ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ପାଇଁ ଅତିରିକ୍ତ ବ୍ୟୟ ବରାଦ

ନୂଆଦିଲ୍ଲୀ,୧୮।୫: ମହାତ୍ମା ଗାନ୍ଧୀ ନ୍ୟାଶନାଲ ରୁରାଲ ଏମ୍ପ୍ଲୟମେଣ୍ଟ ଗ୍ୟାରେଣ୍ଠି ସ୍କିମ(ଏମ୍‌ଜିଏନ୍‌ଆର୍‌ଇଜିଏସ୍‌) ନିଯୁକ୍ତିକୁ ପ୍ରୋତ୍ସାହିତ କରିବା ଲାଗି ସରକାର ଅତିରିକ୍ତ ୪୦ ହଜାର କୋଟି ଟଙ୍କାର ବ୍ୟୟ ବରାଦ…

ପବ୍ଲିକ ହେଲ୍‌ଥରେ ଅଧିକ ନିବେଶ ହେବ

ନୂଆଦିଲ୍ଲୀ,୧୮।୫: ପବ୍ଲିକ୍‌ ହେଲ୍‌ଥ ସିଷ୍ଟମରେ ସରକାର ଅଧିକ ପୁଞ୍ଜି ଖର୍ଚ୍ଚ କରିବାକୁ ଯୋଜନା ରଖିଛନ୍ତି। ଗ୍ରାମାଞ୍ଚଳ ଏବଂ ସହରାଞ୍ଚଳରେ ଥିବା ସ୍ବାସ୍ଥ୍ୟସେବା ଯୋଗାଣ କରୁଥିବା ଅନୁଷ୍ଠାନଗୁଡିକରେ ଏହାଦ୍ୱାରା…

ସ୍ପୋର୍ଟ୍ସ କମ୍ପ୍ଲେକ୍ସକୁ ଅନୁମତି ମିଳିଲା

ନୂଆଦିଲ୍ଲୀ, ୧୮ା୫ (ପି.ଟି.)-କରୋନାଭାଇରସ୍‌ ଯୋଗୁ ଚତୁର୍ଥ ପର୍ଯ୍ୟାୟ ଲକ୍‌ଡାଉନ୍‌ କରିବା ଲାଗି ସରକାର ବାଧ୍ୟ ହୋଇଛନ୍ତି। ତେବେ କେନ୍ଦ୍ର ଗୃହ ମନ୍ତ୍ରଣାଳୟ କ୍ରୀଡ଼ା କମ୍ପ୍ଲେକ୍ସ ଖୋଲିିବା ଲାଗି…

୩ ଟ୍ରେନ୍‌ରେ ଫେରିଲେ ୪୬୬୪ ପ୍ରବାସୀ

ଛତ୍ରପୁର,୧୭ା୫(ଡି.ଏନ.ଏ.)-ଗଞ୍ଜାମ ଜିଲା ସମେତ ଓଡିଶାର ବିଭିନ୍ନ ଜିଲାର ପ୍ରବାସୀମାନେ ଟ୍ରେନ୍‌ ଯୋଗେ ଜଗନ୍ନାଥପୁର ଷ୍ଟେଶନକୁ ଆସିବାରେ ଲାଗିଛନ୍ତିି। ଶନିବାର ମଧ୍ୟ ପ୍ରବାସୀମାନେ ଟ୍ରେନ୍‌ ଯୋଗେ ଉକ୍ତ ଷ୍ଟେଶନରେ…

ସଙ୍ଗରୋଧ କେନ୍ଦ୍ରରୁ ସ୍ବଚ୍ଛତାର ବାର୍ତ୍ତା: ଝାଡ଼ୁ ମାରିଲେ, ଗଛରେ ପାଣି ଦେଲେ

ଅନୁଗୋଳ ଅଫିସ, ୧୭।୫- ଅନୁଗୋଳ ପୌର ପ୍ରଶାସନ ପକ୍ଷରୁ କରାଯାଇଥିବା ଦୁଇଟି କ୍ବାରାଣ୍ଟାଇନ୍‌ ସେଣ୍ଟରରେ କିଛି ଦିନ ହେଲା ଅଶାନ୍ତିକର ବାତାବରଣ ସୃଷ୍ଟି ହୋଇଥିଲା। ଅନୁଗୋଳ ଟାଉନ…

