ଖାଇବାକୁ ଦିଆଯାଇ ନ ଥିବା ଅଭିଯୋଗ: ୧୬ନଂ ଜାତୀୟ ରାଜପଥ ଅବରୋଧ କଲେ ପ୍ରବାସୀ ଓଡ଼ିଆ

ଭଦ୍ରକ ଅଫିସ,୧୬।୫ - ଶନିବାର ପୂର୍ବାହ୍ନରେ ୧୬ନଂ ଜାତୀୟ ରାଜପଥ ରିଲାଏନ୍ସ ପେଟ୍ରୋଲ ପମ୍ପ ନିକଟରେ ପ୍ରବାସୀମାନେ ଶନିବାର ରାସ୍ତା ଅବରୋଧ କରିଥିବା ସୂଚନା ମିଳିଛି। ଘଟଣା…

ଠିକ୍‌ ଭାବେ ମାସ୍କ ନ ପିନ୍ଧିଲେ ନିଆଯିବ କଡା କାର୍ଯ୍ୟାନୁଷ୍ଠାନ

ଡେରାଡୁନ,୧୬।୫: କରୋନା ଭାଇରସ ସଂକ୍ରମଣକୁ ରୋକିବାକୁ ମାସ୍କ ପିନ୍ଧିବା ବାଧ୍ୟତାମୂଳକ କରାଯାଇଛି। ହେଲେ ଏବେବି କେତେକ ଲୋକ ଠିକ୍‌ ଭାବେ ମାସ୍କ ପିନ୍ଧୁ ନ ଥିବା ଦେଖାଯାଇଛି।…

ଭାରତକୁ ୨୦୦ ଭେଣ୍ଟିଲେଟର ଯୋଗାଇ ଦେବ ଆମେରିକା

ଓ୍ବାଶିଂଟନ,୧୬।୫: ଆମେରିକା ଭାରତକୁ ଭେଣ୍ଟିଲେଟର ଯୋଗାଇ ଦେବ। ଏନେଇ ଆମେରିକା ରାଷ୍ଟ୍ରପତି ଡ୍ରୋନାଲ୍ଡ୍‌ ଟ୍ରମ୍ପ୍‌ ଟୁଇଟ୍‌ କରି ସୂଚନା ଦେଇଛନ୍ତି। ଭାରତକୁ ଆମେରିକା ୨୦୦ ମୋବାଇଲ୍‌ ଭେଣ୍ଟିଲେଟର…

ଲୋଇସିଂହା ଛକରେ ଓହ୍ଲାଇ ଗାଇସିଲଟର ୨୧ ପ୍ରବାସୀ ହଟହଟା

ଲୋଇସିଂହା,୧୫।୫(ଡି.ଏନ୍‌.ଏ.)- ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ଛକରେ ବରଗଡ଼ ଜିଲା ଗାଇସିଲଟ ବ୍ଲକର ୨୧ ଜଣ ପ୍ରବାସୀଙ୍କୁ ଗୋଟିଏ ବସ ଶୁକ୍ରବାର ସାରେ ଛାଡ଼ି ବରଗଡ଼ ଅଭିମୁଖେ…

ହୋମ୍‌ ସର୍ଭିସ୍‌ ଦେଉଥିବା ସେଲୁନ୍‌ ମାଲିକଙ୍କୁ ଦେବାକୁ ପଡ଼ିବ ୨୫ ହଜାର ଜରିମାନା

ରାୟପୁର,୧୬।୫: କରୋନା ସଂକ୍ରମଣରୁ ଦୂରେଇ ରହିବା ଲାଗି ଭାରତରେ ଲକ୍‌ଡାଉନ୍‌ ଜାରି ହୋଇଛି। ଲୋକେ ବହୁ ଦିନ ଧରି ଘରେ ବନ୍ଦ ରହିଛନ୍ତି। ଲୋକଙ୍କ ମୁଣ୍ଡ କେଶ…

