ଗଞ୍ଜାମରେ ଆକ୍ରାନ୍ତଙ୍କ ସଂଖ୍ୟା ୩୦୦ ଟପିଲା: ଦିନକରେ ୧୫ ପଜିଟିଭ୍‌ ଚିହ୍ନଟ, ଗୁଣବନ୍ଧ ଗାଁରୁ ଚାଲିଛି ସ୍ବାବ୍‌ ସଂଗ୍ରହ

ବ୍ରହ୍ମପୁର ଅଫିସ,୧୮ା୫: ଗଞ୍ଜାମ ଜିଲାରେ ସୁରଟ ଫେରନ୍ତା ପ୍ରବାସୀ ଓଡ଼ିଆଙ୍କ ଯୋଗୁ ଦ୍ରୁତ ଗତିରେ ବଢ଼ିଚାଲିଛି କରୋନା ସଂକ୍ରମିତଙ୍କ ସଂଖ୍ୟା। ଗତ ୨୪ ଘଣ୍ଟା ଭିତରେ ଜିଲାରେ…

CORONAVIRUS UPDATE: ଆଉ ୫୭ କରୋନା ଆକ୍ରାନ୍ତ ସୁସ୍ଥ; ରାଜ୍ୟରେ ମୋଟ ସୁସ୍ଥ ସଂଖ୍ୟା ୨୭୭

ଭୁବନେଶ୍ୱର, ୧୮।୫(ବ୍ୟୁରୋ): ରାଜ୍ୟରେ ସୋମବାର ଆଉ ୫୭ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏମାନଙ୍କ ମଧ୍ୟରେ ଗଞ୍ଜାମ ଜିଲାର ସର୍ବାଧିକ ୪୦ ଜଣ ରହିଥିବା ବେଳେ ଜଗତ୍‌ସିଂହପୁର…

ପ୍ରକାଶ ପାଇଲା ସିବିଏସ୍‌ଇ ପରୀକ୍ଷା ସୂଚୀ

ନୂଆଦିଲ୍ଲୀ,୧୮।୫: କରୋନା ସଂକ୍ରମଣ ଯୋଗୁ ଦେଶରେ ଲକ୍‌ଡାଉନ୍‌ ଜାରି ହେବାରୁ ସିବିଏସ୍‌ଇ ବୋର୍ଡର ଦଶମ ଏବଂ ଦ୍ୱାଦଶ ପରୀକ୍ଷା ଅଧାରେ ଅଟକି ରହିଥିଲା। ଅବଶିଷ୍ଟ ପରୀକ୍ଷାଗୁଡ଼ିକ ପାଇଁ…

କାର୍ଯ୍ୟଦକ୍ଷତା ବଢ଼ାଏ ସୁସ୍ଥ ଜୀବନଶୈଳୀ

ସୁସ୍ଥ ଜୀବନଶୈଳୀକୁ ଆଗେଇବା ଏତେ ସହଜ ନୁହେଁ। କାରଣ ଏଥିପାଇଁ ଆମକୁ ଅନେକ ଦିଗ ପ୍ରତି ସତର୍କ ଦୃଷ୍ଟି ରଖିବାକୁ ପଡିଥାଏ। ଆଜିକାଲିର ବ୍ୟସ୍ତମୟ ଜୀବନରେ ନିୟମିତ…

ରୋଗ ପ୍ରତିରୋଧକ ଶକ୍ତି ବୃଦ୍ଧିକାରୀ ଖାଦ୍ୟ

ଭିଟାମିନ୍‌ ‘ଇ’ : ଭିଟାମିନ୍‌-‘ଇ’ର ରହିଛି ଅତି ଫଳପ୍ରଦ ଆଣ୍ଟିଅକ୍ସିଡାଣ୍ଟ ବା ପ୍ରତିଜାରକ ପ୍ରଭାବ। ତେଣୁ ଏହା ଅତ୍ୟନ୍ତ କ୍ଷତିକାରୀ ମୁକ୍ତମୂଳକ ବା ପ୍ରିରେଡିକାଲଗୁଡ଼ିକ ଅକାମୀ କରିିଦିଏ।…