୩୨୭୬ ଅଙ୍ଗନଓ୍ବାଡି କର୍ମୀଙ୍କୁ ସାନିଟାଇଜ୍‌ କିଟ୍‌

ଅନୁଗୋଳ ଅଫିସ, ୧୭।୫- କରୋନା ବିରୋଧରେ ଲଢ଼େଇ କରୁଥିବା ପ୍ରତିଟି ଯୋଦ୍ଧାଙ୍କ ପାଇଁ ସହଯୋଗର ହାତ ବଢ଼ାଇଛି ଅନୁଗୋଳସ୍ଥିତ ଜିନ୍ଦଲ ଷ୍ଟିଲ ଆଣ୍ଡ ପାୱାର ଲିମିଟେଡ (ଜେଏସ୍‌ପିଏଲ୍‌)।…

ରାଶନ ସାମଗ୍ରୀ ହଡ଼ପ ଅଭିଯୋଗ: ମୃତକଙ୍କ ନାମରେ ଉଠୁଛି ଚାଉଳ

ବଇଣ୍ଡା, ୧୭ା୫(ଡି.ଏନ.ଏ.)- ଗରିବ ଲୋକଙ୍କୁ ସରକାର ରାଶନ କାର୍ଡ ମାଧ୍ୟମରେ ଚାଉଳ, ଗହମ ଆଦି ଯୋଗାଇ ଦେଉଥିବାବେଳେ ଅନେକ ସମୟରେ ଏଥିରେ ଅନିୟମିତତା ହେଉଥିବା ଖବର ସାମନାକୁ…

ଖାଦ୍ୟ ଖାଇଲେନି ଅନ୍ତେବାସୀ, ନିମ୍ନମାନର ଅଭିଯୋଗ

କବିସୂର୍ଯ୍ୟନଗର,୧୭ା୫(ଡି.ଏନ୍‌.ଏ.)- ନିମ୍ନମାନର ଅଭିଯୋଗ ଆଣି ଖାଦ୍ୟ ଖାଇଲେ ନାହିଁ ସଙ୍ଗରୋଧରେ ଥିବା ପ୍ରବାସୀ ଓଡ଼ିଆ। ଏପରି ଘଟଣା ଘଟିଛି କବିସୂର୍ଯ୍ୟନଗର ବାଳିକା ହାଇସ୍କୁଲରେ। ଏଠାରେ ୭୮ ଜଣ…

ଚିକିତ୍ସା ପାଇଁ କଟକ ଏସ୍‌ସିବି ମେଡିକାଲ ଗଲେ ରଘୁମଣି

ଜୁନାଗଡ,୧୭।୫(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଜୁନାଗଡ ବ୍ଲକ ବଳଦିଆମାଲ ତଳପଡାର ରଘୁମଣି ନାଏକ (୪୨)ଙ୍କ ଚିକିତ୍ସା ପାଇଁ ଜୁନାଗଡ ବିଧାୟକ ତଥା ରାଜ୍ୟ ସରକାରଙ୍କ ଶକ୍ତି, ଶିଳ୍ପ, ଏମ୍‌ଏସ୍‌ଏମ୍‌ଇ…

ବେଗୁନିଆରେ ପ୍ରଥମ କରୋନା ପଜିଟିଭ: ଆକ୍ରାନ୍ତ ଯୁବକ ବହୁ ଲୋକଙ୍କ ସଂସ୍ପର୍ଶରେ ଆସିଛନ୍ତି

ବେଗୁନିଆ,୧୭ା୫(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ବେଗୁନିଆ ବ୍ଲକ ହଜ୍‌ ପଞ୍ଚାୟତରେ ରବିବାର ପ୍ରଥମ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଯାହାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଭୟର ବାତାବରଣ ଖେଳିଯାଇଛି।…