ସୁପରଭାଇଜରଙ୍କ ମୃତ୍ୟୁକୁ ନେଇ କଣିହାଁ ଏନ୍‌ଟିପିସିରେ ଉତ୍ତେଜନା, ନିଯୁକ୍ତି ସହ କ୍ଷତିପୂରଣ ଦାବି

ତାଳଚେର,୬।୫(ନି.ପ୍ର.): ଅନୁଗୋଳ ଜିଲା କଣିହାଁ ଏନ୍‌ଟିପିସି ବିଦ୍ୟୁତ୍‌ ପ୍ରକଳ୍ପର ପାଉଁଶ ପୋଖରୀରେ ଶନିବାର ଜଣେ ବ୍ୟକ୍ତିଙ୍କ ମୃତଦେହର କିଛି ଅଂଶ ସହ ଚପଲ ପଡ଼ିଥିବା ଦେଖିବାକୁ ମିଳିଥିଲା।…

ମହାରାଷ୍ଟ୍ରରେ କରୋନା ସ୍ଥିତି ଅଣାୟତ: ୧,୧୪୦ ପୋଲିସ ସଂକ୍ରମିତ

ମୁମ୍ବାଇ,୧୬।୫: ମହାରାଷ୍ଟ୍ରରେ ଏବେ କରୋନା ସ୍ଥିତି ଅଣାୟତ ହେବାରେ ଲାଗିଛି। କରୋନା ଯୁଦ୍ଧର ଆଗଧାଡିର ଯୋଦ୍ଧା ସାଜିଥିବା ପୋଲିସ ମଧ୍ୟ ଏଥିରୁ ବାଦ୍‌ ପିଡିନି। ଶନିବାର ସକାଳ…

ପ୍ରବାସୀ ଓଡ଼ିଆଙ୍କୁ ଫେରେଇ ଆଣିବାକୁ ଗଞ୍ଜାମ ଜିଲାପାଳଙ୍କୁ ଗୁହାରି

ଗଞ୍ଜାମ,୧୬।୫(ଡି.ଏନ୍‌.ଏ.): କରୋନା ଭୂତାଣୁ ପାଇଁ ସବୁ ଆଡ଼େ କାମ ଧନ୍ଦା ବନ୍ଦ ହୋଇଯାଇଛି। ରାଜ୍ୟ ବାହାରେ ଥିବା ଲୋକମାନେ ପ୍ରାଣ ବିକଳରେ ନିଜ ରାଜ୍ୟକୁ ଫେରୁଛନ୍ତି। କେତେକ…

ମଦ ଦୋକାନ ଆଗରେ ଲମ୍ବା ଧାଡ଼ିରେ ରହିଛି ଚପଲ-ଛତା

ତ୍ରିଚିଲାପଲୀ,୧୬।୫: କରୋନା ମହାମାରୀ ଯୋଗୁ ଅର୍ଥନୀତିରେ ସୁଧାର ଆଣିବା ଲାଗି ସରକାରଙ୍କ ପକ୍ଷରୁ ମଦ ବିକ୍ରି ପାଇଁ ଅନୁମତି ଦିଆଯାଇଛି। ତାମିଲନାଡୁ ତ୍ରିଚିଲାପଲୀ ଜିଲାରେ ଲୋକେ ମଦ…

ଡ୍ୟୁଟି ସାରି ଫେରିବା ବେଳେ ଧକ୍କା ଦେଇ ଗାଡ଼ି ଫେରାର, ହୋମଗାର୍ଡଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା

ତାଳଚେର,୬।୫(ନି.ପ୍ର.): ଅନୁଗୋଳ ଜିଲା ରେଙ୍ଗାଳି ଦକ୍ଷିଣ କେନାଲ ରାସ୍ତାରେ ଶନିବାର ଏକ ଦୁର୍ଘଟଣା ଘଟିଛି। ଏଥିରେ ଜଣେ ହୋମଗାର୍ଡଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ତାଳଚେର ବ୍ଲକ…