ତପଲ୍ଲୀକୁ ବଫର ଜୋନ ଭାବେ…