ମହାମାରୀ ସତ୍ତ୍ୱେ ବ୍ରାଜିଲ ଚାମ୍ପିୟନଶିପ୍‌ ଆରମ୍ଭ ହେବ

ସାଓ ପାଉଲୋ,୨୬।୬ (ଏପି): କୋଭିଡ୍‌-୧୯ ମହାମାରୀର ଆତଙ୍କ ଜାରି ରହିବା ସତ୍ତ୍ୱେ ଲାଟିନ୍‌ ଆମେରିକାର ଫୁଟବଲ ପାଓ୍ବାରା ହାଉସ୍‌ କୁହାଯାଉଥିବା ବ୍ରାଜିଲରେ ମୁଖ୍ୟ ଚାମ୍ପିୟନଶିପ୍‌ ଆରମ୍ଭ ହେବାକୁ…

ଥାନା ଭିତରେ ନାବାଳିକାଙ୍କୁ ବଳାତ୍କାର ପରେ ଗର୍ଭପାତ ଘଟଣା: ଥାନା ଅଧିକାରୀ ନିଲମ୍ବିତ

ସୁନ୍ଦରଗଡ଼, ୨୬।୬(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ଥାନାରେ ରଖି ଜଣେ ନାବାଳିକାଙ୍କୁ କ୍ରମାଗତ ବଳାତ୍କାର କରିବା ଏବଂ ସମ୍ପୃକ୍ତ ନାବାଳିକାଙ୍କ ଗର୍ଭପାତ କରାଇବା ଘଟଣାରେ ଥାନା ଅଧିକାରୀ…

୨୦୨୩ ଫିଫା ମହିଳା ବିଶ୍ୱକପ୍‌: ମିଳିତ ଭାବେ ଆୟୋଜନ କରିବେ ଅଷ୍ଟ୍ରେଲିଆ- ନ୍ୟୁଜିଲାଣ୍ଡ

ଜେନିଭା,୨୬।୬(ଏପି): ଅଷ୍ଟ୍ରେଲିଆ ଓ ନ୍ୟୁଜିଲାଣ୍ଡ ମିଳିତ ଭାବେ ୨୦୨୩ ଫିଫା ମହିଳା ବିଶ୍ୱକପ୍‌ ଆୟୋଜନ କରିବେ। ବିଶ୍ୱ ଫୁଟବଲର ସର୍ବୋଚ୍ଚ ପ୍ରଶାସନିକ ସଂସ୍ଥା ଫିଫା ତରଫରୁ ଏ…

ପ୍ରେମିକ ଅର୍ଜୁନଙ୍କୁ ଜନ୍ମଦିନରେ ଏପରି ଶୁଭେଚ୍ଛା ଜଣାଇଲେ ମଲାଇକା

ବମ୍ବେ: ଆଜି ବଲିଉଡ୍‌ ଅଭିନେତା ଅର୍ଜୁନ କପୁରଙ୍କ ଜନ୍ମଦିନ। ଏହାକୁ ନେଇ ତାଙ୍କ ପରିବାରଲୋକଙ୍କଠାରୁ ପ୍ରଶଂସକଙ୍କ ପର୍ଯ୍ୟନ୍ତ ଶୁଭେଚ୍ଛାର ସୁଅ ଛୁଟୁଛି। ହେଲେ ସବୁଠାରୁ ଖାସ୍‌ ବାର୍ତ୍ତାଟି…

ପିପିଇ କିଟ୍‌ ପିନ୍ଧି ତଲାସି କରୁଛନ୍ତି ସିବିଆଇ ଅଧିକାରୀ

ନୂଆଦିଲ୍ଲୀ,୨୬।୬: କରୋନା ମହାମାରୀଠାରୁ ଦୂରେଇ ରହିବାକୁ ଆଗଧାଡିର ଯୋଦ୍ଧା ସାଜିଥିବା ଡାକ୍ତର ଓ ସ୍ବାସ୍ଥ୍ୟକର୍ମୀଙ୍କ ପାଇଁ ପର୍ସନାଲ ପ୍ରୋଟେକଟିଭ୍‌ ଇକ୍ୟୁପମେଣ୍ଟ(ପିପିଇ) କିଟ୍‌ ଯୋଗାଇ ଦିଆଯାଉଥିଲା। କାରଣ ଏମାନେ…

