ବାଭଣପଡାରେ କାଳବୈଶାଖୀ: ଘର ଉପରେ ମାଡ଼ି ବସିଲା ବିଶାଳ ଗଛ

ପାଟଣା,୧୮।୫(ସ୍ବ.ପ୍ର.)-କେନ୍ଦୁଝର ଜିଲା ପାଟଣା ବ୍ଲକ ବାଉଁଶୁଳି ପଞ୍ଚାୟତ ଭୁଲୁଦା ବାଭଣପଡା ସାହିରେ ରବିବାର ରାତିରେ କାଳବୈଶାଖୀ ହୋଇଛି। ଫଳରେ ସାହିର ତ୍ରିଲୋଚନ ନାଏକଙ୍କ ଘର ଉପରେ ଏକ…

ନୀଳଚକ୍ରରୁ ଉଡ଼ିଗଲା ପତିତପାବନ ବାନା

ପୁରୀ ଅଫିସ, ୧୮।୫: ମହାମାରୀ କରୋନା ତାଣ୍ଡବ ରଚୁଥିବା ବେଳେ ଠିକ୍‌ ଏହି ସମୟରେ ସ୍ଥଳଭାଗ ମୁହାଁ ହେଉଛି ବାତ୍ୟା ‘ଅମ୍ଫନ’। ଏହି ଦୁଇଟିକୁ ନେଇ ସହର…

କଶ୍ମୀରରେ ୫ ଡାକ୍ତର କରୋନା ପଜିଟିଭ

ଶ୍ରୀନଗର,୧୮।୫: ଜମ୍ମୁ-କଶ୍ମୀରରେ ୫ ଜଣ ଡାକ୍ତର କରୋନାରେ ସଂକ୍ରମିତ ହୋଇଥିବା ଜଣାପଡିଛି। ଏମାନଙ୍କ ମଧ୍ୟରୁ ୪ ଜଣ ଜଣେ କରୋନା ସଂକ୍ରମିତଙ୍କୁ ଚିକିତ୍ସା କରୁଥିବା କହିଛନ୍ତି ହେଡ୍‌…

୯୨ ସ୍ବାସ୍ଥ୍ୟକର୍ମୀ କରୋନା ପଜିଟିଭ

ନୂଆଦିଲ୍ଲୀ,୧୮।୫: ଦିଲ୍ଲୀସ୍ଥିତ ଅଲ ଇଣ୍ଡିଆ ଇନଷ୍ଟିଚ୍ୟୁଟ ଅଫ୍‌ ମେଡିକାଲ ସାଇନସେସ୍‌(ଏମ୍ସ)ରେ ଗତ ୨ ମାସ ମଧ୍ୟରେ ୯୨ଜଣ ସ୍ବାସ୍ଥ୍ୟକର୍ମୀ କରୋନାରେ ସଂକ୍ରମିତ ହୋଇଥିବା ଜଣାପଡିଛି। ନିକଟରେ ଅସ୍ଥିଶଲ୍ୟ…

ମହାରାଷ୍ଟ୍ରରେ ୧୨୭୩ ପୋଲିସ କରୋନା ପଜିଟିଭ୍‌

ମୁମ୍ବାଇ,୧୮।୫: କରୋନା ସଂକ୍ରମଣ ଭାରତରେ ଥମିବାର ନାଁ ଧରୁନି। ସଂକ୍ରମଣରୁ ଦୂରେଇ ରହିବା ପାଇଁ ସରକାରଙ୍କ ପକ୍ଷରୁ ସାମାଜିକ ଦୂରତା ବଜାୟ ରଖିବା ଲାଗି ଲକ୍‌ଡାଉନ୍‌ ସମୟ…

ମାଟ୍ରିକ ଖାତାଦେଖା ଦିନେ ଘୁଞ୍ଚିଲା

ଭୁବନେଶ୍ୱର, ୧୮।୫(ବ୍ୟୁରୋ): ସମ୍ଭାବ୍ୟା ବାତ୍ୟା ‘ଅମ୍ଫନ’ ପାଇଁ ମାଟ୍ରିକ ଖାତାଦେଖା ଘୁଞ୍ଚାଇ ଦିଆଯାଇଛି। ମେ’ ମାସ ୨୦ ପରିବର୍ତ୍ତେ ମେ’ ୨୧ରୁ ମାଟ୍ରିକ ଖାତାଦେଖା ହେବ। ସୋମବାର…

ଗ୍ୟାଷ୍ଟ୍ରିକ ସମସ୍ୟା

ଗ୍ୟାଷ୍ଟ୍ରିକ  ସମସ୍ୟା ଥିଲେ ଅଧିକ ତେଲଯୁକ୍ତ ଖାଦ୍ୟ ଖାଆନ୍ତୁ ନାହିଁ। କାରଣ ଏହା ଗ୍ୟାଷ୍ଟି୍ରିକ ସମସ୍ୟାକୁ ଆହୁରି ବଢ଼ାଇ ଦେଇଥାଏ। ଚର୍ବିଜାତୀୟ ଏବଂ ଫ୍ରାଏ ହୋଇଥିବା ଖାଦ୍ୟ…

CORONAVIRUS UPDATE: ଭୁବନେଶ୍ୱର, ଜଗତ୍‌ସିଂହପୁର ହେଲା କରୋନା ମୁକ୍ତ

ଭୁବନେଶ୍ୱର, ୧୮।୫(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱର ଓ ଜଗତ୍‌ସିଂପୁର କରୋନା ମୁକ୍ତ ହୋଇଛି। ଏଠାରେ ଆଉ ଗୋଟିଏ ହେଲେ କରୋନା ଆକ୍ଟିଭ କେସ୍‌ ନାହିଁ। ଏ ନେଇ ରାଜ୍ୟ…

ଦାନ୍ତ ବିନ୍ଧା

ଦାନ୍ତ ବିନ୍ଧା ଆଜିକାଲି ଏକ ସାଧାରଣ ସମସ୍ୟା ପାଲଟି ଗଲାଣି। ଏଥିରୁ ଉପଶମ ପାଇବା ପାଇଁ ଡାକ୍ତରଙ୍କ ପରାମର୍ଶ ଅନୁସାରେ ଔଷଧ ଖାଇବା ଦରକାର। ହେଲେ ଏପରି…

ବିଧାନ ପରିଷଦ ସଦସ୍ୟ ଭାବେ ଶପଥ ନେଲେ ଉଦ୍ଧବ ଠାକ୍‌ରେ

ମୁମ୍ବାଇ,୧୮।୫: ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେ ସୋମବାର ବିଧାନ ପରିଷଦ ସଦସ୍ୟ ଭାବେ ଶପଥ ନେଇଛନ୍ତି। ରାଜ୍ୟ ବିଧାନସଭାର କେନ୍ଦ୍ରୀୟ ହଲ୍‌ରେ ଆୟୋଜିତ ଏକ ଉତ୍ସବରେ ଉଦ୍ଧବ…