ରାଜ୍ୟ ସରକାରଙ୍କ ନିର୍ଦ୍ଦେଶକୁ ବେଖାତିର: କରୋନା ବିପର୍ଯ୍ୟୟ ସମୟରେ କେନ୍ଦୁପତ୍ର ଶ୍ରମିକଙ୍କୁ ଛଟେଇ

ବରଗଡ଼ ଅଫିସ,୧୮।୫: ଘାତକ କରୋନା (କୋଭିଡ-୧୯) ସଂକ୍ରମଣ ଯୋଗୁ ସଂକ୍ରମିତ ଏବଂ ମୃତକଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ପ୍ରତିହତ କରିବା ପାଇଁ…

କରୋନା ଭୂତାଣୁ ଓ ନାନୋକଣିକା

”କରୋନା ଭୂତାଣୁର ଆକାରକୁ ନାନୋମିଟର ସ୍କେଲରେ ମାପ କରାଯାଏ। ଆଜିକାଲି ନାନୋମିଟର ଓ ନାନୋଟେକ୍ନୋଲୋଜି ବିଷୟରେ ବେଶ୍‌ ଚର୍ଚ୍ଚା ହେଉଛି। ଆଗାମୀ ଦିନରେ ବୈଜ୍ଞାନିକ ଉଦ୍ଭାବନକୁ ଆହୁରି…

ଲକ୍‌ଡାଉନ ୪.୦: କର୍ନାଟକରେ ଖୋଲା ରହିବ ସବୁ ଦୋକାନ

ବେଙ୍ଗାଲୁରୁ,୧୮।୫: କରୋନା ଭାଇରସ ସଂକ୍ରମଣକୁ ନେଇ ଦେଶରେ ସୋମବାରଠାରୁ ଲାଗୁ ହୋଇଛି ଲକ୍‌ଡାଉନ ୪.୦। ଏହି ସମୟରେ ନିୟମରେ କିଛିଟା କୋହଳ କରାଯାଇଥିବା ବେଳେ ଏଥିରେ ପରିବର୍ତ୍ତନ…

ସମୁଦ୍ର ଭିତରେ ମହାବାତ୍ୟାର ରୂପ ନେଲା ଅମ୍ଫନ: କଟକ, ପୁରୀ, ଖୋର୍ଦ୍ଧା ଜିଲାରେ ପ୍ରବଳ ବର୍ଷା

ଭୁବନେଶ୍ୱର,୧୮।୫(ବ୍ୟୁରୋ): ବଙ୍ଗୋପସାଗର ମଧ୍ୟରେ ସୋମବାର ବାତ୍ୟା ‘ଅମ୍ଫନ’ ମହାବାତ୍ୟାର ରୂପ ନେଇଛି। ପାରାଦୀପଠାର ବର୍ତ୍ତମାନ ୭୮୦ କିମି ଦୂରରେ ବାତ୍ୟା ଅମ୍ଫନ ରହିଥିବା ବେଳେ ଘଣ୍ଟାକୁ ୮…

ଟଙ୍କା ଦେବାକୁ ଯାଇ କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ଫସିଲେ ପୁଅ

ସରଣ୍ଡା,୧୮ା୫(ଡି.ଏନ୍‌.ଏ.): ବରଗଡ଼ ଜିଲା ଅତାବିରା ବ୍ଲକ ଅନ୍ତର୍ଗତ ଲରାସରା ପଞ୍ଚାୟତରେ ଖୋଲା ଯାଇଥିବା କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ୧୮ ଜଣ ପ୍ରବାସୀ ଓଡ଼ିଆ କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ରହିଛନ୍ତି। ସେମାନଙ୍କ…