ସୁଶାନ୍ତଙ୍କ ସ୍କେଚ ତିଆରି କଲେ ଦିବ୍ୟାଙ୍ଗ ପ୍ରଂଶସକ

ଅହମଦାବାଦ,୨୬।୬: ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂହ ରାଜପୁତଙ୍କ ମୃତ୍ୟୁକୁ ୧୨ଦିନ ବିତିଯାଇଥିଲେ ମଧ୍ୟ ତାଙ୍କ ପ୍ରଂଶସକ ଏହାକୁ ସହଜରେ ଭୁଲି ପାରୁନାହାନ୍ତି। କାହିଁକି ବା ଭୁଲିବେ। ସୁଶାନ୍ତ…

CORONAVIRUS UPDATE: ରାଜ୍ୟରେ ସୁସ୍ଥ ହେଲେ ୧୩୧, ମୋଟ ଆରୋଗ୍ୟ ସଂଖ୍ୟା ୪୪୨୨କୁ ବୃଦ୍ଧି

ଭୁବନେଶ୍ୱର, ୨୬।୬(ବ୍ୟୁରୋ): ରାଜ୍ୟରେ ଶୁକ୍ରବାର ୧୩୧ କରୋନା ପଜିଟିଭ ସୁସ୍ଥ ହୋଇଛନ୍ତି। ଏଥିରେ ଗଞ୍ଜାମ ଜିଲାରୁ ସର୍ବାଧିକ ୪୩ଜଣ ଅଛନ୍ତି। ସେହିଭଳି ପୁରୀ ୨୮, ଖୋର୍ଦ୍ଧା ୨୧,…

ଖବରକାଗଜ ଖଣ୍ଡରୁ ଟ୍ରେନ୍‌ ପ୍ରସ୍ତୁତ କଲେ ବାଳକ, ପ୍ରଶଂସା କଲା ରେଳ ମନ୍ତ୍ରାଳୟ

ଦେଶରେ କରୋନା ସଂକ୍ରମଣକୁ ନେଇ ଲକ୍‌ଡାଉନ୍‌ ସ୍ଥିତି ଜାରି ରହିଥିଲା। ଫଳରେ ଲୋକମାନେ ନିଜ ନିଜ ଘରେ ରହିବାକୁ ବାଧ୍ୟ ହୋଇଥିଲେ। ଏହି ସମୟରେ କିଛି ଲୋକଙ୍କର…

ମୋଦିଙ୍କୁ ସୋନିଆଙ୍କ ପ୍ରଶ୍ନ: ଚାଇନା ସୀମାରେ କେମିତି ଶହୀଦ ହେଲେ ୨୦ ଯବାନ

ନୂଆଦିଲ୍ଲୀ,୨୬।୬: ଭାରତ-ଚାଇନା ସୀମାର ଗଲଓ୍ବାନ ଘାଟିରେ ହୋଇଥିବା ସଂଘର୍ଷ ପରେ ଲଗାତାର ବିରୋଧି ମୋଦି ସରକାରଙ୍କୁ ଟାର୍ଗେଟ କରିଛନ୍ତି। ଏହି କ୍ରମରେ ଶୁକ୍ରବାର କଂଗ୍ରେସର ଅସ୍ଥାୟୀ ଅଧ୍ୟକ୍ଷା…

୧୦୭ ଛୁଇଁଲା କେନ୍ଦୁଝରରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା

କେନ୍ଦୁଝର,୨୬।୬(ସ୍ବ.ପ୍ର.): କେନ୍ଦୁଝର ଜିଲାରେ ଶୁକ୍ରବାର ୨ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦୭ରେ ପହଞ୍ଚିଛି। ଚିହ୍ନଟ ୨ ଜଣ…