ଆଇଏଏସ ସ୍ତରରେ ଅଦଳବଦଳ

ଭୁବନେଶ୍ୱର,୨୭।୬(ବ୍ୟୁରୋ)- ରାଜ୍ୟ ସରକାର ଆଇଏଏସ ସ୍ତରରେ ଅଦଳ ବଳଦ କରିଛନ୍ତି। ୨୦୧୭ ବ୍ୟାଚର ୫ ଜଣ ଆଇଏଏସ ଅଫିସରଙ୍କୁ ବଦଳି କରାଯାଇଛି। ରବିବାର ଏ ନେଇ ସାଧାରଣ…

ବେଦୀକୁ ଆସିବା ପୂର୍ବରୁ ଚାଲିଗଲା କନ୍ୟାର ଜୀବନ

ଲକ୍ଷ୍ନୌ, ୨୭।୬- ଉତ୍ତର ପ୍ରଦେଶର କନୌଜ ଜିଲାରେ ଘଟିଯାଇଥିବା ଏକ ଦୁଃଖଦାୟକ ଘଟଣା ଏବେ ସାମ୍ନାକୁ ଆସିଛି। ବାହାଘର ପୂର୍ବରୁ ହଠାତ୍‌ କନ୍ୟାର ଜୀବନ ଚାଲିଯିବାରୁ ବରକୁ…

ସୋସିଆଲ ମିଡିଆରେ ବିଜ୍ଞାପନ ବନ୍ଦ କଲେ ୯୦ କମ୍ପାନୀ, ସବୁଠୁ କ୍ଷତିଗ୍ରସ୍ତ ହୋଇଛି ଫେସ୍‌ବୁକ୍‌

ନୂଆଦିଲ୍ଲୀ: ଆମେରିକାରେ ବ୍ଲାକ୍‌ ଆଣ୍ଡ ହ୍ବାଇଟ୍‌ (କଳା ଧଳା)ପ୍ରସଙ୍ଗ ସମଗ୍ର ବିଶ୍ୱରେ ଚର୍ଚ୍ଚା ପାଲଟିଛି। ଏହାର ପ୍ରଭାବ ସିଧାସଳଖ ସୋସିଆଲ ମିଡିଆ ଉପରେ ପଡ଼ିଛି। ପ୍ରାୟ ୯୦…

ଓଡ଼ିଶା: ଆଜିର ଫଟୋ (ଜୁନ୍ ୨୭, ୨୦୨୦)

ରାଜଧାନୀରେ ଅମାନିଆଙ୍କୁ ଟ୍ରାଫିକ କର୍ମଚାରୀ ଅଟକାଉଛନ୍ତି   ରାଜଧାନୀରେ ମହିଳା ଶ୍ରମିକ କାମକୁ ଯାଉଛନ୍ତି   ସଫେଇ ଗାଡ଼ି ଯୋଗେ ଭୁବନେଶ୍ୱରରେ ଚାଲିଛି ରାସ୍ତା ସଫେଇ   କଟକରେ…

ଇର୍‌ଫାନଙ୍କୁ ମନେ ପକାଇ ଭାବୁକ ହେଲେ ନୀଲ ନୀତିନ୍‌ ମୁକେଶ

ମୁମ୍ବାଇ: ବଲିଉଡ୍‌ରେ ପ୍ରତିବର୍ଷ ଫିଲ୍ମ ରିଲିଜ୍‌ ହୋଇଥାଏ। ଏହି ଫିଲ୍ମଗୁଡ଼ିକ ମଧ୍ୟରୁ କିଛି ଫିଲ୍ମ ଏଥିରେ ଅଭିନୟ କରିଥିବା ଷ୍ଟାର୍‌ମାନଙ୍କ ପାଇଁ ସ୍ବତନ୍ତ୍ର ହୋଇଥାଏ। କାରଣ ଷ୍ଟାରମାନେ…

୩୦ ରାତିରୁ ପୁରୀ ଜିଲାରେ କର୍ଫ୍ୟୁ

ପୁରୀ ଅଫିସ,୨୭।୬- ବିଶ୍ୱ ପ୍ରସିଦ୍ଧ ବାହୁଡା ରଥଯାତ୍ରା ପାଇଁ ପୁଣି ପୁରୀ ଜିଲାରେ ଜାରି ହେବ କର୍ଫ୍ୟୁ। ଜୁନ ୩୦ ରାତି ୧୦ଟାରୁ ଜୁଲାଇ୨ ରାତି ୧୦ଟା…

କରୋନାକୁ ହରାଇଲେ ବେଙ୍ଗାଲୁରୁର ୯୯ ବର୍ଷୀୟା ବୃଦ୍ଧା

ବେଙ୍ଗାଲୁରୁ, ୨୭।୬- ଭାରତରେ କରୋନା ଭାଇରସସ୍ଥିତି ଦିନକୁ ଦିନ ସଙ୍ଗୀନ ହେବାରେ ଲାଗିଛି। ଏହିଭଳି ଏକ ସମୟରେ ବେଙ୍ଗାଲୁରୁର ଜଣେ ୯୯ ବର୍ଷୀୟା ବୃଦ୍ଧା ପ୍ରାଣଘାତୀ କରୋନା…

ଉଲିବୁରୁ ଖଣି ଦୁର୍ନୀତି ମାମଲା: ଜେଲରୁ ମୁକୁଳିଲେ ଦୀପକ ଗୁପ୍ତା

କେନ୍ଦୁଝର,୨୭।୬(ସ୍ବ.ପ୍ର)-ଉଲିବୁରୁ ଖଣି ମହାଦୁର୍ନୀତି ମାମଲାର ମୁଖ୍ୟ ଅଭିଯୁକ୍ତ ଦୀପକ ଗୁପ୍ତା ଶନିବାର ସାରେ କେନ୍ଦୁଝର ଜେଲରୁ ଜାମିନ ପାଇ ମୁକୁଳିଛନ୍ତି। ଗତକାଲି ହାଇକୋର୍ଟରେ ତାଙ୍କୁ ଏକ ମାସ…

ବେଗ ବଢ଼ାଇବା ପାଇଁ ପୋଷା କୁକୁରର ସହାୟତା ନେଲେ ସାମି

କୋଲକାତା, ୨୭।୬- କରୋନା ଭାଇରସ ଲାଗି ଦୀର୍ଘ ଦିନ ଧରି କ୍ରିକେଟ୍‌ରୁ ଦୂରେଇ ରହିଥିବା ଭାରତୀୟ ଦଳର ଖେଳାଳିମାନେ ଏବେ ଧିରେ ଧିରେ ପଡ଼ିଆକୁ ପ୍ରତ୍ୟାବର୍ତ୍ତନ କରୁଥିବା…

ମାଲକାନଗିରି ଜିଲାରେ ପୁଣି ୫ କରୋନା ଆକ୍ରାନ୍ତ ଚିହ୍ନଟ: ୪ ବିଏସ୍‌ଏଫ୍‌ ଯବାନ ସଂକ୍ରମିତ

ମାଲକାନଗିରି,୨୭ା୬(ଡି.ଏନ୍‌.ଏ)-ମାଲକାନଗିରି ଜିଲାରେ ଶନିବାର ଆଉ ୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରେ ୪ ଜଣ ବିଏସ୍‌ଏଫ୍‌ ଯବାନ ରହିଛନ୍ତି। ଆକ୍ରାନ୍ତ ଯବାନମାନେ ସଦର ମହକୁମା…